Advertisement

ବରଗଡ଼

ବଢୁଛି ନାରୀ ନିର୍ଯାତନା: ଜିଲାପାଳଙ୍କ ଅଫିସ ଆଗରେ କଂଗ୍ରେସର ପ୍ରତିବାଦବଢୁଛି ନାରୀ ନିର୍ଯାତନା: ଜିଲାପାଳଙ୍କ ଅଫିସ ଆଗରେ କଂଗ୍ରେସର ପ୍ରତିବାଦ

ବଢୁଛି ନାରୀ ନିର୍ଯାତନା: ଜିଲାପାଳଙ୍କ ଅଫିସ ଆଗରେ କଂଗ୍ରେସର ପ୍ରତିବାଦ

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ଅଛନ୍ତି। ନାରୀ ନିର୍ଯାତନା ନିତିଦିନିଆ ଘଟଣାରେ ପରିଣତ ହୋଇଛି। ବେଟି ବଞ୍ଚାଅ, ବେଟି ପଡ଼ାଅ ସ୍ଲୋଗାନ ଦେଉଥିବା ଡବଲ ଇଞ୍ଜିନ…

3 weeks ago
ଜୟନାରାୟଣଙ୍କ ବୟାନ ପରେ ବଢୁଛି କୋଶଲ ତାତି: ବନ୍ଦେ ଉତ୍କଳ ଜନନୀକୁ ବିରୋଧଜୟନାରାୟଣଙ୍କ ବୟାନ ପରେ ବଢୁଛି କୋଶଲ ତାତି: ବନ୍ଦେ ଉତ୍କଳ ଜନନୀକୁ ବିରୋଧ

ଜୟନାରାୟଣଙ୍କ ବୟାନ ପରେ ବଢୁଛି କୋଶଲ ତାତି: ବନ୍ଦେ ଉତ୍କଳ ଜନନୀକୁ ବିରୋଧ

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ): କୋଶଲ ପ୍ରସଙ୍ଗରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଶନିବାର ବୟାନ ଦେବା ପରେ କୋଶଲ ଆନ୍ଦୋଳନ ତେଜି ଉଠିଛି। ସୋମବାରସନ୍ଧ୍ୟାରେ କୋଶଲ ସେନାର ସଂଗ୍ରାମୀମାନେ…

3 weeks ago
ଜାତୀୟ ମାଷ୍ଟର ଗେମ୍ସରେ ବିରଳ ରେକର୍ଡ ସୃଷ୍ଟି କଲେ ସନ୍ତୋଷଜାତୀୟ ମାଷ୍ଟର ଗେମ୍ସରେ ବିରଳ ରେକର୍ଡ ସୃଷ୍ଟି କଲେ ସନ୍ତୋଷ

ଜାତୀୟ ମାଷ୍ଟର ଗେମ୍ସରେ ବିରଳ ରେକର୍ଡ ସୃଷ୍ଟି କଲେ ସନ୍ତୋଷ

ବରଗଡ଼, ୧୦।୩(ପ୍ରେମାନନ୍ଦ ଖମାରୀ) : ସପ୍ତମ ଜାତୀୟ ମାଷ୍ଟର ଗେମ୍ସ ପ୍ରତିଯୋଗିତାରେ ବରଗଡ଼ର ସନ୍ତୋଷ କୁମାର ପ୍ରଧାନ ପୁଣିଥରେ ମାଷ୍ଟର କ୍ରୀଡ଼ାରେ ରେକର୍ଡ ସୃଷ୍ଟି କରିଛନ୍ତ। ରାଉରକେଲା…

3 weeks ago
ଜାତୀୟ ମାଷ୍ଟର ଗେମ୍ସ: ବରଗଡ଼ର ୨ ଭଉଣୀଙ୍କୁ ସ୍ବର୍ଣ୍ଣପଦକ, ଚାରିଆଡୁ ଛୁଟୁଛି ଶୁଭେଚ୍ଛାଜାତୀୟ ମାଷ୍ଟର ଗେମ୍ସ: ବରଗଡ଼ର ୨ ଭଉଣୀଙ୍କୁ ସ୍ବର୍ଣ୍ଣପଦକ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଜାତୀୟ ମାଷ୍ଟର ଗେମ୍ସ: ବରଗଡ଼ର ୨ ଭଉଣୀଙ୍କୁ ସ୍ବର୍ଣ୍ଣପଦକ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ) : ସପ୍ତମ ଜାତୀୟ ମାଷ୍ଟର ଗେମ୍ସରେ ବରଗଡ଼ ସହରର ୨ଭଉଣୀ ଅନୁପମା ଘିବିଲା ଏବଂ ଅରୁଣା ଘିବିଲା ସଫଳତା ହାସଲ କରି ଅନ୍ୟମାନଙ୍କ ପାଇଁ…

3 weeks ago
ରେଳରୋକୋ ପାଇଁ ଷ୍ଟେଶନ ଆସିପାରିଲେନି ଚାଷୀ, ଶେଷରେ ରାସ୍ତାରେ ବସିଲେରେଳରୋକୋ ପାଇଁ ଷ୍ଟେଶନ ଆସିପାରିଲେନି ଚାଷୀ, ଶେଷରେ ରାସ୍ତାରେ ବସିଲେ

ରେଳରୋକୋ ପାଇଁ ଷ୍ଟେଶନ ଆସିପାରିଲେନି ଚାଷୀ, ଶେଷରେ ରାସ୍ତାରେ ବସିଲେ

ବରଗଡ଼,୧୦ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ଏଠାରେ ଅନେକ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ କିମ୍ବା ଇନପୁଟ୍‌ ସହାୟତା ମିଳୁ ନ…

3 weeks ago
ଚାଷୀଙ୍କ ରେଳରୋକୋ ଆନ୍ଦୋଳନକୁ ଭଣ୍ଡୁର ଉଦ୍ୟମ: ଚାରିଆଡ଼େ ଘେରିଛନ୍ତି ପୋଲିସ-ଆରପିଏଫଚାଷୀଙ୍କ ରେଳରୋକୋ ଆନ୍ଦୋଳନକୁ ଭଣ୍ଡୁର ଉଦ୍ୟମ: ଚାରିଆଡ଼େ ଘେରିଛନ୍ତି ପୋଲିସ-ଆରପିଏଫ

ଚାଷୀଙ୍କ ରେଳରୋକୋ ଆନ୍ଦୋଳନକୁ ଭଣ୍ଡୁର ଉଦ୍ୟମ: ଚାରିଆଡ଼େ ଘେରିଛନ୍ତି ପୋଲିସ-ଆରପିଏଫ

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇ ପଡ଼ିଛି। ଏଠାରେ ଅନେକ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ କିମ୍ବା ଇନପୁଟ ସହାୟତା ମିଳୁ…

3 weeks ago
ଚାଷୀଙ୍କୁ ମିଳିନି ବୀମା କ୍ଷତିପୂରଣ: ଆଜି ରେଳରୋକୋଚାଷୀଙ୍କୁ ମିଳିନି ବୀମା କ୍ଷତିପୂରଣ: ଆଜି ରେଳରୋକୋ

ଚାଷୀଙ୍କୁ ମିଳିନି ବୀମା କ୍ଷତିପୂରଣ: ଆଜି ରେଳରୋକୋ

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇ ପଡ଼ିଛି। ଏଠାରେ ଅନେକ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ କିମ୍ବା ଇନପୁଟ ସହାୟତା ମିଳୁ…

3 weeks ago
ଜୟନାରାୟଣଙ୍କ ବୟାନ ପରେ ତେଜିଲା ଆନ୍ଦୋଳନ: ଉତ୍କଳ ବ୍ୟାନର ଜାଳିଲେ କୋଶଲ ସଂଗ୍ରାମୀଜୟନାରାୟଣଙ୍କ ବୟାନ ପରେ ତେଜିଲା ଆନ୍ଦୋଳନ: ଉତ୍କଳ ବ୍ୟାନର ଜାଳିଲେ କୋଶଲ ସଂଗ୍ରାମୀ

ଜୟନାରାୟଣଙ୍କ ବୟାନ ପରେ ତେଜିଲା ଆନ୍ଦୋଳନ: ଉତ୍କଳ ବ୍ୟାନର ଜାଳିଲେ କୋଶଲ ସଂଗ୍ରାମୀ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ): କୋଶଲ ପ୍ରସଙ୍ଗରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଶନିବାର ବୟାନ ଦେବା ପରେ କୋଶଲ ଆନ୍ଦୋଳନ ପୁଣି ତେଜି ଉଠିଛି। ରବିବାର ସନ୍ଧ୍ୟାରେ କୋଶଲ…

3 weeks ago
ଜାତୀୟ ସନ୍ତରଣ ପ୍ରତିଯୋଗୀତାରେ ବରଗଡ଼ର ୨ ଦିବ୍ୟାଙ୍ଗଙ୍କୁ ସ୍ଵର୍ଣ୍ଣ ପଦକଜାତୀୟ ସନ୍ତରଣ ପ୍ରତିଯୋଗୀତାରେ ବରଗଡ଼ର ୨ ଦିବ୍ୟାଙ୍ଗଙ୍କୁ ସ୍ଵର୍ଣ୍ଣ ପଦକ

ଜାତୀୟ ସନ୍ତରଣ ପ୍ରତିଯୋଗୀତାରେ ବରଗଡ଼ର ୨ ଦିବ୍ୟାଙ୍ଗଙ୍କୁ ସ୍ଵର୍ଣ୍ଣ ପଦକ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ) : ସପ୍ତମ ଜାତୀୟ ମାଷ୍ଟର ସନ୍ତରଣ ପ୍ରତିଯୋଗିତାରେ ବରଗଡ଼ର ୨ଦିବ୍ୟାଙ୍ଗ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି । ସେମାନେ ହେଲେ, ବରଗଡ଼ ବ୍ଲକ ଅଡଗାଁ…

3 weeks ago
‘କଳାକୁ ଉଦ୍‌ଜୀବିତ ରଖିବା ପାଇଁ ଆକାଶବାଣୀର ଉଦ୍ୟମ ଅତୁଳନୀୟ’‘କଳାକୁ ଉଦ୍‌ଜୀବିତ ରଖିବା ପାଇଁ ଆକାଶବାଣୀର ଉଦ୍ୟମ ଅତୁଳନୀୟ’

‘କଳାକୁ ଉଦ୍‌ଜୀବିତ ରଖିବା ପାଇଁ ଆକାଶବାଣୀର ଉଦ୍ୟମ ଅତୁଳନୀୟ’

ବରଗଡ଼,୯ା୩(ପ୍ରେମାନନ୍ଦ ଖମାରୀ): ଆକାଶବାଣୀର ବିକଳ୍ପ ନାହିଁ, କଳା ଓ କଳାକାରଙ୍କୁ ବଞ୍ଚାଇବା ସହ ସେମାନଙ୍କ କଳାକୁ ଉଦ୍‌ଜୀବିତ ରଖିବା ପାଇଁ ଆକାଶବାଣୀର ଉଦ୍ୟମ ଅତୁଳନୀୟ ବୋଲି ରବିବାର…

3 weeks ago