ବରଗଡ଼

ହମ୍ପସ୍‌ରେ ପଡି ଜଣେ ଛାତ୍ର ମୃତ , ଜଣେ ଗୁରୁତର

ସୋହେଲା,୨୦।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ପୂରୁଣା ଚେକ୍‌ଗେଟ ନିକଟ ୬ ନମ୍ବର ଜାତୀୟ ରାଜପଥରେ ଏକ ସାଇକେଲ ଯୋଗେ ଯାଉଥିବା ସମୟରେ ହମ୍ପସ୍‌ରେ ପଡ଼ି ସୋହେଲା ଡିଗ୍ରୀ କଲେଜର ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି।...

ଅବ୍ୟବସ୍ଥା ମଧ୍ୟରେ ଗତିଶ୍ୱର ମହାବିଦ୍ୟାଳୟ, ଆବଶ୍ୟକ ଶ୍ରେଣୀଗୃହ, ସାଇକେଲ ଷ୍ଟାଣ୍ଡ୍‌ ନାହିଁ

ନୂଆଗାଁ,୨୦ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତରେ ଥିବା ଗତିଶ୍ୱର ମହାବିଦ୍ୟାଳୟରେ ବହୁବିଧ ସମସ୍ୟା ଲାଗିରହିଛି। କଲେଜରେ ଆବଶ୍ୟକ ଶ୍ରେଣୀଗୃହ ନ ଥିବାବେଳେ ସାଇକେଲ ଷ୍ଟାଣ୍ଡ୍‌ ମଧ୍ୟ ନାହିଁ। ନଳକୂପ ଥିଲେ ମଧ୍ୟ ସେଥିରୁ ବାହାରୁଥିବା ପାଣି...

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ କରୁଥିଲେ ବ୍ଲାକ୍‌ମେଲିଂ, ଅଭିଯୁକ୍ତଙ୍କୁ ଗିରଫ କଲା ସୋହେଲା ପୋଲିସ

ବରଗଡ଼ ଅଫିସ,୧୯।୯- ଗ୍ରାମ୍ୟ ଉନ୍ନୟନ ତଥା ଶ୍ରମମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ ବ୍ଲାକମେଲିଂ କରି ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଧମକ ଦେଇ ଟଙ୍କା ଆଦାୟ ଅଭିଯୋଗରେ ବରଗଡ଼ ଜିଲା ସୋହେଲା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ...

ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦକୁ ନେଇ ପ୍ରତିବାଦ: ଜିଲାପାଳ ଅଫିସ ଆଗରେ ଧାରଣା

ବରଗଡ଼ ଅଫିସ, ୧୮।୯: ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗାସ୍ଥିତ ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦ ପ୍ରତିବାଦରେ ବୁଧବାର ବୁଗବୁଗା ଗ୍ରାମବାସୀ ଜିଲାପାଳ ଅଫିସ ଆଗରେ ଧାରଣା ଦେଇଛନ୍ତି। ଧାରଣାରେ ଶତାଧିକ ଗ୍ରାମବାସୀ ସାମିଲ ହୋଇ ବ୍ୟାଙ୍କ ଉଚ୍ଛେଦ ନ...

ବରଗଡ଼ରେ ଲଜ୍ଜା: ଲୁଚକାଳି ଖେଳିବାକୁ ଡାକି ନାବାଳିକାଙ୍କୁ ବଳାତ୍କାର

ବରଗଡ଼ ଅଫିସ,୧୭।୯: ବରଗଡ଼ ଜିଲା ପାଇକମାଲ ଥାନା ଅଧୀନ ଏକ ଗ୍ରାମରେ ସୋମବାର ଜଣେ ୯ ବର୍ଷର ନାବାଳିକାଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ପୀଡିତା ନାବାଳିକା ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ଯୋଗୁ ତାଙ୍କୁ ଚିକିତ୍ସା ପାଇଁ ଭୀମସାର, ବୁର୍ଲା...

ବରଗଡ଼ ପଞ୍ଚାୟତ କଲେଜରେ ଛାତ୍ର ଆନ୍ଦୋଳନ: ପ୍ରତିଶ୍ରୁତି ନ ମିଳିବା ପର୍ଯ୍ୟନ୍ତ ଜାରିରହିବ

ବରଗଡ଼ ଅଫିସ, ୧୬।୯: ବରଗଡ଼ ପଞ୍ଚାୟତ କଲେଜ ଛାତ୍ରୀଛାତ୍ର ବିଭିନ୍ନ ଦାବିନେଇ ସୋମବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। କଲେଜ ଫାଟକରେ ତାଲା ପକାଇବା ସହିତ ଦାବିନେଇ ନାରାବାଜି କରୁଛନ୍ତି। ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ପୂରଣ, କଲେଜକୁ ସ୍ବୟଂଶାସିତ ମାନ୍ୟତା, ପାନୀୟ...

ମହାନଦୀରୁ ମିଳିଲା ବିରଳ ପ୍ରଜାତିର ମାଛ, କଇଁଛ

ଗଣ୍ଡତୁରୁମ, ୧୫।୯ (ଡି.ଏନ.ଏ):ବରଗଡ ଜିଲା ଭେଡେନ ବ୍ଲକ ଅଞ୍ଚଳରେ ପ୍ରବାହିତ ମହାନଦୀରେ ବିରଳ ପ୍ରକାର ମାଛ ଓ କଇଁଛ ଦେଖିବାକୁ ମିଳିଛି । ରବିବାର ବ୍ରାହ୍ମଣତୁରୁମ ଗ୍ରାମର ପ୍ରେମସାଗର ତରିଆ ନଦୀରେ ମାଛ ମାରୁଥିବା ସମୟରେ ଏହି ମାଛ ଓ...

ଅନନ୍ତବ୍ରତ ପାଇଁ ବିଜେପୁର ଉତ୍ସବମୁଖର

ବିଜେପୁର, ୧୩।୯ (ଡି.ଏନ.ଏ): ବିଜେପୁର ସହର ପ୍ରସିଦ୍ଧ ଅନନ୍ତବ୍ରତ ମହୋତ୍ସବ ପାଇଁ ଶୁକ୍ରବାର ଉତ୍ସବ ମୁଖରିତ ହୋଇଉଠିଛି । ପୂଜା ମଣ୍ଡପରେ ହୋମ, ଆଳତୀ, ଶଙ୍ଖ, ଘଣ୍ଟ, ପୁରୋହିତଙ୍କ ବେଦମନ୍ତ୍ର ଧ୍ୱନିରେ ଭକ୍ତିଭାବମୟ ପରିବେଶ ସୃଷ୍ଟି ହେଉଛି । ରଙ୍ଗବେରଙ୍ଗ...

ପଦ୍ମପୁରରେ ଶ୍ରମ କମିଶନର

ପଦ୍ମପୁର, ୧୩।୯ (ଡି.ଏନ.ଏ): ରାଜ୍ୟ ଶ୍ରମ କମିଶନର ନିରଞ୍ଜନ ସାହୁ ଶୁକ୍ରବାର ଦିନିକିଆ ପଦ୍ମପୁର ଗସ୍ତରେ ଆସି ଦାଦନ ଶ୍ରମିକ ସମ୍ପର୍କିତ ଏକ ସମୀକ୍ଷା ବୈଠକରେ ଯୋଗଦାନ କରଥିଲେ। ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ...

ଆଏଜ୍‌ ବିଜେପୁରର୍‌ ନାଁକରା ଅନନ୍ତବ୍ରତ: କଳା ପର୍‌ଦରଶନ କରବେ ୫ଶହ କଳାକାର

ବିଜେପୁର, ୧୨।୯ (ଡି.ଏନ.ଏ): ଆମର ସମାଜରେ ଭିନେ ଭିନେ ସମିଆରେ ଅନେକ୍‌ ପରକାର ପୂଜାପାଠ୍‌, ଓଷା, ବ୍ରତ, ଉଛବ୍‌, ଜାନିଯାତ୍‌ରା ପାଲନ୍‌ ହେଉଛେ। ହେଲେ ଆଧୁନିକତାର ଛାପ୍‌ରେ କେତେ ମୂଲୁ ମେଟିଗଲାବେଲେ ଆରକେତେ ସମିଆର ସଂଗେ ତାଲ ଦେଇ ପାଲନ୍‌...

ସ୍ବଚ୍ଛ ଭାରତ ମିଶନ ବାଟ୍‌ବନା: ୩ ମାସେ ଭୁଷ୍‌ଲି ଗଲା ପାଏଖାନା

ଅତାବିରା, ୧୨।୯ (ଡି.ଏନ୍‌.ଏ.):  ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଆର ଦେଶଭଟିଲି ଗାଁରେ ସ୍ବଚ୍ଛ ଭାରତ ଯୋଜନା ବାଟ୍‌ବନା ହେଇଛେ। ଉଦେପୁର ଗାଁର କର୍ପୂର ମିର୍ଦ୍ଧା ଆର ତାକର ପୁଓ ଦୟା ମିର୍ଦ୍ଧାକଁର ପାଏଖାନା ତିଆରି...

ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦର ପ୍ରତିବାଦ: ଧାରଣାକୁ ଓହ୍ଲାଇଲେ ଉପଭୋକ୍ତା

ବରଗଡ଼ ଅଫିସ୍‌/ଅତାବିରା,୧୧।୯ (ଡି.ଏନ.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗାଠାରେ ରହିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସବିଆଇ)ର ଶାଖା ଉଚ୍ଛେଦ କରାଯିବା ନେଇ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଏହାର ପ୍ରତିବାଦରେ ବୁଧବାର ଅଞ୍ଚଳର ଉପଭୋକ୍ତାମାନେ ଆନ୍ଦୋଳନକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri