ବରଗଡ଼

ନିର୍ମଳା ଶିଶୁ ଭବନ ଗଲେ ଉଦ୍ଧାର ଯୁବତୀ

ବରଗଡ଼ ଅଫିସ,୧୩।୧୦: ବରଗଡ଼ ଜିଲା ଅଞ୍ଚଳରୁ ଦୁଇ ଦିନ ତଳେ ଉଦ୍ଧାର ହୋଇଥିବା ଜଣେ ଅସହାୟ, ମାନସିକ ରୋଗଗ୍ରସ୍ତ ଯୁବତୀଙ୍କୁ ସହରାଞ୍ଚଳ ବାସହୀନଙ୍କ ଆଶ୍ରୟସ୍ଥଳୀରେ ରଖାଯାଇଥିଲା। ରବିବାର ସେଠାରୁ ତାଙ୍କୁ ସ୍ବେଚ୍ଛାସେବୀ ଅନୁଷ୍ଠାନ ସମ୍ବଲପୁରର ପରିଚୟ ଏବଂ ବରଗଡ଼ ନିଷ୍ଠା...

ବିଜେପୁର: ପ୍ରସଙ୍ଗ ନୁହେଁ, ପତିଆରା ରାଜନୀତି

ବିଜେପୁର,୧୩।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ସପ୍ତାହେ ବାକି ଅଛି। ଦେଢ଼ବର୍ଷ ମଧ୍ୟରେ ତୃତୀୟଥର ନିର୍ବାଚନ ଦେଖୁଛନ୍ତି ବିଜେପୁର ଭୋଟର। ଲଗାତର ନିର୍ବାଚନ ଫଳରେ ପୂର୍ବ ସରଗରମ ଏତେଟା ଦେଖିବାକୁ ମିଳୁ ନ ଥିଲେ ସୁଦ୍ଧା ଆଉ ଦିନେ...

ଲାଉମୁଣ୍ଡାେରେ ଭାଜପାର ରୋଡ୍‌ ଶୋ’: ପୂର୍ବତନ ବିଧାୟକଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ବିଜେପୁର, ୧୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁଁ ଭାଜପା ତାର ପ୍ରଚାର ଅଭିଯାନକୁ ଜୋରଦାର୍‌ କରିଛି। ଏହିକ୍ରମରେ ଶୁକ୍ରବାର ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲାଉମୁଣ୍ଡାରେ ରୋଡ୍‌ ଶୋ’ କରିଛନ୍ତି। ପରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ...

ବିଜେପୁର ଉପନିର୍ବାଚନ: ଗାଇସିଲେଟରୁ ପ୍ରଚାର ଆରମ୍ଭ କଲେ ଧର୍ମେନ୍ଦ୍ର

ବରଗଡ଼ ଅଫିସ/ଗାଇସିଲେଟ,୧୧।୧୦- ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଗାଇସିଲେଟରୁ ଦଳୀୟ ପ୍ରାର୍ଥୀ ସନତ ଗଡତିଆଙ୍କ ପ୍ରଚାର ଆରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ତାଲପାଲିରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ସେ ସିଧାସଳଖ ମୁଖ୍ୟମନ୍ତ୍ରୀ...

ଭାଲୁ ଆକ୍ରମଣ, ଚାଷୀ ଗୁରୁତର

ବରଗଡ଼ ଅଫିସ,୧୧।୧୦: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଶରଧାପାଲି ଗ୍ରାମରେ ଶୁକ୍ରବାର ସକାଳୁ ଭାଲୁ ଆକ୍ରମଣର ଜଣେ ଚାଷୀ ଗୁରୁତର ହୋଇଛନ୍ତି। ଆହତ ଚାଷୀ ଜଣକ ହେଲେ ଉକ୍ତ ଗ୍ରାମର ମଧୁ ରୋହିଦାସ(୪୫)।ଚାଷଜମିକୁ ପାଣି ମଡ଼ାଇବାକୁ ଯାଇଥିବାବେଳେ ଭାଲୁ...

ବିଜେପୁର ଉପନିର୍ବାଚନ ପୂର୍ବରୁ ବ୍ୟବସାୟୀଙ୍କ କାର୍‌ରୁ ୧୯ ଲକ୍ଷ ଜବତ

ବରଗଡ଼ ଅଫିସ,୧୧।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଆସନ୍ତା ୨୧ ତାରିଖ ଅନୁଷ୍ଠିତ ହେବ। ଉପନିର୍ବାଚନକୁ ଅବାଧ, ନିରପେକ୍ଷ ଭାବେ ଶେଷ କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ବରପାଲି ନାକାପୋଷ୍ଟରେ...

ଝାରସୁଗୁଡ଼ା ରେଲଷ୍ଟେଶନ ଟ୍ରେନ ବଗିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପରିଚୟ ଅସ୍ପଷ୍ଟ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୦।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ରେଳଷ୍ଟେଶନରେ ସଫେଇ ପାଇଁ ଛିଡ଼ା ହୋଇଥିବା ହଟିଆ ପାସେଞ୍ଜର ଟ୍ରେନ ବଗିରୁ ଗୁରୁବାର ଏକ ମୃତଦେହ ଜିଆର୍‌ପି ପୋଲିସ ଉଦ୍ଧାର କରିଛି। ମୃତଦେହର ପରିଚୟ ମିଳିପାରି ନାହିଁ। ସୂଚନାଯୋଗ୍ୟ, ହଟିଆ ପାସେଞ୍ଜର ଟ୍ରେନ ବୁଧବାର ରାତିରେ...

ସୋହେଲା ହତ୍ୟା ମାମଲା : ଜଣେ ନାବାଳକଙ୍କ ସମେତ ୫ ଗିରଫ

ସୋହେଲା,୧୦।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲାଠାରେ ରାବଣ ପୋଡ଼ି ସମୟରେ ଏକ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ସଂପୃକ୍ତ ପୋଲିସ ଜଣେ ନାବାଳକଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି ା ଗୁରୁବାର ଅପରାହ୍ନରେ ସୋହେଲା ଥାନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପଦ୍ମପୁର...

ବରଗଡ଼-ବଲାଙ୍ଗୀର ରାସ୍ତାରେ ବ୍ୟବସାୟୀଙ୍କୁ ଗୁଳିମାଡ଼, ଡାକ୍ତରଖାନାରେ ଭର୍ତ୍ତି

ବରଗଡ଼ ଅଫିସ, ୧୦।୧୦- ବରଗଡ଼-ବଲାଙ୍ଗୀର ରାସ୍ତାରେ ବୁଧବାର ବିଳମ୍ବିତ ରାତିରେ ଏକ ଗୁଳିକାଣ୍ଡ ଘଟିଛି। ଗୁଳିମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କଣ୍ଟାବାଞ୍ଜିର ସଚିନ ଅଗ୍ରୱାଲ (୨୬)। ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲିରେ ସେ ବ୍ୟବସାୟ କରୁଥିବା...

୨୧ରେ ବିଜେପୁର ଉପନିର୍ବାଚନ: ପୋଲିସ ବ୍ୟବସ୍ଥା ନେଇ ଡିଜିପିଙ୍କ ସମୀକ୍ଷା

ବରଗଡ଼ ଅଫିସ,୯।୧୦- ଆସନ୍ତା ୨୧ ତାରିଖରେ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ। ଉପନିର୍ବାଚନକୁ ଶୃଙ୍ଖଳିତ, ଅବାଧ ଓ ନିରପେକ୍ଷଭାବେ ସମାପନ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଏହି ପରିପ୍ରେକ୍ଷୀରେ ବୁଧବାର ବରଗଡ ଜିଲା ପୋଲିସ...

ମର୍ନିଂଓ୍ବାକ୍‌ ବେଳେ ଅଜଣା ଗାଡ଼ି ଧକ୍କାରେ କ୍ରଶର ମ୍ୟାନେଜର ମୃତ

ବରଗଡ଼ ଅଫିସ,୯।୧୦: ବରଗଡ଼-ସୋହେଲା ରାସ୍ତାର ସାଉନ୍ତପୁର ନିକଟରେ ବୁଧବାର ଭୋର ସମୟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ କ୍ରଶର ମାଲିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବରଗଡ଼ ଜିଲା ତାଲଶ୍ରୀଗିଡ଼ା ନିବାସୀ ରଜତ ଷଡଙ୍ଗୀ। ପ୍ରକାଶ ଯେ, ରଜତ...

ମଦ ପିଆକୁ କେନ୍ଦ୍ର କରି ଭୁଜାଲି ମାଡ଼: ଜଣେ ମୃତ, ୪ ଗୁରୁତର

ସୋହେଲା,୯।୧୦(ଡି.ଏନ.ଏ.): ବରଗଡ ଜିଲା ସୋହେଲାରେ ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଖେଳ ପଡ଼ିଆରେ ରାବଣ ପୋଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ଦେଖିବାକୁ ପଶ୍ଚିମ ଓଡ଼ିଶା ତଥା ଛତିଶଗଡ଼ ରାଜ୍ୟର ଲକ୍ଷାଧିକ ଲୋକଙ୍କ ସମାଗମ ହୋଇଥିଲା। ରାତି ପ୍ରାୟ ୧ଟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri