Advertisement

ବରଗଡ଼

ଡାକ୍ତରଖାନାରୁ ଚିକିତ୍ସାଧୀନ କଏଦୀ ଫେରାରଡାକ୍ତରଖାନାରୁ ଚିକିତ୍ସାଧୀନ କଏଦୀ ଫେରାର

ଡାକ୍ତରଖାନାରୁ ଚିକିତ୍ସାଧୀନ କଏଦୀ ଫେରାର

ବରଗଡ଼ ଅଫିସ,୨୩।୮: ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ଜଣେ ବିଚାରାଧୀନ କଏଦୀ ଗୁରୁବାର ବିଳମ୍ବିତ ରାତ୍ରିରେ ଫେରାର ହୋଇ ଯାଇଛନ୍ତି। ଫେରାର କଏଦୀ ଜଣକ…

6 years ago

ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଡାଏଲେସିସ୍‌ ମେଶିନ ସ୍ଥାପନ ଦାବି, ଜିଲାପାଳଙ୍କୁ ଭେଟିଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍‌,୨୨।୮- ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଡାଏଲେସିସ୍‌ ମେଶିନ ସ୍ଥାପନ ପାଇଁ ସରକାର ନିଷ୍ପତ୍ତି ନେଇ ସାରିଛନ୍ତି। ମାତ୍ର ଏପର୍ଯ୍ୟନ୍ତ ତାହା ସ୍ଥାପନ କରାଯାଇ ନଥିବା…

6 years ago
ଚିନିକଳ ନିରାପତ୍ତା କର୍ମଚାରୀଙ୍କୁ ମିଳିନି ୨୪ ମାସର ଦରମା, ଜିଲାପାଳଙ୍କୁ ଫେରାଦଚିନିକଳ ନିରାପତ୍ତା କର୍ମଚାରୀଙ୍କୁ ମିଳିନି ୨୪ ମାସର ଦରମା, ଜିଲାପାଳଙ୍କୁ ଫେରାଦ

ଚିନିକଳ ନିରାପତ୍ତା କର୍ମଚାରୀଙ୍କୁ ମିଳିନି ୨୪ ମାସର ଦରମା, ଜିଲାପାଳଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୨୨।୮- ବରଗଡ଼ ସହର ଉପକଣ୍ଠ ତୋରାସ୍ଥିତ ସମବାୟ ଚିନିକଳରେ କାର୍ଯ୍ୟରତ ନିରାପତ୍ତା କର୍ମଚାରୀଙ୍କୁ ୨୪ମାସର ଦରମା ମିଳି ନଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ…

6 years ago
ଆହାର କେନ୍ଦ୍ରରେ ଟିକେଟ କାଟି ମଧ୍ୟାହ୍ନଭୋଜନ କଲେ ମନ୍ତ୍ରୀ ସୁଶାନ୍ତ ସିଂହଆହାର କେନ୍ଦ୍ରରେ ଟିକେଟ କାଟି ମଧ୍ୟାହ୍ନଭୋଜନ କଲେ ମନ୍ତ୍ରୀ ସୁଶାନ୍ତ ସିଂହ

ଆହାର କେନ୍ଦ୍ରରେ ଟିକେଟ କାଟି ମଧ୍ୟାହ୍ନଭୋଜନ କଲେ ମନ୍ତ୍ରୀ ସୁଶାନ୍ତ ସିଂହ

ବରଗଡ଼ ଅଫିସ,୨୨।୮- ବରଗଡ଼ ସହରସ୍ଥିତ ଆହାର କେନ୍ଦ୍ରରେ ଗୁରୁବାର ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ମଧ୍ୟାହ୍ନଭୋଜନ କରିବା ଏଠାରେ ଚର୍ଚ୍ଚାର ବିଷୟ ପାଲଟିଛି।…

6 years ago
କର୍କଟ ରୋଗ୍‌ରେ ପୀଡିତ ରୂପ: ଉଷୋକଷା ଲାଗି ପରହର ଖୁରିଗିନା ମାଜୁଛନ୍‌କର୍କଟ ରୋଗ୍‌ରେ ପୀଡିତ ରୂପ: ଉଷୋକଷା ଲାଗି ପରହର ଖୁରିଗିନା ମାଜୁଛନ୍‌

କର୍କଟ ରୋଗ୍‌ରେ ପୀଡିତ ରୂପ: ଉଷୋକଷା ଲାଗି ପରହର ଖୁରିଗିନା ମାଜୁଛନ୍‌

ଜାମଟିକ୍ରା, ୨୨।୮ (ଡି.ଏନ.ଏ):  ବରଗଡ଼ ଜିଲା ଅତାବିରା ଏନ୍‌ଏସି ଓ୍ବାର୍ଡ ନମ୍ବର ୧ର ବାସିନ୍‌ଦା ରୂପ ବଗର୍ତ୍ତି(୬୪)। ବଛ୍‌ରେ ଉପରେ ହେଲା ସେ କର୍କଟ ରୋଗ୍‌ରେ ପୀଡ଼ିତ…

6 years ago
ପଶ୍ଚିମ ଓଡ଼ିଶାରେ ବନ୍ୟା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପଠାଇଲେ ଛାତ୍ରୀଛାତ୍ରପଶ୍ଚିମ ଓଡ଼ିଶାରେ ବନ୍ୟା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପଠାଇଲେ ଛାତ୍ରୀଛାତ୍ର

ପଶ୍ଚିମ ଓଡ଼ିଶାରେ ବନ୍ୟା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପଠାଇଲେ ଛାତ୍ରୀଛାତ୍ର

ବରଗଡ଼ ଅଫିସ,୨୧।୮: ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ତୁମୁରିପାଣି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍କୁଲ କ୍ୟାବିନେଟ ପକ୍ଷରୁ ପଶ୍ଚିମ ଓଡ଼ିଶା ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ…

6 years ago
ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ଜୀବନ ଗଲାବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ଜୀବନ ଗଲା

ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ଜୀବନ ଗଲା

ବରଗଡ଼ ଅଫିସ,୨୧।୮: ବରଗଡ଼ ସହର ଉପକଣ୍ଠ ବରଡୋଲ ଗ୍ରାମରେ ବୁଧବାର ଏକ ଘର ଛାତ ପକାଉ ଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

6 years ago
ଜୟନ୍ତୀ ସମାରୋହରେ ସ୍ବଭାବ କବିଙ୍କୁ ଶ୍ରଦ୍ଧାଞ୍ଜଳି, ଏକକାଳୀନ ଅଢ଼େଇ ଲକ୍ଷ ଛାତ୍ରୀଛାତ୍ର ଗାଇଲେ ଗଙ୍ଗାଧରଙ୍କ ସଙ୍ଗୀତଜୟନ୍ତୀ ସମାରୋହରେ ସ୍ବଭାବ କବିଙ୍କୁ ଶ୍ରଦ୍ଧାଞ୍ଜଳି, ଏକକାଳୀନ ଅଢ଼େଇ ଲକ୍ଷ ଛାତ୍ରୀଛାତ୍ର ଗାଇଲେ ଗଙ୍ଗାଧରଙ୍କ ସଙ୍ଗୀତ

ଜୟନ୍ତୀ ସମାରୋହରେ ସ୍ବଭାବ କବିଙ୍କୁ ଶ୍ରଦ୍ଧାଞ୍ଜଳି, ଏକକାଳୀନ ଅଢ଼େଇ ଲକ୍ଷ ଛାତ୍ରୀଛାତ୍ର ଗାଇଲେ ଗଙ୍ଗାଧରଙ୍କ ସଙ୍ଗୀତ

ବରଗଡ଼ ଅଫିସ, ୨୧।୮- ବରଗଡ଼ ଜିଲା ଶିକ୍ଷା ବିଭାଗ ପକ୍ଷରୁ ବୁଧବାର ଜିଲାସ୍ତରୀୟ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ସମାରୋହ ପାଳିତ ହୋଇଛି। ଏହି ଅବସରରେ…

6 years ago
ସମସିଆ ଘେରରେ ଭୁତଟିକ୍ରା ଗାଁବାସୀସମସିଆ ଘେରରେ ଭୁତଟିକ୍ରା ଗାଁବାସୀ

ସମସିଆ ଘେରରେ ଭୁତଟିକ୍ରା ଗାଁବାସୀ

ଜାମଟିକ୍ରା, ୨୧।୮ (ଡି.ଏନ୍‌.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଗାଁଗଁଲିର ବିକାଶ ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ଯୋଜନାକେ କାଯ୍‌କାରୀ କରୁଥିବାର…

6 years ago

ଶବ ସତ୍‌କାର ଲାଗି ନାକ୍‌ଟେକଲେ ଜାତିଭାଇ: ସହଯୋଗ୍‌ର ହାତ୍‌ ବଢ଼ାଲେ ସାମାଜିକ କରମୀ

ବିଜେପୁର, ୨୧।୮ (ଡି.ଏନ୍‌.ଏ.): ମୁନୁଷ୍‌ ପୁର୍‌ଥିରୁ ଯାଇ ଚଁଦର୍‌ରେ ପୁହୁଁଚିଲାନ। ହେଲେ ଆଏଜ୍‌ ବି ଆମର ସମାଜରୁ ଅଁଧ୍‌ ବିଶୁଆସ, କୁସଂସ୍କାର ନାଇଁ ଯିବାର। ମୁନୁଷ୍‌ ମରିଗଲା…

6 years ago