ବରଗଡ଼

ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା: ପରୀକ୍ଷା ଦେବାକୁ ଯିବା ବାଟରେ ଜଣେ ଛାତ୍ରୀ ମୃତ, ଦୁଇ ଆହତ

ବରଗଡ଼ ଅଫିସ/ଅତାବିରା,୧୩।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅତାବିରା-ଟୋପ ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ରୀଜଣଙ୍କ ହେଲେ ଅତାବିରାର ବୀଣାପାଣି ସେଠ(୧୯)। ସେହିଭଳି ଅନ୍ୟ ଦୁଇଜଣ...

ଦିବ୍ୟାଙ୍ଗ ଦୁର୍ଜନକୁଁ ଥଇଥାନ କଲା ପରଶାସନ

ଗଣ୍ଡତୁରୁମ, ୧୩।୧୨ (ଡି.ଏନ.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକର ଭିନେ ଭିନେ ଗଁାରେ ବୁଲି ଭିଖ୍‌ ମାଗି ପେଟ୍‌ ପାଲୁଥିବାର ପରିଚଏହୀନ ଦିବ୍ୟାଙ୍ଗ ଦୁର୍ଜନକୁଁ ଥଇଥାନ ଲାଗି ଗୁରୁବାର ପରଶାସନ ହାତ୍‌ ବଢ଼େଇଛେ। ଇ ବାବ୍‌ଦେ ଗୁରୁବାର ଧରିତ୍ରୀ ସମ୍ବଲପୁର...

କ୍ୟାନ୍‌ସରରେ ପୀଡ଼ିତ ଗୌରାଙ୍ଗ: ଉଷୋ ଲାଗି ମା’ର ଭତା ଟଁକା ସାହାଭରସା

ଜାମଟିକ୍ରା, ୧୩।୧୨(ଡି.ଏନ.ଏ.)-ବରଗଡ଼ ଜିଲା ଅତାବିରା ବ୍ଳକ ବୁଗବୁଗା ପଁଚେତ୍‌ ଖଲିଆପାଲି ଦୀପଟିକ୍ରାର ଗୌରାଙ୍ଗ ଦୀପ (୪୫)। ସେ କର୍କଟ ରୋଗ୍‌ରେ ପୀଡ଼ିତ ଅଛନ୍‌। ଯାହା ସଁଚିଥିଲେ ଚିକିଛାରେ ଖରଚ୍‌ କରି ସରବ୍‌ସୁଅଁାତ ହେଇଛନ୍‌। ଏହେଦେ ଟଁକା ପଏସା ଅଭାବୁ ଚିକିଛା...

ପରିଚଏ ବଲି କିଛି ନାଇଁ: ବିଦେଶୀ ପାଲଟିଛନ୍‌ ଦିବ୍ୟାଙ୍ଗ ଦୁର୍ଜନ

ଗଣ୍ଡତୁରୁମ, ୧୨ା୧୨(ଡି.ଏନ୍‌.ଏ.)- ସମାଜରେ ବାସ କରୁଥିବାର ଭିନେ ଭିନେ ବରଗର ଲୁକ୍‌କର ବିକାଶ ଲାଗି ସବୁ ସ୍ତରରେ ବେବସ୍‌ତା ରହିଛେ। ସେନ୍‌ତା ଗଁାରେ ଜନପରତିନିଧି ହିସାବେ ଓ୍ବାର୍ଡ ସଭ୍ୟଠାନୁ ମୂଲ କରି ପଁଚେତ୍‌ରେ ସରପଁଚ୍‌, ବ୍ଲକରେ ଚେୟାରମ୍ୟାନ, ଜିଲାସ୍ତରରେ ଜିଲାପରିଷଦ...

ବାର୍‌ହା ଫାଶରେ ପଡି ହାତୀର ଜୀବନ ଗଲା

ବରଗଡ଼ ଅଫିସ/ଅମ୍ବାଭୋନା,୧୦।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଗଙ୍ଗେଇ ଗ୍ରାମର ଜଣେ ଚାଷୀଙ୍କ ବିଲରେ ଏକ ଦନ୍ତାହାତୀର ମୃତଦେହ ପଡିଥିବା ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ବିଦ୍ୟୁତ ତାର ସଂଯୋଗ ହୋଇଥିବା ଫାଶ ବିଛାଇ ହୋଇ ପଡି...

ଆବାସ ଯୋଜନାରୁ ବଁଚିତ୍‌ ବୁରୁଧ୍‌ ଦମ୍ପତି :ବଛ୍‌ରେ ହେଲା ପରହର ଘରେ ମୁଡ଼ ଗୁଁଜିଛନ୍‌

  ଅତାବିରା, ୧୦।୧୨ (ଡି.ଏନ.ଏ.)- ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରକେ ଆବାସ ଯୋଜନାରେ ଘର ଯୁଗେଇ ଦେଉଛନ୍‌। ହେଲେ ଦାଇତିଅରେ ଥିବାର ଅଧ୍‌କାରୀ, କରମଚାରୀମାନକର ଖାମଖିଆଲି ମନଭାବ ଲାଗି ହକ୍‌ଦାର ହିତାଧିକାରୀ ଯୋଜନାରୁ...

ସରକାରୀ ସୁବିଧାରୁ ବଁଚିତ୍‌ ଦିବ୍ୟାଙ୍ଗ ବୀଣା

ଜାମଟିକ୍ରା, ୯ା୧୨(ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରା ଏନ୍‌ଏସି ଅଧୀନ ୧୧ ନମ୍ବର ଓ୍ବାର୍ଡ ରେଙ୍ଗାଲିପାଲି କୁଡ଼ାପଡ଼ାର ଟିକେଶ୍ୱର ସାହୁ ଆର ତିଲୋତ୍ତମାକଁର ସାନ ଝି’ ବୀଣା ସାହୁ(୨୫)। ସେ ଜନ୍‌ମୁ ପୋଲିଓ ରୋଗ୍‌ରେ ପୀଡ଼ିତ ଅଛନ୍‌। ଏନ୍‌ତାଥି ଝି’ ବଡ଼...

କାମେ ନାଇଁ ଲାଗବାର ଯାତ୍ରୀ ପ୍ରତିକ୍ଷାଳୟ

  ଗଣ୍ଡତୁରୁମ, ୮।୧୨ (ଡି.ଏନ.ଏ)- ରଏଜ୍‌ ସରକାର ଲୁକ୍‌କର ଯିବାର ଆଏବାର ସୁବିଧା ଲାଗି ରାସ୍‌ତାଘାଟ ତିଆର କରୁଛନ୍‌। ସେନ୍‌ତା ବସ୍‌ଷ୍ଟାଣ୍ଡ, ଭିନେ ଭିନେ ଗଁାଗଁଡ଼ାର ଛକେ ଗାଡ଼ିମଟର ଟାକ୍‌ବାକେ ଲୁକ୍‌କର ଲାଗି ଯାତ୍ରୀ ପ୍ରତିକ୍ଷାଳୟ ତିଆର କରୁଛନ୍‌। ହେଲେ...

ମତ୍ସ୍ୟ ବିଭାଗ ସଚିବଙ୍କ ବରଗଡ଼ ଗସ୍ତ: ଅଧିକାରୀଙ୍କୁ କଲେ ତାଗିଦ

ଅତାବିରା,୬।୧୨(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ମତ୍ସ୍ୟ ବିଭାଗର କମିଶନର ତଥା ସଚିବ ଆର୍‌. ରଘୁ ପ୍ରସାଦ ଶନିବାର ବରଗଡ଼ ଜିଲା ଗସ୍ତରେ ଆସି ଜିଲାର ବିଭିନ୍ନ ଅଞ୍ଚଳ ବୁଲିଛନ୍ତି। ଭେଡେନ୍‌ ବ୍ଲକ ଅନ୍ତର୍ଗତ ଡାଲବ ଗ୍ରାମରେ ମାଛଚାଷ ପାଇଁ ମୋ ପୋଖରୀ...

ବୁରୁଧ୍‌ ଦମ୍ପତିକଁର ପାସେ ପୁହୁଁଚିଲା ପରଶାସନ

ଗଣ୍ଡତୁରୁମ, ୭ା୧୨ (ଡି.ଏନ.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ଗଁାର ବୁରୁଧ୍‌ ଦମ୍ପତି ଘନ ଦେହେରୀ ଆର ସାଲିଣୀକଁର ପାସେ ଗୁରୁବାର ପରଶାସନ ପୁହୁଁଚିଛେ। ଇ ବାବ୍‌ଦେ ଗଲା ୫ ତାରିଖ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଭତାରୁ ବଁଚିତ୍‌...

ପୁଣି ତେଜିଲା ଆନ୍ଦୋଳନ, ଜିଲାପାଳ ଅଫିସ ଆଗରେ ଧାରଣା ଦେଲେ ଚାଷୀ

ବରଗଡ ଅଫିସ୍‌, ୫।୧୨:ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଦେଖାଯାଇଥିବା ଅଚଳାବସ୍ଥା ନେଇ ପୁଣି ଚାଷୀ ଆନ୍ଦୋଳନ ତେଜି ଉଠିଛି। ଜିଲାର ଭେଡେନ ବ୍ଲକ ଅନ୍ତର୍ଗତ ରେଶମ ଅଞ୍ଚଳର ଚାଷୀମାନେ ଗୁରୁବାର ବରଗଡ ଜିଲାପାଳ ଅଫିସ ଆଗରେ ଧାରଣା ଦେଇଛନ୍ତି। ରେଶମ...

୧୦ଥର ଆବେଦେନ କରି ନିରାଶ: ଭତାରୁ ବଁଚିତ୍‌ ବୁରୁଧ୍‌ ଦମ୍ପତି

ଗଣ୍ଡତୁରୁମ, ୫ା୧୨ (ଡି.ଏନ.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ଗାଁର ଘନ ଦେହେରୀ(୯୦)। ସେ ଭତାର ଲାଗି ପାଖାପାଖି ୧୦ ଥର ଆବେଦନ କରି ନିରାଶ ହେଇଥିବାର ଅଭିଯୋଗ କରିଛନ୍‌। ସୂଚନା ହିସାବେ ମହୁଲପାଲି ଗଁାର ଘନ ଦେହେରୀକଁର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri