ବରଗଡ଼

ଦେବେଶ ବିଜେଡ଼ି ରାଜ୍ୟ ସଂଯୋଜକ କମିଟି ସଦସ୍ୟ ହୋଇଥିବାରୁ କୃତଜ୍ଞତା

ବରଗଡ଼,୬ା୮: (ପ୍ରେମାନନ୍ଦ ଖମାରୀ):ବିଜେଡ଼ି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦଳର ରାଜ୍ୟସ୍ତରୀୟ ସଂଯୋଜକ କମିଟି ଗଠନ କରିଛନ୍ତି। ଦଳର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏଥିରେ ୧୫ଜଣିଆଁ ଟିମ୍‌ ରହିଛନ୍ତି। ଏହି ଟିମ୍‌ରେ...

ବିଜେଡି ରାଜ୍ୟ ସଂଯୋଜକ କମିଟି ସଦସ୍ୟ ହେଲେ ଦେବେଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜ୍ୟରେ ଦଳର ବିଭିନ୍ନ କାର୍ଯ୍ୟ କଳାପର ରାଜ୍ୟସ୍ତରୀୟ ସଂଯୋଜକ କମିଟି ଗଠନ କରି ସୋମବାର ନାମ ଘୋଷଣା କରିଛନ୍ତି। ଏହି କମିଟିରେ ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ...

ପୁଣି ବଢ଼ିଲା ସୁନା ଦର: ଜାଣନ୍ତୁ କେତେ

ଭୁବନେଶ୍ୱର,୫।୮: ସୋମବାର କଟକ ଓ ଭୁବନେଶ୍ୱରରେ ସୁନାଦର ବଢିଛି । ରବିବାର ଅପେକ୍ଷା ସୁନାର ଦାମ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ ସୁନା ଦର ୭୦,୫୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ...

ତେଲଙ୍ଗାନାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ:ମୃତଦେହ ଆଣିବାରେ ସାମାଜିକ କର୍ମୀ ବଢ଼ାଇଲେ ସହଯୋଗର ହାତ

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ):ତେଲେଙ୍ଗାନାରେ ରବିବାର ବରଗଡ଼ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ପାଇକମାଳ ବ୍ଲକ ଅନ୍ତର୍ଗତ ଛିନ୍ଦେଇକେଲା ଗ୍ରାମର ଦୟା ଦୀପ। ସେ ତେଲଙ୍ଗାନାର ଏକ ଇଟାଭାଟିରେ କାମ କରୁଥିଲେ। ତେବେ ତାଙ୍କ ମୃତ୍ୟୁ...

କଳାକାରଙ୍କ ହକ୍‌ ପାଇଁ ସଂଗ୍ରାମ ଜାରି ରଖିବାକୁ ଆହ୍ବାନ

ବରଗଡ଼,୪ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ପରିସରରେ ରବିବାର ପଶ୍ଚିମ ଓଡ଼ିଶା କଳାକାର ମହାସଂଘର ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କଳା, କଳାକାରଙ୍କ ହକ ଓ ସ୍ବାର୍ଥ ପାଇଁ ମହାସଂଘ ନିରନ୍ତର ସଂଗ୍ରାମ ଜାରି ରଖିବ...

ବେଆଇନ ମଦ, ସଟ୍ଟା କାରବାର ଉପରେ ଚଢ଼ାଉ: ୧୧ ଜଣଙ୍କୁ ବାନ୍ଧିଲା ପୋଲିସ

ବରଗଡ଼ା,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ, ସଦର ଏବଂ ଗ୍ରାମାଞ୍ଚଳ ଥାନା ପୋଲିସ ବେଆଇନ ମଦ ଏବଂ ସଟ୍ଟା କାରବାର ଉପରେ ଚଢ଼ାଉ କରିଛି। ଚଢ଼ାଉରେ ୧୧ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ପାଖରୁ ନଗଦ ବିପୁଳ ଟଙ୍କା ସହିତ ମଦ, ତାସ,...

୫ରେ  ବିଦ୍ୟୁତ୍‌ ଯୋଗାଣ ବନ୍ଦ: ସକାଳ ୮ ଟାରୁ ରହିବନି କରେଣ୍ଟ

ବରଗଡ଼୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଦ୍ୟୁତ୍‌ ବିତରଣ କମ୍ପାନୀ ଟିପିଡବ୍ଲୁଓଡିଏଲ ପକ୍ଷରୁ ଆସନ୍ତା ୫ ତାରିଖ ସୋମବାର ଗ୍ରୀଡ୍‌ ସବଷ୍ଟେଶନର ରକ୍ଷାବେକ୍ଷଣ କାର୍ଯ୍ୟ ପାଇଁ ଜିଲାର ବିଭିନ୍ନ ସ୍ଥାନରେ ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବିଦ୍ୟୁତ ଯୋଗାଣ ବନ୍ଦ ରହିବ...

ବୟାନବାଜି, ଡାକବାଜିରେ ସୀମିତ ଉଚ୍ଛେଦ ପ୍ରକ୍ରିୟା

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ସରକାରୀ ଜମି ଉପରେ ଜବରଦଖଲ ତଥା ବେଆଇନ ନିର୍ମାଣ ଭଙ୍ଗାଯିବ। ବଡ଼ ଅଟ୍ଟାଳିକାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହେବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗଣମାଧ୍ୟମ ସମ୍ମୁଖରେ ବାରମ୍ବାର ଏହା କହି ଆସିଛନ୍ତି।...

ସ୍ବାଧୀନତା ଦିବସରେ ହେବେ ପୁରସ୍କୃତ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ମୁଲବାର ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ସାଧାରଣଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବରଗଡ଼ର ସାମାଜିକ ଅନୁଷ୍ଠାନ ଜନକଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ବିଦ୍ୟାଳୟର ଷଷ୍ଠ ଏବଂ ସପ୍ତମ ଶ୍ରେଣୀ...

ବିଭିନ୍ନ ମନ୍ଦିରରୁ ଚୋରି କରି ଜଣେ ଗିରଫ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଚୋରି ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କାଶିପାଲି ଗ୍ରାମର ବଲ୍ଲଭ ଭୁଏ(୪୫)। ଗିରଫ ଅଭିଯୁକ୍ତ ଅମ୍ବାଭୋନା ଥାନା ଅଞ୍ଚଳର ବିଭିନ୍ନ ମନ୍ଦିର, ଅଙ୍ଗନୱାଡ଼ି...

ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିଯୁକ୍ତ ହେଲେ ବରଗଡ଼ ବିଧାୟକ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଧାନସଭା ସଚିବାଳୟ ପକ୍ଷରୁ ଗୁରୁବାର ବିଭିନ୍ନ ବିଭାଗର ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଓ ସଦସ୍ୟ ମାନଙ୍କୁ ନିଯୁକ୍ତ କରାଯାଇଛି। ଏଥିରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡଙ୍ଗୀଙ୍କୁ ଜଳ ସମ୍ପଦ, କୃଷି ଓ କୃଷକ ସଶକ୍ତିକରଣ ଏବଂ...

ପୋଲିସ ଢିଲା, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି। ସଟ୍ଟାଜୁଆ, ଚୋରାମଦ କାରବାର ଆଦି ସାଧାରଣରେ ଏଠାରେ ପରିଣତ ହୋଇଛି। ସେହିପରି ଦିନ ଦ୍ୱିପ୍ରହରରେ ଏଠାରେ ହତ୍ୟାକାଣ୍ଡ ଘଟୁଥିବାବେଳେ ଲୁଟେରାଙ୍କ ଦୌରାତ୍ମ ମଧ୍ୟ ବଢ଼ି ଚାଲିଛି। କେବଳ ସେତିକି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri