ବରଗଡ଼

ବରଗଡ଼ରେ ବନ୍ଦର ପ୍ରଭାବ: କୋର୍ଟ ସମ୍ମୁଖରୁ ଫେରିଲେ ବିଚାରପତି

ବରଗଡ଼ ଅଫିସ,୫।୨: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ବନ୍ଦ ପାଳନ କରାଯାଉଛି। ଏହି ବନ୍ଦ ପାଳନକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଥିବାବେଳେ ଏହାର ଯଥେଷ୍ଟ ପ୍ରଭାବ ଅନୁଭୂତ ହୋଇଛି। ଦିନ ପ୍ରାୟ ସାଢେ ୧୦ଟାରେ...

ପଶ୍ଚିମ ଓଡ଼ିଶା ବନ୍ଦ: ବରଗଡରେ ବନ୍ଦର ପ୍ରଭାବ

ବରଗଡ଼ ଅଫିସ,୫।୨- ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ଚାଲିଥିବା ପଶ୍ଚିମ ଓ ବନ୍ଦ ଡାକରାକୁ ବରଗଡ଼ରେ ସମର୍ଥନ ମିଳିଛି। ଜିଲାର ଦୋକାନ, ବଜାର, ସରକାରୀ, ବେସରକାରୀ, ସ୍କୁଲ, କଲେଜ ସହିତ ଯାନବାହାନ ଚଳାଚଳ ବନ୍ଦ...

ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ସମସ୍ୟା, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ବିଜେଡି ପ୍ରତିନିଧି ଦଳ

ବରଗଡ଼ ଅଫିସ, ୪।୩- ବରଗଡ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ତଥା ଏହାକୁ ସିଟି ହସପିଟାଲ ଘୋଷଣା ଦାବିରେ ଅସନ୍ତୋଷ ଲାଗି ରହିଛି। ଏହାକୁ ନେଇ ସୋମବାର ଜନଆନ୍ଦୋଳନ ହେବା ପରେ ପୁରୁଣା...

ବରଗଡ଼ ସହର ବନ୍ଦ: ସରକାରୀ, ବେସରକାରୀ ଅଫିସ ଅଚଳ

ବରଗଡ଼ ଅଫିସ,୪।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ସ୍ଥାନୀୟ ଏକତା ମଞ୍ଚ ଆହ୍ବାନରେ ମଙ୍ଗଳବାର ବନ୍ଦ ପାଳନ କରାଯାଇଛି। ଏଥିପାଇଁ ସହରର ସମସ୍ତ ସରକାରୀ, ବେସରକାରୀ ଅଫିସ, ସ୍କୁଲ, କଲେଜ,...

ବରଗଡ଼ ବନ୍ଦ : ବହୁ ସମୟ ପରେ ନୂତନ ସ୍ବାସ୍ଥ୍ୟକେନ୍ଦ୍ରକୁ ଗଲେ ସ୍ବାସ୍ଥ୍ୟ କର୍ମଚାରୀ

ବରଗଡ଼ ଅଫିସ,୪।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସପିଟାଲ ଘୋଷଣା ଦାବିରେ ମଙ୍ଗଳବାର ସ୍ଥାନୀୟ ଏକତା ମଞ୍ଚ ଆହ୍ବାନରେ ବରଗଡ଼ ସହରରେ ବନ୍ଦ ପାଳନ କରାଯାଉଛି । ଏହାର ପ୍ରଭାବରେ ଅତ୍ୟାବଶ୍ୟକ ସେବା ବ୍ୟତୀତ...

ବରଗଡ଼ ବନ୍ଦର ପ୍ରଭାବ : ନୂତନ ଜିଲା ମୁଖ୍ୟ ଡାକ୍ତରଖାନାକୁ ଯାଇ ପାରୁ ନାହାନ୍ତି ସ୍ବାସ୍ଥ୍ୟ କର୍ମଚାରୀ

ବରଗଡ଼ ଅଫିସ,୪।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସପିଟାଲ ଘୋଷଣା ଦାବିରେ ମଙ୍ଗଳବାର ସ୍ଥାନୀୟ ଏକତା ମଞ୍ଚ ଆହ୍ବାନରେ ବରଗଡ଼ ସହରରେ ବନ୍ଦ ପାଳନ କରାଯାଉଛି । ତେବେ ହାଟପଦାସ୍ଥିତ ପରିବା ବଜାର ଖୋଲା...

ଟୋକନ ନାହିଁ, ମଣ୍ଡିରେ ପଡିଛି ଧାନ

ଗଣ୍ଡତୁରୁମ, ୪।୨ (ଡି.ଏନ.ଏ) – ବରଗଡ ଜିଲା ଅତାବିରା ଆରଏମସି ଅଧୀନ ଭେଡେନ ବ୍ଲକରେ ଟୋକନ ଓ ଆଲର୍ଟମେଣ୍ଟ ଅଭାବରୁ ବିକ୍ରି ହୋଇ ନ ପାରି ମଣ୍ଡି ଗୁଡିକରେ ହଜାର ହଜାର ବସ୍ତା ପଡିରହିଛି । ଫଳରେ ବ୍ଲକର ପପଙ୍ଗା...

ବିକ୍ରି ହେଉନି ଧାନ, ଆନ୍ଦୋଳନମୁହାଁ ଚାଷୀ

ଝାରବନ୍ଧ, ୪।୨ (ଡି.ଏନ.ଏ) ଝାରବନ୍ଧ ବ୍ଲକ ଡଭା କୃଷି ସମବାୟ ସମିତିର ଚାଷୀମାନେ ସେମାନଙ୍କ ଧାନ ବିକ୍ରି କରିପାରୁନାହାନ୍ତି। ଏକ ସପ୍ତାହ ମଧ୍ୟରେ ଏହି ସମସ୍ୟାର ସମାଧାନ କରା ନ ଗଲେ ସେମାନେ ରାସ୍ତା ଅବରୋଧ କରିବାକୁ ଧମକ ଦେଇଛନ୍ତି।...

ଜନ ଆନ୍ଦୋଳନ ସଫଳ: କାର୍ଯ୍ୟକ୍ଷମ ହେଲା ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା

ବରଗଡ଼ ଅଫିସ,୩।୨: ବରଗଡ଼ ସହରବାସୀଙ୍କ ଜନ ଆନ୍ଦୋଳନ ସଫଳ ହୋଇଛି। ସହରବାସୀଙ୍କ ଆନ୍ଦୋଳନ ପରେ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୪ଟାରୁ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା କାର୍ଯ୍ୟକ୍ଷମ ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଭୂତି ଭୂଷଣ ମେହେରଙ୍କ...

ସିଟି ହସ୍ପିଟାଲ ଦାବିରେ ଉତ୍ତେଜନା: ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ବିଧାୟକଙ୍କୁ ଘେରିଲେ ସହରବାସୀ

ବରଗଡ ଅଫିସ, ୩।୨: ବରଗଡ ସହରରେ ଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ଉତ୍ତେଜନା ବଢିବାରେ ଲାଗିଛି। ସୋମବାର ସକାଳୁ ସହରର ଦୋକାନ ବଜାର ବନ୍ଦ ଥିବାବେଳେ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ଦିନ...

ରାସ୍‌ତା ତରେ ଜୀବନ୍‌ ଜିବ୍‌କା

ବରପାଲି, ୩।୨ (ଡି.ଏନ.ଏ)- ଧନୀନୁ ଗରିବ୍‌ ସଭେ ପେଟ୍‌ ପାଲବାର ଲାଗି ନାନା ଉପେ ପାଁଚୁଛନ୍‌। ଯାହାର ପଏସା କଉଡ଼ ଅଛେ ବେପାର ବନିଜ କରି ଆରାମ ସେ ଚଲୁଥିଲାବେଲେ ଗରିବ୍‌ ଦୁଖି, ଖଟିଖିଆ ଲୋକ୍‌ ନିଜର ବାହାଜାଂଗଲ ମାଜି...

ଚରଚାରେ ଦିବ୍ୟାଙ୍ଗ ଛାତ୍ର ଜଗନ୍ନାଥ: ମନ୍‌ବଲ ଆଘେ ହାରମାନିଛେ ଅକ୍ଷମତା

ପାଇକମାଲ,୩।୨(ଡି.ଏନ.ଏ)-  କଥାରେ ଅଛେ ମନ୍‌ବଲ ଥିଲେ ସବୁ ସମ୍‌ଭବ। ଏହେଦେ ଏନ୍‌ତା ଝନେ ଦିବ୍ୟାଙ୍ଗ ଛାତ୍ର ନିଜର ମଜବୁତ୍‌ ମନ୍‌ବଲ ଲାଗି ଏହେଦେ ଚରଚାରେ ରହିଛନ୍‌। ସେ ହେଉଛନ୍‌ ବରଗଡ଼ ଜିଲା ପାଇକମାଲ ବ୍ଲକ ଜାମସେଠ ପଁଚେତ୍‌ ଭେରୁଆମୁଣ୍ଡା ଗଁାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri