Advertisement

ବରଗଡ଼

ରାଏଜର ସୁଆର୍‌ଥ ଲାଗି ପଦଯାତ୍‌ରା: ଭଟଲିରେ ପୁହୁଁଚିଲେ ସତ୍ୟବ୍ରତରାଏଜର ସୁଆର୍‌ଥ ଲାଗି ପଦଯାତ୍‌ରା: ଭଟଲିରେ ପୁହୁଁଚିଲେ ସତ୍ୟବ୍ରତ

ରାଏଜର ସୁଆର୍‌ଥ ଲାଗି ପଦଯାତ୍‌ରା: ଭଟଲିରେ ପୁହୁଁଚିଲେ ସତ୍ୟବ୍ରତ

ଭଟଲି,୨୦।୧୨ (ଡି.ଏନ୍‌.ଏ.)-ଆଏଜ୍‌କାଲିର ଜୀବନ୍‌ ଶଇଲିରେ ଆମେ ଯେଯାହାର କାମେ ବାଇ ରହୁଛୁଁ। ସଖାଲୁ ଉଠ୍‌ଲା ଖଟୁ ରାତିଥି ଖଟ୍‌କେ ଯିବାର ତକ୍‌ ଆମେ ସଭେ ଛୁଆପିଲାକୁଟୁମ, ବେପାରବନିଜ…

5 years ago
ସିଏଏ ନିଆଁରେ ଓଡ଼ିଆ ଯୁବକ ପ୍ରସଙ୍ଗ:ଚର୍ଚ୍ଚାରେ ‘ପାଗଳ କାର୍ତ୍ତିକ’ ପୋଷ୍ଟସିଏଏ ନିଆଁରେ ଓଡ଼ିଆ ଯୁବକ ପ୍ରସଙ୍ଗ:ଚର୍ଚ୍ଚାରେ ‘ପାଗଳ କାର୍ତ୍ତିକ’ ପୋଷ୍ଟ

ସିଏଏ ନିଆଁରେ ଓଡ଼ିଆ ଯୁବକ ପ୍ରସଙ୍ଗ:ଚର୍ଚ୍ଚାରେ ‘ପାଗଳ କାର୍ତ୍ତିକ’ ପୋଷ୍ଟ

ବରଗଡ଼ ଅଫିସ/ପଦ୍ମପୁର, ୨୦।୧୨:ନୂଆଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ଚାଲିଥିବା ବେଳେ ବୁଧବାର ଇଣ୍ଡିଆ ଗେଟ୍‌ ନିକଟରେ କାର୍ତ୍ତିକ ମେହେର ନାମକ ଜଣେ ଓଡ଼ିଆ ଯୁବକ…

5 years ago
ଚୋରି ସାମଗ୍ରୀ କ୍ରୟ ଘଟଣା: ୨ କ୍ରେତା କୋର୍ଟ ଚାଲାଣଚୋରି ସାମଗ୍ରୀ କ୍ରୟ ଘଟଣା: ୨ କ୍ରେତା କୋର୍ଟ ଚାଲାଣ

ଚୋରି ସାମଗ୍ରୀ କ୍ରୟ ଘଟଣା: ୨ କ୍ରେତା କୋର୍ଟ ଚାଲାଣ

ବିଜେପୁର,୧୯।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ପୋଲିସ ଏକ ଚୋରି ରାକେଟ ଠାବ କରି ମୁଖ୍ୟ ଅଭିଯୁକ୍ତ ସମେତ ୫ଜଣଙ୍କୁ ବୁଧବାର କୋର୍ଟ ଚାଲାଣ କରିଥିଲା। ତେବେ ଏହି…

5 years ago
ମୋବାଇଲ ଦୋକାନରୁ ଚୋରି ଘଟଣାର ପର୍ଦ୍ଦାଫାଶ, ୫ ଅଭିଯୁକ୍ତ ଗିରଫମୋବାଇଲ ଦୋକାନରୁ ଚୋରି ଘଟଣାର ପର୍ଦ୍ଦାଫାଶ, ୫ ଅଭିଯୁକ୍ତ ଗିରଫ

ମୋବାଇଲ ଦୋକାନରୁ ଚୋରି ଘଟଣାର ପର୍ଦ୍ଦାଫାଶ, ୫ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୧୯।୧୨: ବରଗଡ଼ ଜିଲା ପାଇକମାଳସ୍ଥିତ ଏକ ମୋବାଇଲ ଦୋକାନରୁ ଗତ ୧୧ ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଚୋରି ହୋଇଥିବା…

5 years ago
ରାଜ୍ୟ ସ୍ବାର୍ଥ ଲାଗି ପଦଯାତ୍ରାରେ ସତ୍ୟବ୍ରତ, ଭଟଲି ବିଡିଓଙ୍କୁ ଭେଟି ପ୍ରଦାନ କଲେ ଦାବିପତ୍ରରାଜ୍ୟ ସ୍ବାର୍ଥ ଲାଗି ପଦଯାତ୍ରାରେ ସତ୍ୟବ୍ରତ, ଭଟଲି ବିଡିଓଙ୍କୁ ଭେଟି ପ୍ରଦାନ କଲେ ଦାବିପତ୍ର

ରାଜ୍ୟ ସ୍ବାର୍ଥ ଲାଗି ପଦଯାତ୍ରାରେ ସତ୍ୟବ୍ରତ, ଭଟଲି ବିଡିଓଙ୍କୁ ଭେଟି ପ୍ରଦାନ କଲେ ଦାବିପତ୍ର

ଭଟଲି,୧୯।୧୨(ଡି.ଏନ୍‌.ଏ.): ବରଗଡ଼-ଭଟଲି ମୁଖ୍ୟରାସ୍ତାରେ ପହଞ୍ଚିଛନ୍ତି ରାଜ୍ୟର ସ୍ବାର୍ଥ ଲାଗି ପଦଯାତ୍ରାରେ ବାହାରିଥିବା ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ୍‌ ଅନ୍ତର୍ଗତ ଭଗବାନସିନ୍ଧୋଳ ଗ୍ରାମର ସତ୍ୟବ୍ରତ ଦାସ(୨୮)। ସେ ଗତ…

5 years ago
ବରପାଲି ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଚୋରି ଘଟଣାରୁ ବନ୍ଧୁଙ୍କୁ ହତ୍ୟା କରିଥିଲେ ସାଙ୍ଗବରପାଲି ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଚୋରି ଘଟଣାରୁ ବନ୍ଧୁଙ୍କୁ ହତ୍ୟା କରିଥିଲେ ସାଙ୍ଗ

ବରପାଲି ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଚୋରି ଘଟଣାରୁ ବନ୍ଧୁଙ୍କୁ ହତ୍ୟା କରିଥିଲେ ସାଙ୍ଗ

ବରଗଡ଼ ଅଫିସ,୧୮।୧୨- ବରଗଡ଼ ଜିଲା ବରପାଲି ଜଗନ୍ନାଥ ନଗରରେ ଗତ ୧୩ ତାରିଖରେ ଘଟିଥିବା ହତ୍ୟାକାଣ୍ଡ ଉପରୁ ପରଦା ହଟିଛି। ଚୋରି ଘଟଣାକୁ କେନ୍ଦ୍ର କରି ଦୁଇ…

5 years ago
ବରଗଡ଼ରେ ରାଜପଥକୁ ଓହ୍ଲାଇଲେ ଦିବ୍ୟାଙ୍ଗବରଗଡ଼ରେ ରାଜପଥକୁ ଓହ୍ଲାଇଲେ ଦିବ୍ୟାଙ୍ଗ

ବରଗଡ଼ରେ ରାଜପଥକୁ ଓହ୍ଲାଇଲେ ଦିବ୍ୟାଙ୍ଗ

ବରଗଡ଼ ଅଫିସ,୧୮।୧୨: ବରଗଡ଼ ଜିଲାର ଦିବ୍ୟାଙ୍ଗମାନେ ବିଭିନ୍ନ ଦାବି ନେଇ ବୁଧବାର ବରଗଡ଼ ସହର ଉପକଣ୍ଠ ୬ନଂ. ଜାତୀୟ ରାଜପଥ ହଳଦୀପାଲୀ ବୀରଛକ ନିକଟରେ ରାସ୍ତା ଅବରୋଧ…

5 years ago
ଅଜଣା ରୋଗରେ ପୀଡ଼ିତ ସଞ୍ଜୀବ: ଭଗବାନ ଭରସାରେ ଗରିବ୍‌ ମା’ବାପ୍‌ଅଜଣା ରୋଗରେ ପୀଡ଼ିତ ସଞ୍ଜୀବ: ଭଗବାନ ଭରସାରେ ଗରିବ୍‌ ମା’ବାପ୍‌

ଅଜଣା ରୋଗରେ ପୀଡ଼ିତ ସଞ୍ଜୀବ: ଭଗବାନ ଭରସାରେ ଗରିବ୍‌ ମା’ବାପ୍‌

ଜାମଟିକ୍ରା, ୧୮।୧୨ (ଡି.ଏନ୍‌.ଏ.)-ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ଖଲିଆପାଲି ଗଁାର ନିରଞ୍ଜନ ପାଣ୍ଡେ ଆର ଚନ୍ଦ୍ରକାନ୍ତିକଁର ବଡ଼ ପୁଓ ସଞ୍ଜୀବ ପାଣ୍ଡେ(୨୧)। ସେ ଅନେକ…

5 years ago
ସମାଜ ଲାଗି ଉଦାହରନ୍‌ ସାଜିଛନ୍‌ ହେମକାନ୍ତିସମାଜ ଲାଗି ଉଦାହରନ୍‌ ସାଜିଛନ୍‌ ହେମକାନ୍ତି

ସମାଜ ଲାଗି ଉଦାହରନ୍‌ ସାଜିଛନ୍‌ ହେମକାନ୍ତି

ବିଜେପୁର, ୧୮।୧୨ (ଡି.ଏନ୍‌.ଏ.)-ଟୁକେଲ୍‌ ଜନମ୍‌ ପର୍‌ଗୋତ୍‌ରି। ଏକା ପୁଓଟା ବୁଢ଼ାକାଲେ ମାଆବାପ୍‌କେ ସାହା ହେବା ବଲି ଆମର ସମାଜରେ ଗୁଟେ ବିଶୁଆସ ରହିଛେ। ହେଲେ ଏହେଦେ ଦୁନିଆଁଥି…

5 years ago
୩୧ରୁ ବରଗଡ଼ ଧନୁଯାତ୍ରା: କଳାକାରଙ୍କ ରିହର୍ସାଲ ଆରମ୍ଭ୩୧ରୁ ବରଗଡ଼ ଧନୁଯାତ୍ରା: କଳାକାରଙ୍କ ରିହର୍ସାଲ ଆରମ୍ଭ

୩୧ରୁ ବରଗଡ଼ ଧନୁଯାତ୍ରା: କଳାକାରଙ୍କ ରିହର୍ସାଲ ଆରମ୍ଭ

ବରଗଡ଼ ଅଫିସ,୧୭।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୩୧ ତାରିଖରେ ଆରମ୍ଭ ହେବ। ଏହା ଦୀର୍ଘ ୧୧ଦିନ ଧରି ୨୦୨୦…

5 years ago