Advertisement

ବରଗଡ଼

ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ

ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ

ବରଗଡ଼,୭।୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ ଦେଇଛନ୍ତି। ମଥୁରା ନଗରବାସୀଙ୍କୁ ଅଧିକ…

4 months ago
କୃଷ୍ଣଙ୍କ ବାଲ୍ୟଲୀଳା, କଂସ ବିଚଳିତକୃଷ୍ଣଙ୍କ ବାଲ୍ୟଲୀଳା, କଂସ ବିଚଳିତ

କୃଷ୍ଣଙ୍କ ବାଲ୍ୟଲୀଳା, କଂସ ବିଚଳିତ

ମଥୁରାନଗରୀ/ଗୋପପୁର,୬।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଚତୁର୍ଥ ଦିବସ। କୃଷ୍ଣଙ୍କ ବାଲ୍ୟଲୀଳା ଦୃଶ୍ୟାଭିନୟ ଦେଖିବା ପାଇଁ ମଥୁରା ନଗରୀ ଭଳି…

4 months ago
ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ ନିର୍ଦ୍ଦୋଷ ସାବ୍ୟସ୍ତଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ ନିର୍ଦ୍ଦୋଷ ସାବ୍ୟସ୍ତ

ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ ନିର୍ଦ୍ଦୋଷ ସାବ୍ୟସ୍ତ

ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିରେ ଗତ ୨୦୧୮ ମସିହାରେ ସଂଘଟିତ ଏକ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ବର୍ତ୍ତମାନର ଭଟଲି…

4 months ago
ଯୁବକଙ୍କୁ ଚାପିଦେଲା ଧାନ ବୋଝେଇ ଟ୍ରକ୍‌, ମୃତଦେହ ରଖି ଆନ୍ଦୋଳନ କଲେ ଗ୍ରାମବାସୀଯୁବକଙ୍କୁ ଚାପିଦେଲା ଧାନ ବୋଝେଇ ଟ୍ରକ୍‌, ମୃତଦେହ ରଖି ଆନ୍ଦୋଳନ କଲେ ଗ୍ରାମବାସୀ

ଯୁବକଙ୍କୁ ଚାପିଦେଲା ଧାନ ବୋଝେଇ ଟ୍ରକ୍‌, ମୃତଦେହ ରଖି ଆନ୍ଦୋଳନ କଲେ ଗ୍ରାମବାସୀ

ପାଇକମାଳ,୬ା୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳରୁ ୮କିଲୋମିଟର ଦୂର ଚୂହାପାଲିଠାରେ ସୋମବାର ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା। ଗୋଟିଏ ଧାନବସ୍ତା ଲୋଡିଂ ଟ୍ରକ୍‌ ବ୍ରିଜ୍‌ ଅତିକ୍ରମ କରି…

4 months ago
ବରଗଡ଼ରେ ହେବ ବାଲ୍‌ ଧନୁଯାତ୍ରାବରଗଡ଼ରେ ହେବ ବାଲ୍‌ ଧନୁଯାତ୍ରା

ବରଗଡ଼ରେ ହେବ ବାଲ୍‌ ଧନୁଯାତ୍ରା

ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ତେବେ ଏହି ମହୋତ୍ସବ…

4 months ago
କୃଷି ଓଡ଼ିଶା ଉତ୍ସବରେ ବରଗଡ ଜିଲା ପ୍ରଥମ, ସମ୍ମାନିତ କଲେ ଉପ ମୁଖ୍ୟମନ୍ତ୍ରୀକୃଷି ଓଡ଼ିଶା ଉତ୍ସବରେ ବରଗଡ ଜିଲା ପ୍ରଥମ, ସମ୍ମାନିତ କଲେ ଉପ ମୁଖ୍ୟମନ୍ତ୍ରୀ

କୃଷି ଓଡ଼ିଶା ଉତ୍ସବରେ ବରଗଡ ଜିଲା ପ୍ରଥମ, ସମ୍ମାନିତ କଲେ ଉପ ମୁଖ୍ୟମନ୍ତ୍ରୀ

ବରଗଡ଼, ୫ା୧(ପ୍ରେମାନନ୍ଦ ଖମାରୀ): କୃଷି ଓଡ଼ିଶା-୨୦୨୫ ଉତ୍ସବ ରବିବାର ଉଦଯାପିତ ହୋଇଛି। ଭୁବନେଶ୍ବରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲା ପ୍ରଥମ ସ୍ଥାନ ଅଧିକାର କରିଛି। ସର୍ବୋକୃଷ୍ଟ…

4 months ago
ସକାଳ ୮ଟାରୁ ମଧ୍ୟାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ ଛାତ୍ରୀଛାତ୍ରଙ୍କ ପାଠପଢାସକାଳ ୮ଟାରୁ ମଧ୍ୟାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ ଛାତ୍ରୀଛାତ୍ରଙ୍କ ପାଠପଢା

ସକାଳ ୮ଟାରୁ ମଧ୍ୟାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ ଛାତ୍ରୀଛାତ୍ରଙ୍କ ପାଠପଢା

ମଥୁରାନଗରୀ,୫।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଏଥର ଦର୍ଶକଙ୍କ ଭିଡ ବଢିବାରେ ଲାଗିଛି। ମହୋତ୍ସବ ସରିବା ପାଇଁ ଆଗକୁ ଆହୁରି ୮ଦିନ ବାକି…

4 months ago
‘ପାଠ୍ୟ ପୁସ୍ତକରେ ବରଗଡ଼ ଧନୁଯାତ୍ରା ସ୍ଥାନିତ ହେଉ’; କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଆଦେଶ ଦେଲେ କଂସ ମହାରାଜ…‘ପାଠ୍ୟ ପୁସ୍ତକରେ ବରଗଡ଼ ଧନୁଯାତ୍ରା ସ୍ଥାନିତ ହେଉ’; କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଆଦେଶ ଦେଲେ କଂସ ମହାରାଜ…

‘ପାଠ୍ୟ ପୁସ୍ତକରେ ବରଗଡ଼ ଧନୁଯାତ୍ରା ସ୍ଥାନିତ ହେଉ’; କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଆଦେଶ ଦେଲେ କଂସ ମହାରାଜ…

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ)-ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଶନିବାର ରାଜ ଦରବାରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଶିକ୍ଷା, ସଂସ୍କୃତି, କ୍ରୀଡ଼ା…

4 months ago
ବରଗଡ଼ ଧନୁଯାତ୍ରା: ଉଦ୍‌ଘାଟିତ ହେଲା ରଙ୍ଗମହଲବରଗଡ଼ ଧନୁଯାତ୍ରା: ଉଦ୍‌ଘାଟିତ ହେଲା ରଙ୍ଗମହଲ

ବରଗଡ଼ ଧନୁଯାତ୍ରା: ଉଦ୍‌ଘାଟିତ ହେଲା ରଙ୍ଗମହଲ

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶନିବାର ଦ୍ୱିତୀୟ ଦିବସରେ ମଥୁରାନଗରୀସ୍ଥିତ ନିଶାମଣି ସ୍କୁଲ ସମ୍ମୁଖ ଲୋକମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦ୍‌ଘାଟିତ ହୋଇଯାଇଛି।…

4 months ago
ପ୍ରତିଶ୍ରୁତି ମିଳିଲା, ଧାରଣା ଉଠିଲାପ୍ରତିଶ୍ରୁତି ମିଳିଲା, ଧାରଣା ଉଠିଲା

ପ୍ରତିଶ୍ରୁତି ମିଳିଲା, ଧାରଣା ଉଠିଲା

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଧାନ ଉଠାଣକୁ ଦେଢ଼ମାସ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଧାନବିକ୍ରିରେ ଜିଲାର ଚାଷୀମାନେ ନାନା ସମସ୍ୟାରେ ଛନ୍ଦି…

4 months ago