Advertisement

ବରଗଡ଼

ବରଗଡରେ କ୍ୟାନସର୍‌ ହସ୍ପିଟାଲ୍‌ ସ୍ଥାପନ ଦାବି ତେଜିଲାବରଗଡରେ କ୍ୟାନସର୍‌ ହସ୍ପିଟାଲ୍‌ ସ୍ଥାପନ ଦାବି ତେଜିଲା

ବରଗଡରେ କ୍ୟାନସର୍‌ ହସ୍ପିଟାଲ୍‌ ସ୍ଥାପନ ଦାବି ତେଜିଲା

ବରଗଡ ଅଫିସ, ୧୯।୧୧: ବରଗଡରେ କ୍ୟାନସର ହସପିଟାଲ ସ୍ଥାପନ ଦାବି ପୁଣି ଜୋର୍‌ ଧରିଛି। ଏହି କ୍ରମରେ ମଙ୍ଗଳବାର ଦିନ ୧୦ଟାରୁ ସ୍ଥାନୀୟ ଗାନ୍ଧୀଛକରେ ୟୁନାଇଟେଡ ଫୋରମ…

5 years ago
ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ, ପ୍ୟାକ୍ସ ଅଫିସରେ ତାଲା ପକାଇଲେ ଚାଷୀଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ, ପ୍ୟାକ୍ସ ଅଫିସରେ ତାଲା ପକାଇଲେ ଚାଷୀ

ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ, ପ୍ୟାକ୍ସ ଅଫିସରେ ତାଲା ପକାଇଲେ ଚାଷୀ

ବରଗଡ଼ ଅଫିସ,୧୮।୧୧: ବରଗଡ଼ ଜିଲାରେ ଗତ ୧୫ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥର ରାଜ୍ୟ ସରକାର ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ…

5 years ago
ଟୋକନ ବ୍ୟବସ୍ଥାକୁ ଚାଷୀଙ୍କ ବିରୋଧଟୋକନ ବ୍ୟବସ୍ଥାକୁ ଚାଷୀଙ୍କ ବିରୋଧ

ଟୋକନ ବ୍ୟବସ୍ଥାକୁ ଚାଷୀଙ୍କ ବିରୋଧ

ବରଗଡ଼ ଅଫିସ,୧୮।୧୧: ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଗତ ୧୫ ତାରିଖରୁ ମଣ୍ଡିଗୁଡ଼ିକ ଖୋଲିଥିଲେ ମଧ୍ୟ ରବିବାର ସୁଦ୍ଧା ବସ୍ତାଟିଏ…

5 years ago
ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢାଉସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ବରଗଡ଼ ଅଫିସ, ୧୬।୧୧: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ସକାଳୁ ବରଗଡ଼ ଉଠା ଜଳସେଚନ ବିଭାଗରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ…

5 years ago
ସିଡିପିଓଙ୍କ ବାସଭବନରେ ଭିଜିଲାନ୍ସ ଚଢାଉସିଡିପିଓଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ସିଡିପିଓଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ବରଗଡ଼ ଅଫିସ,୧୪।୧୧: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ସକାଳୁ ବରପାଲି ସମନ୍ବିତ ଶିଶୁ ବିକାଶ ଅଧିକାରୀ(ସିଡିପିଓ)ଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି। ସିଡିପିଓ ସଂଯୁକ୍ତା…

5 years ago
ଆହାର କେନ୍ଦ୍ରରେ ଖାଦ୍ୟ ନିଅଣ୍ଟ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କୁ ଘେରିଲେ ଲୋକେଆହାର କେନ୍ଦ୍ରରେ ଖାଦ୍ୟ ନିଅଣ୍ଟ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କୁ ଘେରିଲେ ଲୋକେ

ଆହାର କେନ୍ଦ୍ରରେ ଖାଦ୍ୟ ନିଅଣ୍ଟ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କୁ ଘେରିଲେ ଲୋକେ

ବରଗଡ଼ ଅଫିସ,୧୩।୧୧- ବରଗଡ଼ ସହରର ଆହାର କେନ୍ଦ୍ରରେ ବୁଧବାର ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୈାହାନ ମଧ୍ୟାହ୍ନ ଭୋଜନ କରିଥିଲେ। ତେବେ ବହୁ ସଂଖ୍ୟାରେ…

5 years ago
ଆହାର କେନ୍ଦ୍ରରେ ଖାଇ ଛାଡ଼ଖାଇ ପାଳିଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଆହାର କେନ୍ଦ୍ରରେ ଖାଇ ଛାଡ଼ଖାଇ ପାଳିଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ

ଆହାର କେନ୍ଦ୍ରରେ ଖାଇ ଛାଡ଼ଖାଇ ପାଳିଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ

ବରଗଡ଼ ଅଫିସ,୧୩।୧୧- ବୁଧବାର ସବୁଆଡ଼େ ଛାଡଖାଇର ମାହୋଲ। ସଭିଁଏ ଉତ୍ସାହ, ଉଦ୍ଦୀପନା ସହିତ ଏହାକୁ ପାଳନ କରୁଛନ୍ତି। ହେଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ…

5 years ago
ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ : ଭୂମିହୀନଙ୍କୁ ଜମି ପଟ୍ଟା ବଣ୍ଟନ କଲେ ମନ୍ତ୍ରୀଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ : ଭୂମିହୀନଙ୍କୁ ଜମି ପଟ୍ଟା ବଣ୍ଟନ କଲେ ମନ୍ତ୍ରୀ

ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ : ଭୂମିହୀନଙ୍କୁ ଜମି ପଟ୍ଟା ବଣ୍ଟନ କଲେ ମନ୍ତ୍ରୀ

ବିଜେପୁର,୧୧।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ପରିସରରେ ପ୍ରଶାସନ ପକ୍ଷରୁ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଗ୍ରାମ ଉନ୍ନୟନ ଓ ଶ୍ରମ…

5 years ago
ବରଗଡ଼ ଧନୁଯାତ୍ରା କଂସ ଚୟନକୁ ବିରୋଧ : ଏକଜୁଟ୍‌ ହେଲେ କଳାକାର ସଂଘବରଗଡ଼ ଧନୁଯାତ୍ରା କଂସ ଚୟନକୁ ବିରୋଧ : ଏକଜୁଟ୍‌ ହେଲେ କଳାକାର ସଂଘ

ବରଗଡ଼ ଧନୁଯାତ୍ରା କଂସ ଚୟନକୁ ବିରୋଧ : ଏକଜୁଟ୍‌ ହେଲେ କଳାକାର ସଂଘ

ବରଗଡ଼ ଅଫିସ,୧୧।୧୧: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ରୁ ଆରମ୍ଭ ହେବ। ୨୦୨୦ ଜାନୁଆରୀ ୧୦ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ…

5 years ago
ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୭।୧୧: ବରଗଡ଼ ଟାଉନ ଥାନା ପୋଲିସ ବୁଧବାର ରାତିରେ ବ୍ରାଉନସୁଗାର କାରବାରରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସ୍ଥାନୀୟ ମହାନ୍ତିପଡ଼ାର…

5 years ago