ବରଗଡ଼

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ୍‌,୨୧।୪: ବରଗଡ଼ ଜିଲା ବୁଡ଼େନ ଥାନା ଅଞ୍ଚଳରେ ଜଣେ ନାବାଳିକା(୧୫)ଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଅଭିଯୁକ୍ତ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଜଣକ ହେଲେ, ବୁଡ଼ାମାଲ ଗ୍ରାମର ପ୍ରକାଶ ବରିହା (୧୯) । ବୁଡ଼େନ...

ଲକ୍‌ ଡାଉନ୍‌ ନିୟମ ଉଲ୍ଲଂଘନ: ୨୪୫ ଜଣଙ୍କଠାରୁ ୪୯,୩୦୦ ଟଙ୍କା ଜୋରିମାନା ଆଦାୟ

ବରଗଡ଼ ଅଫିସ୍‌,୨୧।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏହି କ୍ରମରେ ବରଗଡ଼ ଜିଲାରେ ଏହି କଟକଣାର କାର୍ଯ୍ୟକାରିତାକୁ ଜିଲା ପୋଲିସ, ପ୍ରଶାସନ ଗୁରୁତ୍ୱର ସହିତ ନେଇଛି...

୩ ଅସୁସ୍ଥ ଯାଯାବର ଶିଶୁଙ୍କ ଚିକିତ୍ସା କରାଗଲା

ବରଗଡ଼ ଅଫିସ୍‌,୨୧।୪: ବରଗଡ଼ର ମହିଳା ଡାକ୍ତର ସୁସ୍ମିତା ଦାଶ ୩ ଯାଯାବର ଶିଶୁଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହିତ ମାଗଣାରେ ଔଷଧ ଯୋଗାଇ ଦେଇଛନ୍ତି । ଏହା ସହିତ ଶିଶୁଙ୍କ ଖାଇବା ପାଇଁ ସେ ମାସକ ପାଇଁ ଗୁଣ୍ଡ ଦୁଗ୍ଧ...

ଯାଯାବରଙ୍କୁ ସହଯୋଗର ହାତ ବଢ଼ାଇଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୨୦।୪: ବରଗଡ଼ ରେଳଷ୍ଟେଶନ ନିକଟ ଏକ ପଡ଼ିଆରେ ଉତ୍ତର ପ୍ରଦେଶ ରାଜ୍ୟର ୬୦ରୁ ଊର୍ଦ୍ଧ୍ୱ ଯାଯାବର ପରିବାର ଫସି ରହିଛନ୍ତି । ନିଜ ପିଲାଛୁଆଙ୍କ ସହିତ ସେମାନେ ଅସହାୟ ଅବସ୍ଥାରେ ରହିଛନ୍ତି । ଏହି ଖବର ପାଇବା ପରେ...

କିନ୍ନର, ଅସହାୟଙ୍କୁ ଯୋଗାଇଲେ ଆହାର

ବରଗଡ଼ ଅଫିସ୍‌,୨୦।୪: ବରଗଡ଼ ପାଣିଛତ୍ରଠାରେ ସୋମବାର ଗରିବ, ଅସହାୟ ତଥା କିନ୍ନରଙ୍କ ପାଇଁ ଅନ୍ନ ଭୋଜନର ବ୍ୟବସ୍ଥା କରାଯାଇଥିଲା। ଅନ୍ନଭୋଜନ କାର୍ଯ୍ୟକ୍ରମକୁ ଅଞ୍ଚଳର ଅସହାୟ ଲୋକେ ଆସି ରନ୍ଧା ଖାଦ୍ୟ ଖାଇଥିଲେ। ସାମାଜିକ କର୍ମୀ ପରୀକ୍ଷିତ ଛତର ଏହି ଭୋଜନର...

ଭିଡ଼ିଓ କନଫେରେନ୍ସିଂରେ ବରଗଡ଼ କୋଭିଡ୍‌-୧୯ ହସ୍‌ପିଟାଲକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ୍‌,୨୦।୪: ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ହୋଇଥିବା କୋଭିଡ୍‌-୧୯ ହସପିଟାଲକୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫେରେନ୍ସିଂ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି । ଏହି କୋଭିଡ୍‌-୧୯ ହସପିଟାଲଟି ୨୦୦ ଶଯ୍ୟା...

ବିଜେପୁର ଏନ୍‌ଏସି ପକ୍ଷରୁ ଚଢ଼ାଉ: ମାସ୍କ ନ ପିନ୍ଧିବାରୁ ୨୮୦୦ ଜରିମାନା ଆଦାୟ

ବିଜେପୁର, ୨୦।୪(ଡି.ଏନ୍‌.ଏ.): କରୋନା (କୋଭିଡ-୧୯)ରୁ ରକ୍ଷା ପାଇଁ ମାସ୍କ ପିନ୍ଧି ଘରୁ ବାହାରକୁ ବାହାରିବାକୁ ସରକାରଙ୍କ ପକ୍ଷରୁ ପକ୍ଷରୁ ବାରମ୍ବାର ଅନୁରୋଧ କରାଯାଉଛି। ଏହା ସତ୍ତ୍ବେ କିଛି ଅମାନିଆ ଏହାକୁ ମାନୁ ନାହାଁନ୍ତି। ଏ ନେଇ ବରଗଡ଼ ଜିଲା ବିଜେପୁର...

ଗାଡ଼ିପାସ୍‌ କାମ ଦେଲାନି, ବାଲେଶ୍ୱର ଫେରିଗଲେ ୨ଜଣ

ବରଗଡ଼ ଅଫିସ୍‌/ଅତାବିରା, ୨୦ା୪:  ବରଗଡ଼ ଜିଲା ଅତାବିରା ବ୍ଲକ ଦୁଲମପୁରରୁ ଆନ୍ଧ୍ରପ୍ରଦେଶକୁ ଯିବା ପାଇଁ ଦିଆଯାଇଥିବା ଗାଡ଼ିପାସ୍‌ରେ ଲକ୍‌ ଡାଉନ କଟକଣା ଉଲ୍ଲଂଘନ ଘଟଣାକୁ ନେଇ ଚର୍ଚ୍ଚା ଥମିନାହିଁ । ଅନ୍ୟପକ୍ଷେ ଗାଡ଼ିପାସ୍‌ କାମ ନ ଦେବାରୁ ରବିବାର ବରଗଡ଼...

ଲକ୍‌ ଡାଉନ୍‌ ବେଳେ ଦେଶୀ ମଦ ଜବତ: ୧୧ ଗିରଫ

ପାଇକମାଲ, ୧୯।୪ (ଡି.ଏନ.ଏ.)- ପାଇକମାଲ ପୋଲିସ ୩ଟି ସ୍ଥାନରୁ ଚଢ଼ାଉ କରି ୧୭୦ ଲିଟର ଦେଶୀ ରନ୍ଧା ମଦ ଜବତ କରିଛି । ଏହି ଘଟଣାରେ ୧୧ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ପାଇକମାଲ ଥାନା ନିଲାଥର ଗ୍ରାମର...

୪୩୦ କି.ମି.ଚାଲି ପାଇକମାଳରେ ପହଞ୍ଚିଲେ ୨୦ ଶ୍ରମିକଙ୍କ ପରିବାର

ପାଇକମାଲ, ୧୯।୪ (ଡି.ଏନ.ଏ.)-ଗଞ୍ଜାମ ଜିଲା ଆସିକାର ଏକ ଇଟାଭାଟିରେ କାମ କରୁଥିବା ୨୦ ଦାଦନ ଶ୍ରମିକଙ୍କ ପରିବାରର ମୋଟ ୨୮ ସଦସ୍ୟ ଶନିବାର ପାଇକମାଲ ବ୍ଲକ କାଂସଡା ପଞ୍ଚାୟତରେ ପହଞ୍ଚିଛନ୍ତି । ଲକ୍‌ ଡାଉନ କଟକଣା ସତ୍ତ୍ବେ ସେମାନେ ୪୩୦...

ଖବର ପ୍ରକାଶ ପରେ ଚେତିଲା ପ୍ରଶାସନ

ବିଜେପୁର,୧୯।୪(ଡି.ଏନ.ଏ.)-ବରଗଡ ଜିଲା ବିଜେପୁର ବ୍ଲକ ଚାରପାଲି ପଞ୍ଚାୟତରେ ଲକ୍‌ ଡାଉନ ବେଳେ ନିରାଶ୍ରିତଙ୍କୁ ରନ୍ଧା ଖାଦ୍ୟ ନ ମିଳିବା ଘଟଣାର ରବିବାର ପ୍ରଶାସନିକ ତଦନ୍ତ ହୋଇଛି । ବିଡିଓ ପଦ୍ମନାଭ ସାମନ୍ତରାୟ ଚାରପାଲିକୁ ଯାଇ ଏହାର ତଦନ୍ତ କରିଥିଲେ। ସ୍ଥାନୀୟ...

କରୋନା ମୁକାବିଲା ସ୍ଥିତି ପରଖିଲେ ଜିଲାପାଳ

ବରଗଡ଼ ଅଫିସ୍‌,୧୯।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣ ସଭିଁଙ୍କ ଚିିନ୍ତା ବଢ଼ାଇ ଦେଇଛି । ଏଥିପାଇଁ ଦେଶବ୍ୟାପୀ ଲକ୍‌ ଡାଉନ କଟକଣା ଲାଗୁହୋଇ ଥିବାବେଳେ ସଚେତନତା, ସତର୍କତା ଏବଂ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି । ତେବେ ଏଭଳି ସ୍ଥଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri