ବରଗଡ଼

ବୈଶାଖ ମେଳାକୁ କେନ୍ଦ୍ରୀୟ ଅନୁଦାନ ମିଳୁ: ଦାବି କଲେ ଏମ୍‌ପି ପ୍ରଦୀପ ପୁରୋହିତ

ବରଗଡ଼,୩।୪(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ମନ୍ଦିରରେ ହେଉଥିବା ବୈଶାଖ ମେଳା ପାଇଁ କେନ୍ଦ୍ରୀୟ ଅନୁଦାନ ଦାବି କଲେ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ।…

9 months ago

ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳନ କଲେ ବରଗଡ଼ର ସରକାରୀ କର୍ମଚାରୀ, ସମ୍ମାନିତ ହେଲେ ଜିଲାର ୧୫ ବୁଣାକାର

ବରଗଡ,୩।୪(ପ୍ରେମାନନ୍ଦ ଖମାରୀ) - ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ବାନକ୍ରମେ ଏପ୍ରିଲ ୧ ଓଡ଼ିଶା ଦିବସରୁ ଏପ୍ରିଲ ୧୪, ଓଡ଼ିଆ ନବବର୍ଷ ଯାଏ ପ୍ରଥମଥର କରି ପାଳନ…

9 months ago

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପରେ ତାଲା: ତେଜିଲା ଚାଷୀ ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ବରଗଡ଼, ୨।୪(ପ୍ରେମାନନ୍ଦ ଖମାରୀ) - ଅଣଜଳସେଚିତ ଅଞ୍ଚଳର ଚାଷଜମିକୁ ପାଣି ମଡାଇବା ପାଇଁ ପାର୍ବତୀ ଗିରି ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିଲା। ମାତ୍ର ଜିଲାର ଅମ୍ବାଭାନା…

9 months ago

ଉଜ୍ୱଳ ଭବିଷ୍ୟତର କାମନା କରି ପିଲାଙ୍କୁ ଖଡ଼ି ଛୁଆଁଇଲେ ବରଗଡ଼ ଜିଲାପାଳ

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଆ ପକ୍ଷ ପାଳନର ଦ୍ୱିତୀୟ ଦିନ ବୁଧବାରରେ ରାଜ୍ୟର ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ଶିକ୍ଷାବର୍ଷରୁ ଲାଗୁ କରାଯାଇଥିବା ନୂତନ…

9 months ago

ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷଙ୍କ ପରଲୋକ

ପଦ୍ମପୁର,୨ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପାର ବରିଷ୍ଠ ନେତା ସତ୍ୟବାନ ଅଗ୍ରଓ୍ବାଲଙ୍କ ୭୦ବର୍ଷ ବୟସରେ ପଦ୍ମପୁରସ୍ଥିତ ବାସଭବନରେ ମଙ୍ଗଳବାର ରାତିରେ…

9 months ago

ନାରୀ ନିର୍ଯାତନା ବନ୍ଦ ହେଉ: ଗାନ୍ଧୀ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ଓଡ଼ିଶା ପ୍ରଦେଶ ଗଠନ ଓ ବରଗଡ଼ ଜିଲା ଗଠନ ଦିବସ ଅବସରରେ ଜିଲା କଂଗ୍ରେସ କମିଟି…

9 months ago

ଜିଲାସ୍ତରୀୟ ଓଡିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସ: ମାତୃଭାଷାର ସୁରକ୍ଷା ଓ ରାଜ୍ୟର ବିକାଶରେ ସାମିଲ ହେବାକୁ ଆହ୍ବାନ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):  ବରଗଡ଼ ଜିଲା ପ୍ରଶାସନ ତଥା ସୂଚନା ଓ ଲୋକ ସଂପର୍କ ବିଭାଗ ଆନୁକୂଲ୍ୟରେ ମଙ୍ଗଳବାର ଜିଲାସ୍ତରୀୟ ଓଡ଼ିଶା ଦିବସ ଏବଂ ବରଗଡ଼ ଜିଲାପ୍ରତିଷ୍ଠା ଦିବସ…

9 months ago

ଉତ୍କଳକୁ ବିରୋଧ:କୋଶଲ ସଂଗ୍ରାମୀଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼, ୧।୪(ପ୍ରେମାନନ୍ଦ ଖମାରୀ): ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ଧୂମଧାମରେ ପାଳନ କରାଯାଉଛି। ତେବେ ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିରେ କୋଶଲ ସଂଗଠନ ସମୂହ…

9 months ago

ଅନ୍ତ୍ୟୋଦୟ ଗୃହ ଯୋଜନା ଗରିବଙ୍କ ଭରସା: ହିତାଧିକାରୀ ପିଛା ମିଳିବ ୧.୨୦ଲକ୍ଷ ଟଙ୍କା

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗୋରୁ ମାର୍କେଟ୍‌ ପରିସରରେ ରବିବାର ଜିଲାସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ…

9 months ago

ହଳଧର ସାହିତ୍ୟ ଅସ୍ମିତାର ଆବାହକ: ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଲୋକକବିଙ୍କୁ ଶୁଭେଚ୍ଛା

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି…

9 months ago