ବରଗଡ଼

ଅଖିମୁଠି ଅନୁକୂଳ କଲେ ଚାଷୀ

ବରଗଡ଼ ଅଫିସ୍‌,୨୬।୪: ବରଗଡ଼ ଜିଲା କୃଷକ ସଂଗଠନ ସମନ୍ବୟ ସମିତି ପକ୍ଷରୁ ରବିବାର ଅକ୍ଷୟ ତୃତୀୟା ପାଳିତ ହୋଇଛି। ଜିଲାର ଚକରକେନ୍ଦଠାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ସମିତିର ସମ୍ପାଦକ କିଶୋର ଦେବତା ଅଖିମୁଠି ଅନୁକୂଳ କରିଥିଲେ। ବରଗଡ଼ ବିଧାୟକ ଦେବେଶ...

ଉତ୍ତରପ୍ରଦେଶ ଫେରନ୍ତା ଦୁଇ ଯୁବକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିଲା ପ୍ରଶାସନ

ବିଜେପୁର,୨୬ା୪(ଡି.ଏନ୍‌.ଏ.) : କରୋନା ମହାମାରୀରୁ ରକ୍ଷା ପାଇବା ପାଇଁ ସାରା ଦେଶରେ ଦ୍ବିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଅବ୍ୟାହତ ରହିଛି। ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ହେଲେ କିଛି ଅମାନିଆ ଲକ୍‌ଡାଉନ୍‌ କଟକଣାକୁ ଉଲ୍ଲଂଘନ କରି ସୀମାରେ ରହିଥିବା ସୁରକ୍ଷା...

ଫେରିବେ ୧୪୭୦: କ୍ୱାରାଣ୍ଟାଇନ୍‌ କଡ଼ାକଡ଼ି କରିବାକୁ ଦାବି

ବିଜେପୁର,୨୬ା୪(ଡି.ଏନ୍‌.ଏ.) : କରୋନା ପ୍ରତିହତ ପାଇଁ କରାଯାଇଥିବା ଦ୍ବିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଖୋଲିବାକୁ ଆଉ ମାତ୍ର ୭ ଦିନ ବାକି ରହିଛି। ଏହା ଖୋଲିବା ମାତ୍ରକେ ରାଜ୍ୟ ବାହାରେ ରହୁଥିବା ଲୋକଙ୍କ ଘରବାହୁଡ଼ା ହେବାର ସମ୍ଭାବନା ରହିଛି। ତେଣୁ ରାପିଡ୍‌...

ଲକ୍‌ ଡାଉନ୍‌ ନିୟମ ମାନି ରମଜାନ ପାଳନ କରିବାକୁ ନିଷ୍ପତ୍ତି

ଭଟଲି,୨୬ା୪(ଡି.ଏନ.ଏ): ବର୍ତ୍ତମାନ କରୋନା (କୋଭିଡ-୧୯)ପାଇଁ ସମଗ୍ର ଭାରତ ବର୍ଷକୁ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିପାଇଁ ସମଗ୍ର ଦେଶରେ ସାମାଜିକ ଦୂରତ୍ୱ ରକ୍ଷା କରିବା ପାଇଁ ବିଭିନ୍ନ ପ୍ରକାର କଡ଼ା ଆଇନ ପ୍ରଣୟନ ହୋଇଛି। କୌଣସି ଧାର୍ମିକ ଅନୁଷ୍ଠାନ...

ଦଧିବାମନଙ୍କ ରଥ ନିର୍ମାଣ କାମର ଅନୁକୂଳ

ଭଟଲି,୨୬ା୪(ଡି.ଏନ.ଏ.) ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ର ଭାବେ ଅଭିହିତ ବରଗଡ଼ ଜିଲା ଭଟଲି ଦଧିବାମନ ପୀଠରେ ଅକ୍ଷୟ ତୃତୀୟା ନୀତି ନିୟମ ସହ ରଥକାଠ ଅନୁକୂଳ କରାଯାଇଛି। ବର୍ତ୍ତମାନ ସମଗ୍ର ଦେଶରେ କରୋନା(କୋଭିଡ଼-୧୯) ପାଇଁ କଟକଣା ରହଛି। ସେହି ନିୟମ ଆଧାରରେ ସାମଜିକ...

ଲକ୍‌ଡାଉନ୍‌ ଅବଧି ଶେଷ ହେବାକୁ ୭ ଦିନ ବାକି: ବିଜେପୁରକୁ ଫେରିବେ ୧୪୭୦ଜଣ, କ୍ୱାରାଣ୍ଟାଇନ୍‌ କଡ଼ାକଡ଼ି କରିବାକୁ ଦାବି

ବିଜେପୁର, ୨୬।୪(ଡି.ଏନ୍‌.ଏ.): କରୋନା ପ୍ରତିହତ ପାଇଁ କରାଯାଇଥିବା ଦ୍ବିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଖୋଲିବାକୁ ଆଉ ମାତ୍ର ସାତଦିନ ବାକି ରହିଛି। ଏହା ଖୋଲିବା ମାତ୍ରକେ ରାଜ୍ୟ ବାହାରେ ରହୁଥିବା ଲୋକଙ୍କ ଘରବାହୁଡା ହେବାର ସମ୍ଭାବନା ରହିଛି। ତେଣୁ ରାପିଡ୍‌ ରେସ୍‌ପନ୍ସ...

ବିଜେପୁର ଅଞ୍ଚଳ ଚାଷୀଙ୍କ ଦାବି ରହିଲା: ଏଣିକି ପାଞ୍ଚ ଦିନ ବସିବ ପରିବା ମାର୍କେଟ୍‌

ବିଜେପୁର,୨୬।୪(ଡି.ଏନ୍‌.ଏ.): କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ବିଜେପୁର ଏନ୍‌ଏସିର ହାଇସ୍କୁଲ ପଡିଆରେ ଅସ୍ଥାୟୀ ଭାବେ ବସୁଥିବା ପରିବା ମାର୍କେଟକୁ ସପ୍ତାହକୁ ତିନିଦିନ ବସାଇବାକୁ ନିର୍ଦ୍ଦେଶ ଜାରି କରିଥିଲା। ଏଣୁ ସପ୍ତାହର ବୁଧବାର, ଶୁକ୍ରବାର, ରବିବାର...

ହୋମ କ୍ବାରାଣ୍ଟାଇନରେ ଥାନା ଅଧିକାରୀ

ବରଗଡ଼ ଅଫିସ୍‌,୨୫।୪- ବରଗଡ଼ ଜିଲା ମେଲଛାମୁଣ୍ଡା ଥାନା ଅଧିକାରୀ ସ୍ବପ୍ନାରାଣୀ ଗୋଚ୍ଛାୟତ ହୋମ କ୍ବାରାଣ୍ଟାଇନରେ ରହିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ଥାନା ଅଧିକାରୀ ଗୋଚ୍ଛାୟତ ଏକ ଚାରିଚକିଆ ଗାଡ଼ିରେ ଗତ ୧୬ତାରିଖ ବାଲେଶ୍ୱର ଜିଲାକୁ...

ମାରଣାସ୍ତ୍ର ଦେଖାଇ ଆତଙ୍କ, କାବୁ କଲେ ଏସ୍‌ଏଚ୍‌ଜି ମହିଳା

ବରଗଡ଼ ଅଫିସ୍‌,୨୫।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡ଼େନ ଥାନାର ଲୁହାଖାନ ଗ୍ରାମରେ ଶନିବାର ପିସ୍ତଲ, ଛୁରୀ ଭଳି ମାରଣାସ୍ତ୍ର ଦେଖାଇ ଆତଙ୍କ ସୃଷ୍ଟି କରୁଥିବା ଅଭିଯୁକ୍ତମାନଙ୍କୁ ସ୍ଥାନୀୟ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି) ମହିଳାମାନେ କାବୁ କରିଛନ୍ତି। ପରେ ପୋଲିସ...

ବରଗଡ଼ ଇ-ନାମ୍‌ ମାର୍କେଟ୍‌ରେ ପରିବା କିଣାବିକା ଆରମ୍ଭ

ବରଗଡ଼ ଅଫିସ୍‌,୨୫।୪: ରାଷ୍ଟ୍ରୀୟ କୃଷି ବିପଣନ କାର୍ଯ୍ୟକ୍ରମ(ଇ-ନାମ୍‌)ରେ ଶନିବାର ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅନ୍ତର୍ଭୁକ୍ତ ହୋଇଛି। ଏହା ସହିତ ଦ୍ୱିତୀୟ ପର୍ଯ୍ୟାୟରେ କାର୍ଯ୍ୟକାରୀ ହୋଇଥିବା ଇ-ନାମ୍‌ ମାର୍କେଟ୍‌ ଜରିଆରେ ପନିପରିବା କିଣାବିକାରେ ପ୍ରଥମ କରି ସାମିଲ ହୋଇଛି। ଇ-ଟ୍ରେଡ଼ିଂ,...

୬ ମାସ ହେଲା ଡାକ୍ତରଖାନାରେ ସାମୁଏଲ

ବରଗଡ଼ ଅଫିସ୍‌,୨୫।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ବେହେରାଡୁବୁରୀ ଗ୍ରାମର ମା’ ଉପାସୀ ଓ ବାପା ଜିତେସିଂ ସୁନାଙ୍କ ଏକମାତ୍ର ପୁଅ ସାମୁଏଲ । ଛତିଶଗଡ଼ ରାଜ୍ୟ ରାୟପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଶିକ୍ଷକ ଭାବେ...

ବିଜେପୁର ଅଞ୍ଚଳରେ କୁଆପଥର ବୃଷ୍ଟି: ବ୍ୟାପକ ଧାନ ଫସଲ ନଷ୍ଟ, ପ୍ରଶାସନିକ ତଦନ୍ତ ଆରମ୍ଭ

ବିଜେପୁର, ୨୫।୪(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅଞ୍ଚଳରେ ଶୁକ୍ରବାର ଅପରାହ୍ନ ଓ ରାତିରେ କୁଆପଥର ବୃଷ୍ଟି ହୋଇଥିଲା। ବର୍ତ୍ତମାନ ରବି ଧାନ ଅମଳ ସମୟ ହୋଇଗଲାଣି। ତେଣୁ ଉକ୍ତ କୁଆପଥର ବୃଷ୍ଟି ଯୋଗୁ ବ୍ୟାପକ ଧାନ ଫସଲ ନଷ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri