Advertisement

ବରଗଡ଼

ଭତା, ଆବାସ ଘର କାର୍ଯ୍ୟାଦେଶ ପାଏଲେ ଉତ୍ତର

ଅତାବିରା, ୨୮।୮ (ଡି.ଏନ.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଗଁାର ଉତ୍ତର ଝାଙ୍କର(୭୦) ଆର ମାଏକିନା ତାରା ଝାଙ୍କର(୬୫)। ଉତ୍ତର ଦିବ୍ୟାଙ୍ଗ ହେଇଥିଲାବେଲେ…

6 years ago

ଝନେ କୁଷ୍ଠ ରୁଗୀକଁର ଅଁତରର କଥା

ଅତାବିରା,୨୮ା୮ (ଡି.ଏନ୍‌.ଏ): ଦେଶରୁ କୁଷ୍ଠ ରୋଗ୍‌ର ମୂଲ ମେଟାବାକେ କେନ୍ଦ୍ର ଆର ରାଏଜ୍‌ ସରକାର ଅନେକ ଯୋଜନା କାଯ୍‌କାରି କରି ସଚେତନତା ସୁରୁଷ୍‌ଟି କରୁଛନ୍‌। ସେନ୍‌ତା କୁଷ୍ଠ…

6 years ago
ପଦ୍ମଶ୍ରୀ ହଳଧର ନାଗଙ୍କ ବିରୋଧରେ ଏତଲା ପ୍ରତିବାଦରେ ବିକ୍ଷୋଭପଦ୍ମଶ୍ରୀ ହଳଧର ନାଗଙ୍କ ବିରୋଧରେ ଏତଲା ପ୍ରତିବାଦରେ ବିକ୍ଷୋଭ

ପଦ୍ମଶ୍ରୀ ହଳଧର ନାଗଙ୍କ ବିରୋଧରେ ଏତଲା ପ୍ରତିବାଦରେ ବିକ୍ଷୋଭ

ବରଗଡ ଅଫିସ, ୨୬।୮: ପଦ୍ମଶ୍ରୀ ହଳଧର ନାଗଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଏତଲା ଘଟଣାକୁ ନେଇ କୋଶଲ ରାଜ୍ୟ ସମନ୍ବୟ ସମିତି ପକ୍ଷରୁ ଉଦ୍‌ବେଗ ପ୍ରକାଶ କରାଯାଇଛି।…

6 years ago
ନୂତନ ଜିଲାପାଳଙ୍କ ପ୍ରଥମ ପଦକ୍ଷେପ, ବରିଷ୍ଠ ନାଗରିକଙ୍କ ପାଇଁ ହେଲା ସ୍ବତନ୍ତ୍ର ବ୍ୟବସ୍ଥାନୂତନ ଜିଲାପାଳଙ୍କ ପ୍ରଥମ ପଦକ୍ଷେପ, ବରିଷ୍ଠ ନାଗରିକଙ୍କ ପାଇଁ ହେଲା ସ୍ବତନ୍ତ୍ର ବ୍ୟବସ୍ଥା

ନୂତନ ଜିଲାପାଳଙ୍କ ପ୍ରଥମ ପଦକ୍ଷେପ, ବରିଷ୍ଠ ନାଗରିକଙ୍କ ପାଇଁ ହେଲା ସ୍ବତନ୍ତ୍ର ବ୍ୟବସ୍ଥା

ବରଗଡ଼ ଅଫିସ, ୨୬।୮: ବରଗଡ଼ ଜିଲାର ନୂତନ ଜିଲାପାଳ ଭାବେ ରବିବାର ଜ୍ୟୋତିରଞ୍ଜନ ପ୍ରଧାନ ଦାୟିତ୍ୱଗ୍ରହଣ କରିଛନ୍ତି। ଦାୟିତ୍ୱଗ୍ରହଣ କରିବା ପରେ ସୋମବାର ସେ ବରିଷ୍ଠ ନାଗରିକଙ୍କ…

6 years ago
ଆଁଠେ କାଦୋରେ ଯାଆସ କରୁଛନ୍‌ ଗାଁବାସୀଆଁଠେ କାଦୋରେ ଯାଆସ କରୁଛନ୍‌ ଗାଁବାସୀ

ଆଁଠେ କାଦୋରେ ଯାଆସ କରୁଛନ୍‌ ଗାଁବାସୀ

ଜାମଟିକ୍ରା, ୨୬।୮ (ଡି.ଏନ୍‌.ଏ.):  ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ଖଲିଆପାଲି-ପ୍ରଧାନଟିକ୍ରା ରାସ୍‌ତାର ଅବସ୍‌ତା ବହୁତ ଖରାପ ଅଛେ। ସୁଆଧିନତାର ୭୩ ବଛର ଉତାରୁ ବି ଇ ରାସ୍‌ତାର…

6 years ago
ପ୍ଲାଷ୍ଟିକ୍‌ ଗୋଡ୍‌ ଖଁଜ୍‌ବାକେ ଟଁକା ଅଭାବ୍‌: ଜୀବନ୍‌ ଜୀବ୍‌କାରୁ ବଁଚିତ୍‌ ଭିନ୍ନକ୍ଷମ ଆଦିତ୍ୟପ୍ଲାଷ୍ଟିକ୍‌ ଗୋଡ୍‌ ଖଁଜ୍‌ବାକେ ଟଁକା ଅଭାବ୍‌: ଜୀବନ୍‌ ଜୀବ୍‌କାରୁ ବଁଚିତ୍‌ ଭିନ୍ନକ୍ଷମ ଆଦିତ୍ୟ

ପ୍ଲାଷ୍ଟିକ୍‌ ଗୋଡ୍‌ ଖଁଜ୍‌ବାକେ ଟଁକା ଅଭାବ୍‌: ଜୀବନ୍‌ ଜୀବ୍‌କାରୁ ବଁଚିତ୍‌ ଭିନ୍ନକ୍ଷମ ଆଦିତ୍ୟ

ଜାମଟିକ୍ରା, ୨୬।୮ (ଡି.ଏନ୍‌.ଏ):  ବରଗଡ଼ ଜିଲା କୁରୁଆଁ ପଁଚେତ୍‌ ବାଉଁସେନପାଲି ଗାଁର ଅଭିମନ୍ୟୁ ମିର୍ଦ୍ଧାକଁର ପୁଓ ଆଦିତ୍ୟ ମିର୍ଦ୍ଧା(୨୬)। ୨୦୧୭ରେ ତାକର ଡେବ୍‌ରି ଗୋଡ଼ରେ କର୍କଟ ରୋଗ୍‌…

6 years ago
ବରଗଡ଼ ନୂତନ ଜିଲାପାଳଙ୍କ ଯୋଗଦାନବରଗଡ଼ ନୂତନ ଜିଲାପାଳଙ୍କ ଯୋଗଦାନ

ବରଗଡ଼ ନୂତନ ଜିଲାପାଳଙ୍କ ଯୋଗଦାନ

ବରଗଡ଼ ଅଫିସ,୨୫।୮: ବରଗଡ଼ ଜିଲାର ନୂତନ ଜିଲାପାଳ ଭାବେ ରବିବାର ଜ୍ୟୋତିରଞ୍ଜନ ପ୍ରଧାନ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ଝାରସୁଗୁଡ଼ା ଜିଲାପାଳ ଭାବେ କାର୍ଯ୍ୟ କରୁଥିଲେ।…

6 years ago
ଡାକ୍ତରଖାନାରୁ ଚିକିତ୍ସାଧୀନ କଏଦୀ ଫେରାର ଘଟଣା: ୨ କର୍ମଚାରୀ ନିଲମ୍ବିତଡାକ୍ତରଖାନାରୁ ଚିକିତ୍ସାଧୀନ କଏଦୀ ଫେରାର ଘଟଣା: ୨ କର୍ମଚାରୀ ନିଲମ୍ବିତ

ଡାକ୍ତରଖାନାରୁ ଚିକିତ୍ସାଧୀନ କଏଦୀ ଫେରାର ଘଟଣା: ୨ କର୍ମଚାରୀ ନିଲମ୍ବିତ

ବରଗଡ଼ ଅଫିସ,୨୩।୮: ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଚିକିତ୍ସାଧୀନ କଏଦୀ ଫେରାର ଘଟଣାରେ ଶନିବାର ୨ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ସେମାନେ ହେଲେ, ବରଗଡ଼ ସବ୍‌ଜେଲରେ କାର୍ଯ୍ୟରତ…

6 years ago
ମେଲଛାମୁଣ୍ଡା ଶିଶୁମନ୍ଦିରରେ ଜନ୍ମାଷ୍ଟମୀ: ୧୬୭ ପ୍ରତିଯୋଗୀଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତାମେଲଛାମୁଣ୍ଡା ଶିଶୁମନ୍ଦିରରେ ଜନ୍ମାଷ୍ଟମୀ: ୧୬୭ ପ୍ରତିଯୋଗୀଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା

ମେଲଛାମୁଣ୍ଡା ଶିଶୁମନ୍ଦିରରେ ଜନ୍ମାଷ୍ଟମୀ: ୧୬୭ ପ୍ରତିଯୋଗୀଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା

ଘେଁସ,୨୩।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଅନ୍ତର୍ଗତ ମେଲଛାମୁଣ୍ଡା ସରସ୍ବତୀ ଶିଶୁମନ୍ଦିରରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ବହୁ ଛାତ୍ରୀଛାତ୍ର ରାଧାକୃଷ୍ଣ ବେଶରେ ସଜ୍ଜିତ ହୋଇ…

6 years ago
ନିଃଶୁଳ୍କ ଡାଏଲିସିସ୍‌ ସେବାର ଶୁଭାରମ୍ଭ କଲେ ମନ୍ତ୍ରୀ ସୁଶାନ୍ତ ସିଂନିଃଶୁଳ୍କ ଡାଏଲିସିସ୍‌ ସେବାର ଶୁଭାରମ୍ଭ କଲେ ମନ୍ତ୍ରୀ ସୁଶାନ୍ତ ସିଂ

ନିଃଶୁଳ୍କ ଡାଏଲିସିସ୍‌ ସେବାର ଶୁଭାରମ୍ଭ କଲେ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼ ଅଫିସ,୨୩।୮: ବରଗଡ଼ ସହର ଉପକଣ୍ଠ ଖେଦାପାଲି ନିକଟରେ ନବର୍ନିମିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ନିଃଶୁଳ୍କ ଡାଏଲିସିସ୍‌ ସେବାର ଶୁଭାରମ୍ଭ ହୋଇଛି। ଶ୍ରମ ଓ ଗ୍ରାମ୍ୟ…

6 years ago