Advertisement

ବରଗଡ଼

ପୋଲିସ ହେପାଜତରୁ ଅଭିଯୁକ୍ତ ଫେରାର୍‌! ଚାପିବାକୁ ଚାଲିଛି ଉଦ୍ୟମପୋଲିସ ହେପାଜତରୁ ଅଭିଯୁକ୍ତ ଫେରାର୍‌! ଚାପିବାକୁ ଚାଲିଛି ଉଦ୍ୟମ

ପୋଲିସ ହେପାଜତରୁ ଅଭିଯୁକ୍ତ ଫେରାର୍‌! ଚାପିବାକୁ ଚାଲିଛି ଉଦ୍ୟମ

ବରଗଡ,୨୪।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ସୋହେଲା ଥାନା ଅଞ୍ଚଳରେ ସଂଘଟିତ ଏକ ଲୁଟ ମାମଲାର ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଥାଇ ଫେରାର୍‌ ହୋଇଯିବା…

6 months ago
ବିଦ୍ୟୁତ୍‌ ବିଭାଗ ଏସ୍‌ଡ଼ିଓଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀବିଦ୍ୟୁତ୍‌ ବିଭାଗ ଏସ୍‌ଡ଼ିଓଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ବିଦ୍ୟୁତ୍‌ ବିଭାଗ ଏସ୍‌ଡ଼ିଓଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ବରଗଡ଼,୨୪।୧୦(ପ୍ରେମାନନ୍ଦ ଖମାରୀ): ଉଠାଜଳସେଚନ ପ୍ରକଳ୍ପ ଏବଂ ଉପଭୋକ୍ତାଙ୍କ ଘରକୁ ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ପ୍ରତିବାଦରେ ବରଗଡ଼ ଜିଲା ଭେଡ଼େନରେ ଗୁରୁବାର ଆନ୍ଦୋଳନ ତେଜି ଉଠିଥିଲା। ଭେଡ଼େନ ବ୍ଲକ…

6 months ago
ଧନୁଯାତ୍ରାର କଂସ ସରକାରୀ ଚାକିରିରୁ ନିଲମ୍ବିତ, ମହାପ୍ରୟାଣ ଗାଡି ବାବଦକୁ ମାଗୁଥିଲେ ଲାଞ୍ଚ…ଧନୁଯାତ୍ରାର କଂସ ସରକାରୀ ଚାକିରିରୁ ନିଲମ୍ବିତ, ମହାପ୍ରୟାଣ ଗାଡି ବାବଦକୁ ମାଗୁଥିଲେ ଲାଞ୍ଚ…

ଧନୁଯାତ୍ରାର କଂସ ସରକାରୀ ଚାକିରିରୁ ନିଲମ୍ବିତ, ମହାପ୍ରୟାଣ ଗାଡି ବାବଦକୁ ମାଗୁଥିଲେ ଲାଞ୍ଚ…

ବରଗଡ,୨୨।୧୦(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରାର କଂସଙ୍କ ବଢିଲା ଅଡୁଆ। ବରଗଡ ଧନୁଯାତ୍ରାର କଂସ ସାଜୁଥିବା ହୃଷିକେଷ ଭୋଇଙ୍କୁ ନିଲମ୍ବିତ କରାଯାଇଛି। ମହାପ୍ରୟାଣ ଗାଡିରେ ଶବ ପରିବହନ ବାବଦକୁ ମୃତକଙ୍କ…

6 months ago
ସମ୍ବଲପୁରୀ ଭାଷାରେ ହେଉ ଧନୁଯାତ୍ରାସମ୍ବଲପୁରୀ ଭାଷାରେ ହେଉ ଧନୁଯାତ୍ରା

ସମ୍ବଲପୁରୀ ଭାଷାରେ ହେଉ ଧନୁଯାତ୍ରା

ବରଗଡ଼,୨୨।୧୦(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁୟାରୀ ୩ରୁ ଆରମ୍ଭ ହେବ। ତେବେ ଆଗାମୀ ଧନୁଯାତ୍ରା ମହୋତ୍ସବକୁ ସମ୍ବଲପୁରୀ ଭାଷାରେ କରିବାକୁ…

6 months ago
ବରଗଡ଼ରେ ବ୍ୟାପୁଛି ଝାଡ଼ାବାନ୍ତି, ୫୧ ଅସୁସ୍ଥବରଗଡ଼ରେ ବ୍ୟାପୁଛି ଝାଡ଼ାବାନ୍ତି, ୫୧ ଅସୁସ୍ଥ

ବରଗଡ଼ରେ ବ୍ୟାପୁଛି ଝାଡ଼ାବାନ୍ତି, ୫୧ ଅସୁସ୍ଥ

ବରଗଡ଼,୨୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ନିଲେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଧଉଁରାଖନ୍ଦା ଗ୍ରାମରେ ଝାଡ଼ାବାନ୍ତି ବ୍ୟାପୁଛି। ଏଥିରେ ଗ୍ରାମର ୫୧ ଜଣ ଅସୁସ୍ଥ ହୋଇଛନ୍ତି। ଝାଡ଼ାବାନ୍ତିକୁ ନେଇ…

6 months ago
ସି.କେ ନାଇଡ଼ୁ ଟ୍ରଫି: ହର୍ଷଳଙ୍କ ଜବରଦସ୍ତ ବ୍ୟାଟିଂ: ମହାରାଷ୍ଟ୍ର ୩୯୩ ରନରେ ଅଲ୍‌ଆଉଟ୍‌ସି.କେ ନାଇଡ଼ୁ ଟ୍ରଫି: ହର୍ଷଳଙ୍କ ଜବରଦସ୍ତ ବ୍ୟାଟିଂ: ମହାରାଷ୍ଟ୍ର ୩୯୩ ରନରେ ଅଲ୍‌ଆଉଟ୍‌

ସି.କେ ନାଇଡ଼ୁ ଟ୍ରଫି: ହର୍ଷଳଙ୍କ ଜବରଦସ୍ତ ବ୍ୟାଟିଂ: ମହାରାଷ୍ଟ୍ର ୩୯୩ ରନରେ ଅଲ୍‌ଆଉଟ୍‌

ବରଗଡ଼,୨୧।୧୦(ପ୍ରେମାନନ୍ଦ ଖମାରୀ): ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ ଏବଂ ବରଗଡ଼ ଜିଲା କ୍ରିକେଟ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡ୍‌ରେ ସି.କେ ନାଇଡ଼ୁ ଏଲିଟ୍‌ ଗ୍ରୁପ(କ)…

6 months ago
ଆଗକୁ ଅଭୟଙ୍କ ଆଇପିଏସ୍‌ ଲକ୍ଷ୍ୟଆଗକୁ ଅଭୟଙ୍କ ଆଇପିଏସ୍‌ ଲକ୍ଷ୍ୟ

ଆଗକୁ ଅଭୟଙ୍କ ଆଇପିଏସ୍‌ ଲକ୍ଷ୍ୟ

ଅତାବିରା,୨୦।୧୦(ହୃଷୀକେଶ ଖମାରୀ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସ୍‌ (ଓସିଏଏସ୍‌) ପରୀକ୍ଷାରେ ବରଗଡ଼ ଜିଲା ଅତାବିରା ବ୍ଲକ କାଦୋବାହାଲ ପଞ୍ଚାୟତ ଅନ୍ତର୍ଗତ ଅଭୟ…

6 months ago
ଶାଶୂଘରେ ରହି ପାଇଲି ଓଏଏସ୍‌ଶାଶୂଘରେ ରହି ପାଇଲି ଓଏଏସ୍‌

ଶାଶୂଘରେ ରହି ପାଇଲି ଓଏଏସ୍‌

ପାଇକମାଳ,୨୦।୧୦(ବଡ ଶତପଥୀ): ବରଗଡ଼ ଜିଲା ପାଇକମାଳର ବୋହୁ ତଥା ନୟନ ମେହେରଙ୍କ ସ୍ତ୍ରୀ ଡଲି ମେହେର ଓପିଏସ୍‌ସି ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଛନ୍ତି। ଶନିବାର ପ୍ରକାଶ ପାଇଥିବା…

6 months ago
ଅଭାବରୁ ଅନ୍ୟ ହାତରେ ଟେକିଦେଲେ ଶିଶୁପୁତ୍ର, ଆଉ ତା’ ପରେ…ଅଭାବରୁ ଅନ୍ୟ ହାତରେ ଟେକିଦେଲେ ଶିଶୁପୁତ୍ର, ଆଉ ତା’ ପରେ…

ଅଭାବରୁ ଅନ୍ୟ ହାତରେ ଟେକିଦେଲେ ଶିଶୁପୁତ୍ର, ଆଉ ତା’ ପରେ…

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଭାବ ଅନଟନରୁ ନିଜର ୧୭ ଦିନର ଏକ ଶିଶୁପୁତ୍ରକୁ ଅନ୍ୟ…

6 months ago
ଧନୁଯାତ୍ରା ମହୋତ୍ସବକୁ ମିଳିନି ସରକାରୀ ଅନୁଦାନ, ବୈଠକରେ ଗତବର୍ଷ ଆୟ ବ୍ୟୟର ସୂଚନାଧନୁଯାତ୍ରା ମହୋତ୍ସବକୁ ମିଳିନି ସରକାରୀ ଅନୁଦାନ, ବୈଠକରେ ଗତବର୍ଷ ଆୟ ବ୍ୟୟର ସୂଚନା

ଧନୁଯାତ୍ରା ମହୋତ୍ସବକୁ ମିଳିନି ସରକାରୀ ଅନୁଦାନ, ବୈଠକରେ ଗତବର୍ଷ ଆୟ ବ୍ୟୟର ସୂଚନା

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଏହି ମହୋତ୍ସବକୁ ଆଉ ପ୍ରାୟ ଅଢ଼େଇ ମାସ…

6 months ago