Advertisement

ବରଗଡ଼

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ ଜଣେ…

12 months ago
ଅତାବିରାରେ ଶକ୍ତି ବଢ଼ାଉଛି ଭାଜପାଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ…

12 months ago
ଚାଷୀ ଭୋଟ ଉପରେ ସଭିଙ୍କ ନଜରଚାଷୀ ଭୋଟ ଉପରେ ସଭିଙ୍କ ନଜର

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ ପଶ୍ଚିମ…

12 months ago
ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ ରଜାପଡ଼ାରେ…

12 months ago
ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚାଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର ବିଶ୍ୱାଳ,…

1 year ago
ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର ଭୁଏଙ୍କୁ…

1 year ago
ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ ଜାରି…

1 year ago
ଅତାବିରାରେ ଶକ୍ତି ବଢାଉଛି ଭାଜପା, ମିଶ୍ରଣ ପର୍ବରେ ସାମିଲ ହେଲେ ଯୁବ, ମହିଳା କର୍ମୀଅତାବିରାରେ ଶକ୍ତି ବଢାଉଛି ଭାଜପା, ମିଶ୍ରଣ ପର୍ବରେ ସାମିଲ ହେଲେ ଯୁବ, ମହିଳା କର୍ମୀ

ଅତାବିରାରେ ଶକ୍ତି ବଢାଉଛି ଭାଜପା, ମିଶ୍ରଣ ପର୍ବରେ ସାମିଲ ହେଲେ ଯୁବ, ମହିଳା କର୍ମୀ

ଭେଡେନ,୨୨।୪(ସୁଦନ ମହାକୁର):  ବରଗଡ଼ ଜିଲା ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭେଡେନ ବ୍ଲକର ଡାଙ୍ଗପାଲିଠାରେ ସୋମବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ପପଙ୍ଗା ମଣ୍ଡଳ…

1 year ago
ବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁରବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁର

ବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁର

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ସୋମବାର ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ବିଜେଡି ଛାଡ଼ି…

1 year ago
ଶକ୍ତି ବଢାଉଛି ବିଜେଡି: ମିଶ୍ରଣ ପର୍ବରେ ସାମିଲ ହେଲେ ଅନେକ ଯୁବ, ମହିଳାକର୍ମୀଶକ୍ତି ବଢାଉଛି ବିଜେଡି: ମିଶ୍ରଣ ପର୍ବରେ ସାମିଲ ହେଲେ ଅନେକ ଯୁବ, ମହିଳାକର୍ମୀ

ଶକ୍ତି ବଢାଉଛି ବିଜେଡି: ମିଶ୍ରଣ ପର୍ବରେ ସାମିଲ ହେଲେ ଅନେକ ଯୁବ, ମହିଳାକର୍ମୀ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅନ୍ତର୍ଗତ ସ୍ଥାନୀୟ ଅନ୍ନପୂର୍ଣ୍ଣା ପ୍ୟାଲେସଠାରେ ରବିବାର ସନ୍ଧ୍ୟାରେ ବିଜେଡିର ଏକ ମହାମିଶ୍ରଣ ପର୍ବ ଅନୁଷ୍ଟିତ ହୋଇଯାଇଛି। ବରଗଡ଼ ଟାଉନ ବିଜେଡି ସଭାପତି…

1 year ago