Advertisement

ବରଗଡ଼

ଜୟନ୍ତୀ ସମାରୋହରେ ସ୍ବଭାବ କବିଙ୍କୁ ଶ୍ରଦ୍ଧାଞ୍ଜଳି, ଏକକାଳୀନ ଅଢ଼େଇ ଲକ୍ଷ ଛାତ୍ରୀଛାତ୍ର ଗାଇଲେ ଗଙ୍ଗାଧରଙ୍କ ସଙ୍ଗୀତଜୟନ୍ତୀ ସମାରୋହରେ ସ୍ବଭାବ କବିଙ୍କୁ ଶ୍ରଦ୍ଧାଞ୍ଜଳି, ଏକକାଳୀନ ଅଢ଼େଇ ଲକ୍ଷ ଛାତ୍ରୀଛାତ୍ର ଗାଇଲେ ଗଙ୍ଗାଧରଙ୍କ ସଙ୍ଗୀତ

ଜୟନ୍ତୀ ସମାରୋହରେ ସ୍ବଭାବ କବିଙ୍କୁ ଶ୍ରଦ୍ଧାଞ୍ଜଳି, ଏକକାଳୀନ ଅଢ଼େଇ ଲକ୍ଷ ଛାତ୍ରୀଛାତ୍ର ଗାଇଲେ ଗଙ୍ଗାଧରଙ୍କ ସଙ୍ଗୀତ

ବରଗଡ଼ ଅଫିସ, ୨୧।୮- ବରଗଡ଼ ଜିଲା ଶିକ୍ଷା ବିଭାଗ ପକ୍ଷରୁ ବୁଧବାର ଜିଲାସ୍ତରୀୟ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ସମାରୋହ ପାଳିତ ହୋଇଛି। ଏହି ଅବସରରେ…

6 years ago
ସମସିଆ ଘେରରେ ଭୁତଟିକ୍ରା ଗାଁବାସୀସମସିଆ ଘେରରେ ଭୁତଟିକ୍ରା ଗାଁବାସୀ

ସମସିଆ ଘେରରେ ଭୁତଟିକ୍ରା ଗାଁବାସୀ

ଜାମଟିକ୍ରା, ୨୧।୮ (ଡି.ଏନ୍‌.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଗାଁଗଁଲିର ବିକାଶ ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ଯୋଜନାକେ କାଯ୍‌କାରୀ କରୁଥିବାର…

6 years ago

ଶବ ସତ୍‌କାର ଲାଗି ନାକ୍‌ଟେକଲେ ଜାତିଭାଇ: ସହଯୋଗ୍‌ର ହାତ୍‌ ବଢ଼ାଲେ ସାମାଜିକ କରମୀ

ବିଜେପୁର, ୨୧।୮ (ଡି.ଏନ୍‌.ଏ.): ମୁନୁଷ୍‌ ପୁର୍‌ଥିରୁ ଯାଇ ଚଁଦର୍‌ରେ ପୁହୁଁଚିଲାନ। ହେଲେ ଆଏଜ୍‌ ବି ଆମର ସମାଜରୁ ଅଁଧ୍‌ ବିଶୁଆସ, କୁସଂସ୍କାର ନାଇଁ ଯିବାର। ମୁନୁଷ୍‌ ମରିଗଲା…

6 years ago
ସରକାରୀ ପୋରଛାହନ୍‌ ଅଭାବ୍‌: ବୁଡ଼ବାର ଉପରେ ଲୋକ୍‌କଳା ସଂଚାରସରକାରୀ ପୋରଛାହନ୍‌ ଅଭାବ୍‌: ବୁଡ଼ବାର ଉପରେ ଲୋକ୍‌କଳା ସଂଚାର

ସରକାରୀ ପୋରଛାହନ୍‌ ଅଭାବ୍‌: ବୁଡ଼ବାର ଉପରେ ଲୋକ୍‌କଳା ସଂଚାର

  ଜାମଟିକ୍ରା, ୨୦।୮ (ଡି.ଏନ୍‌.ଏ.): ଭାରତୀୟ କଳା, ସଂସ୍କୃତି, ପରବ୍‌ ପରବାନୀ ବିଶ୍ୱରେ ଗୁଟେ ଅଲଗ୍‌ ପରିଚଏ ସୁରୁଷ୍‌ଟି କରିଛେ। ହେଲେ ଆଏଜ୍‌କାଲି ବିଦେଶୀ ସଂସ୍କୃତି ପରଭାବରେ…

6 years ago
ନେଟ୍‌ ଜୋନ୍‌ରେ ଆର୍‌ପିଏଫ୍‌ ପକ୍ଷରୁ ଚଢ଼ାଉ, ନକଲି ରେଳ ଟିକେଟ ଜବତନେଟ୍‌ ଜୋନ୍‌ରେ ଆର୍‌ପିଏଫ୍‌ ପକ୍ଷରୁ ଚଢ଼ାଉ, ନକଲି ରେଳ ଟିକେଟ ଜବତ

ନେଟ୍‌ ଜୋନ୍‌ରେ ଆର୍‌ପିଏଫ୍‌ ପକ୍ଷରୁ ଚଢ଼ାଉ, ନକଲି ରେଳ ଟିକେଟ ଜବତ

ଅତାବିରା,୧୯।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ଗୋଡ଼ଭଗା-ଲହଣ୍ଡା ରାସ୍ତା ପାଶର୍‌ବରେ ଥିବା ଏକ ନେଟ୍‌ ଜୋନ ଉପରେ ସୋମବାର ପୂର୍ବାହ୍ନରେ ବରଗଡ଼ ଆର୍‌ପିଏଫ୍‌ ପକ୍ଷରୁ ଚଢ଼ାଉ କରାଯାଇଛି।…

6 years ago
ବଲାଙ୍ଗୀର ବର୍ଷାବିପନ୍ନଙ୍କ ପାଇଁ ସହାୟତା ସଂଗ୍ରହବଲାଙ୍ଗୀର ବର୍ଷାବିପନ୍ନଙ୍କ ପାଇଁ ସହାୟତା ସଂଗ୍ରହ

ବଲାଙ୍ଗୀର ବର୍ଷାବିପନ୍ନଙ୍କ ପାଇଁ ସହାୟତା ସଂଗ୍ରହ

ବରଗଡ଼ ଅଫିସ, ୧୯।୮: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଉକ୍ତ ଜିଲାର ବର୍ଷାବିପନ୍ନଙ୍କୁ ସହାୟତା କରିବା ପାଇଁ ବରଗଡ଼…

6 years ago
ଟଁକା ଅଭାବ, ନାଁ ଲେଖାରୁ ବଁଚିତ୍‌ ଛାତ୍ରଟଁକା ଅଭାବ, ନାଁ ଲେଖାରୁ ବଁଚିତ୍‌ ଛାତ୍ର

ଟଁକା ଅଭାବ, ନାଁ ଲେଖାରୁ ବଁଚିତ୍‌ ଛାତ୍ର

ଜାମଟିକ୍ରା, ୧୯।୮ (ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ଅଧୀନ ଜାମଟିକ୍ରା ଗାଁର ଝନେ ଗରିବ୍‌ ଛାତ୍ର ଟଁକା ଅଭାବୁ କଲେଜରେ ନାଁ ଲେଖାବାରୁ…

6 years ago
ଲଘୁଚାପ୍‌ ବରଷା ଦୂର କଲା ମର୍‌ଡି ଆଶଁକା:ଜୋର୍‌ଦାର ଚାଲିଛେ ରୁଆ ବିହିଡାଲଘୁଚାପ୍‌ ବରଷା ଦୂର କଲା ମର୍‌ଡି ଆଶଁକା:ଜୋର୍‌ଦାର ଚାଲିଛେ ରୁଆ ବିହିଡା

ଲଘୁଚାପ୍‌ ବରଷା ଦୂର କଲା ମର୍‌ଡି ଆଶଁକା:ଜୋର୍‌ଦାର ଚାଲିଛେ ରୁଆ ବିହିଡା

ବିଜେପୁର, ୧୭।୮ (ଡି.ଏନ୍‌.ଏ.): ଶରାବନ୍‌ ଯାଇ ଭୁଦୋ ଲାଗ୍‌ଲା। ଚଲତି ବଛର ବରଷା ପାଏନ୍‌ ଅଭାବୁ ବହୁତ ଜାଗାରେ ଚାଷ୍‌ବାସ ପଛେଇ ଯାଇଥିଲା। ହେଲେ ଶରାବନ୍‌ ଯାତେ…

6 years ago
ପୁଓର ଚିକିଛା ଲାଗି ବାପ୍‌ ବାରଦୁଆର ଘଟନା:ସାହାଯ୍‌ ଲାଗି କଥା ଦେଲେ ବିଧାୟିକାପୁଓର ଚିକିଛା ଲାଗି ବାପ୍‌ ବାରଦୁଆର ଘଟନା:ସାହାଯ୍‌ ଲାଗି କଥା ଦେଲେ ବିଧାୟିକା

ପୁଓର ଚିକିଛା ଲାଗି ବାପ୍‌ ବାରଦୁଆର ଘଟନା:ସାହାଯ୍‌ ଲାଗି କଥା ଦେଲେ ବିଧାୟିକା

  ଅତାବିରା, ୧୭।୮ (ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଚାବିରିପାଲିର ମୂଲ ବାସିନ୍‌ଦା ରାମ ଜାଲକଁର ପୁଓ ଶଙ୍କର ଜାଲ(୮)। ଜନ୍‌ମୁ ଶଙ୍କରର ମଲଦୁଆର ନଁାଇଁନ।…

6 years ago
ଏକାଧିକ ରେଳ ଦୁର୍ଘଟଣାକୁ ରୋକି ସ୍ବାଧୀନତା ଦିବସରେ ସମ୍ବର୍ଦ୍ଧିତ ହେଲେଏକାଧିକ ରେଳ ଦୁର୍ଘଟଣାକୁ ରୋକି ସ୍ବାଧୀନତା ଦିବସରେ ସମ୍ବର୍ଦ୍ଧିତ ହେଲେ

ଏକାଧିକ ରେଳ ଦୁର୍ଘଟଣାକୁ ରୋକି ସ୍ବାଧୀନତା ଦିବସରେ ସମ୍ବର୍ଦ୍ଧିତ ହେଲେ

ବରଗଡ଼ ଅଫିସ୍‌,୧୫।୮: ହାତରେ ଧରିଥିବା ଲାଲ ଗାମୁଛା ଦେଖାଇ ଟ୍ରେନକୁ ଅଟକାଇ ସମ୍ଭାବ୍ୟ ୩ଟି ଟ୍ରେନ ଦୁର୍ଘଟଣାରୁ ବହୁଲୋକଙ୍କ ଧନଜୀବନ ରକ୍ଷା କରିଥିବା ବରଗଡ଼ ଜିଲା ବରପାଲି…

6 years ago