ବରଗଡ଼

ପରଲୋକରେ ଅତାବିରା ବ୍ଲକ ବିଜେଡି ସଭାପତି

ବରଗଡ଼ ଅଫିସ,୭ା୧୦: ବରଗଡ଼ ଜିଲା ଅତାବିରା ବ୍ଲକ ବିଜେଡି ସଭାପତି ଲମ୍ବୋଦର ମଲ୍ଲିକଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କ ଆକସ୍ମିକ ବିୟୋଗରେ ଅତାବିରା ନିିର୍ବାଚନ ମଣ୍ଡଳୀ ସମେତ ସମଗ୍ର ବରଗଡ଼ ଜିଲା ସ୍ତବ୍ଧ ହୋଇପଡ଼ଛି। ଉଚ୍ଚଶିକ୍ଷା...

ଧରିତ୍ରୀ ଖବର ଦେଖି ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ କଲେ ସାମାଜିକ କର୍ମୀ

ବରଗଡ ଅଫିସ,୬।୧୦- ବରଗଡ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ରାଇଶୋଭା ଗ୍ରାମର ମଙ୍ଗଳୁ ଭରାସାଗରଙ୍କ ସାଢେ ୪ମାସର ଶିଶୁପୁତ୍ର ସରୋଜଙ୍କ ଅଣ୍ଟାରେ ଜନ୍ମରୁ ଏକ ମାଂସ ପିଣ୍ଡୁଳା ବଢି ଚାଲିଛି। ମାଂସ ପିଣ୍ଡୁଳାଟି ଯେଭଳି ବଢୁଛି, ଶିଶୁପୁତ୍ରର ଯନ୍ତ୍ରଣା ମଧ୍ୟ...

ବରଗଡ଼ରୁ ୬୮ ନୂଆ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୬୯୮୫ରେ ପହଞ୍ଚିଲା

ବରଗଡ଼ ଅଫିସ,୬।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୬୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୧୮ ଜଣ ରହିଛନ୍ତି । ସେହିପରି ଭେଡେନ...

ଘରୋଇକରଣର ପ୍ରତିବାଦ: କଳାବ୍ୟାଜ ପିନ୍ଧିଲେ ବିଦ୍ୟୁତ୍‌ କର୍ମଚାରୀ

ବରଗଡ଼ ଅଫିସ,୫।୧୦: ରାଜ୍ୟର ବିଦ୍ୟୁତ ବିତରଣ ସଂସ୍ଥାଗୁଡିକୁ ଘରୋଇକରଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଏଭଳି ନିଷ୍ପତ୍ତିକୁ ନେଇ ବିରୋଧ ବଢିବାରେ ଲାଗିଛି। ସୋମବାର ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ, କର୍ମଚାରୀ ଏକତା ମଞ୍ଚ, ବରଗଡ଼ ଜିଲାର ସମସ୍ତ...

ପ୍ଲାଜମା ଦାନ କଲେ ୨ ଟୋଲପ୍ଲାଜା କର୍ମଚାରୀ

ବରଗଡ଼ ଅଫିସ, ୫।୧୦: ବରଗଡ଼-ସମ୍ବଲପୁର ରାସ୍ତାର ବରାହଗୋଡା ଟୋଲପ୍ଲାଜା (ଟୋଲ୍‌ଗେଟ)ର ୨କର୍ମଚାରୀ ଶୁଭମ ଦେ(୨୮) ଏବଂ ଅଭିଜିତ୍‌ଦାଶ(୨୭) ସୋମବାର ଭୀମସାର, ବୁର୍ଲା ଯାଇ ପ୍ଲାଜମା ଦାନ କରିଛନ୍ତି। ଏକ ମାସ ପୂର୍ବରୁ ଉଭୟେ କରୋନା (କୋଭିଡ-୧୯)ସଂକ୍ରମିତ ହୋଇଥିଲେ। ଚିକିତ୍ସା ପରେ...

ବରଗଡରେ ୧୪୮ ନୂଆ କରୋନା ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୬୯୧୭ରେ ପହଞ୍ଚିଲା

ବରଗଡ ଅଫିସ,୫।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ଜିଲାରେ ପୁଣି ୧୪୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ ପୌରାଞ୍ଚଳର ସର୍ବାଧିକ ୨୬ ଜଣ ରହିଛନ୍ତି। ସେହିପରି ଭେଡେନ ବ୍ଲକର ୮,...

୧୩ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଆଶାକର୍ମୀ

ବରଗଡ଼ ଅଫିସ,୫ା୧୦: ବରଗଡ଼ ଜିଲା ଆଶାକର୍ମୀ ସଂଘ ୧୩ ଦଫା ଦାବିରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛି। ଆଶାକର୍ମୀଙ୍କୁ କର୍ମଚାରୀ ମାନ୍ୟତା ପ୍ରଦାନ, ମାସିକ ୧୮ହଜାର ଟଙ୍କା ବେତନ, ଯୋଗ୍ୟତା ଭିତ୍ତିରେ ଏଏନ୍‌ଏମ୍‌...

ମିଳିନି ଫସଲ ବୀମା କ୍ଷତିପୂରଣ, ଜିଲାପାଳଙ୍କଠାରେ ଫେରାଦ ହେଲେ ଚାଷୀ

ବରଗଡ଼ ଅଫିସ,୫ା୧୦: ବରଗଡ଼ ବ୍ଲକ ଅନ୍ତର୍ଗତ ଏସ୍‌. ଡୁମ୍ବେରପାଲି ଗ୍ରାମର ଅଧିକାଂଶ ଚାଷୀଙ୍କୁ ଗତ ଫସଲ କ୍ଷତିପୂରଣ ବୀମା ମିଳିପାରି ନ ଥିବା ଅଭିଯୋଗ ହୋଇଛି। ଉକ୍ତ ଗ୍ରାମର ଅନେକ ଚାଷୀ ଗତବର୍ଷ ବରଗଡ଼ରେ ଥିବା ଏକ ବ୍ୟାଙ୍କରେ ବୀମା...

ବରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭୬୯କୁ ବୃଦ୍ଧି, ଆଜି ୯୪ ଚିହ୍ନଟ

ବରଗଡ଼ ଅଫିସ,୪ା୧୦: ବରଗଡ଼ରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇପଡ଼ିଛି। ପ୍ରତିଦିନ ଜିଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ରବିବାର ପୁଣି ୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୨ ମହିଳା ଏବଂ ୬୨ ପୁରୁଷ ଅଛନ୍ତି। ଏହାକୁ...

ଲକ୍ଷାଧିକ ଟଙ୍କାର କାଠଗଣ୍ଡି ଜବତ କଲା ବନ ବିଭାଗ, ୩ ଗିରଫ

ବରଗଡ଼ ଅଫିସ,୪ା୧୦: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅଏଁଲାଭଟାରେ ଚାଲିଥିବା ଚୋରା କାଠ କାରବାର ଠାବ ହୋଇଛି। ଶୁକ୍ରବାର ବିଳମ୍ବିତ ରାତ୍ରିରେ ବନ ବିଭାଗର ଅଧିକାରୀ, କର୍ମଚାରୀମାନେ ସେଠାରେ ଅତର୍କିତ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଶାଗୁଆନ...

ବରଗଡ଼ରେ ପୁଣି କଫ୍‌ସିରପ କାରବାର: ୨ ଗାଡ଼ି ଜବତ, ୫ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୩ା୧୦: ବରଗଡ଼ ଟାଉନ ଥାନା ପୋଲିସ ସ୍ଥାନୀୟ ଗୋରୁ ମାର୍କେଟ ଅଞ୍ଚଳରୁ ବିପୁଳ ପରିମାଣରେ କଫ୍‌ ସିରପ ଜବତ କରିଛି। ଏହା ସହିତ ଏହି କାରବାରରେ ବ୍ୟବହୃତ ୨ଟି ୪ଚକିଆ ଗାଡ଼ିକୁ ଜବତ କରିବା ସହିତ ୫ ଅଭିଯୁକ୍ତଙ୍କୁ...

ନିଶା କାରବାର ଯୋଗୁ ବଢୁଛି ଅପରାଧ: ଏସ୍‌ପିଙ୍କୁ ଫେରାଦ ହେଲା ଅଭିଭାବକ ସଂଘ

ବରଗଡ଼ ଅଫିସ,୩।୧୦: ବରଗ ଜିଲାରେ ନିଶା କାରବାର ବଢି ଚାଲିଛି। କଫ ସିରପ୍‌, ନିଶା ବଟିକା ଆଦି ସେବନ କରି ଯୁବପିଢି ପଥଭ୍ରଷ୍ଟ ହେଉଛନ୍ତି। ଏପରିକି ଚୋରି, ଡକାୟତି, ଲୁଟପାଟଠାରୁ ଆରମ୍ଭ କରି ହତ୍ୟାକାଣ୍ଡ ଭଳି ଅପରାଧ ଘଟାଇ ଚାଲିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri