ବରଗଡ଼

ପୁଓର ଚିକିଛା ଲାଗି ବାପ୍‌ ବାରଦୁଆର: ସରକାରୀ ସାହାଯ୍‌ ଆଶ୍‌ରେ ପରିବାର

ଅତାବିରା, ୧୫।୮ (ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକର ଚିକିଛା ସୁବିଧା ଲାଗି ସ୍ବାସ୍ଥ୍ୟ ବୀମା ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଶିକ୍ଷାଦୀକ୍ଷା ହେଉ କି ସରକାରୀ ପରଚାର ପରସାରର ଅଭାବ, ଆଏଜ୍‌ ବି ଅନେକ୍‌ ଗରିବ୍‌...

ବରଗଡ଼ ଜିଲାପାଳଙ୍କଠାରୁ ମିଳିଲା ନିର୍ଭର ପ୍ରତିଶ୍ରୁତି, ଅନଶନ କରିବେନି ଜିଲା ପରିଷଦ ଅଧ୍ୟକ୍ଷା

ବରଗଡ଼ ଅଫିସ,୧୪।୮- ବରଗଡ଼ ଜିଲାରେ ଚୋରାମଦ କାରବାର ତଥା କୁଟିଆ ମଦ ଦୋକାନ ବନ୍ଦ ଦାବି ନେଇ ସ୍ଥାନୀୟ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ ସ୍ବାଧୀନତା ଦିବସରେ ଅନଶନ କରିବାକୁ ଚେତାବନୀ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ସେ ବରଗଡ଼...

ଗ୍ରାମାଞ୍ଚଳରୁ ବିପର୍ଯ୍ୟୟ ପରିଚାଳନାକୁ ଗୁରୁତ୍ୱ

ବରଗଡ଼ ଅଫିସ,୧୪।୮: ବରଗଡ଼ ଜିଲାପାଳ ଅଫିସ କକ୍ଷରେ ବୁଧବାର ବିପର୍ଯ୍ୟୟ ପରିଚାଳନା ଉପରେ ଏକ କର୍ମଶାଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥାର ଅଧିକାରୀମାନେ ଯୋଗ ଦେଇ ଗ୍ରାମାଞ୍ଚଳରୁ ବିପର୍ଯ୍ୟୟ ପରିଚାଳନା...

ଲଘୁଚାପ ବରଷାର ପରଭାବ:ଭାଂଗଲା ଅନେକ ଘର, ବିଦ୍ୟୁତ ସେବା ଠପ୍‌

ବିଜେପୁର, ୧୪।୮ (ଡି.ଏନ୍‌.ଏ.): ଲଘୁଚାପ ପରଭାବରେ ବରଗଡ଼ ଜିଲା ବିଜେପୁର ଅଂଚଲରେ ଗଲା ରଏବାର ବେଲବୁଡାନୁ ସୋମବାର ଦୁଇପହର ତକ୍‌ ବରଷା ଲାଗି ରହିଥିଲା। ବରଷାରେ ଅଂଚଲର ବହୁତ୍‌ ଲୁକ୍‌କର ଘରଦୁଆର ଭାଂଗି ଯାଇଥିବାର ଜନାଯାଇଛେ। ହେଲେ ଇଥ୍‌ରେ କେହି...

ବର୍ଷା ଯୋଗୁ ବରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ବରଗଡ଼ ଅଫିସ,୧୩।୮: ରାଜ୍ୟରେ ଗତ ୨ଦିନ ଧରି ବର୍ଷା ଲାଗିରହିଥିବା ବେଳେ ମଙ୍ଗଳବାର ସକାଳୁ ବରଗଡ଼ ଜିଲାରେ ବର୍ଷାର ପରିମାଣ ବଢ଼ିବାରେ ଲାଗିଛି। ଏ ନେଇ ବରଗଡ଼ ସହର ସମେତ ଜିଲାର ଅନ୍ୟ ଅଞ୍ଚଳ ମଧ୍ୟ ବର୍ଷାରେ ବେହାଲ ହୋଇପଡ଼ିଛି।...

ଗରାଖକଁର ପହେଲା ପସନ୍‌ ପ୍ରହଲ୍ଲାଦକଁର ଦହିବରା

  ଜାମଟିକ୍ରା, ୧୩।୮ (ଡି.ଏନ୍‌.ଏ.): ସମାଜର ପରିବରତନ୍‌ ସଂଗେ ଲୁକ୍‌କର ଖାଏଦ୍‌ ରୁଚି ବି ବଦଲୁଛେ। ଆଏଜ୍‌କାଲି ଅନେକ ଜାଗାରେ ରାସ୍‌ତା ତରେ, ବଜାରରେ ନାନା ଜାତିର ଚଟପଟା ଖାଏଦ୍‌ ମିଲୁଛେ। ଲୋକ୍‌ ଠିଆଡ଼େ ଠିଆଡ଼େ ଖାଏବାର ମଜା ନେଉଛନ୍‌।...

ମୁକ୍‌ଲା ହେଇ ପଡ଼ିଛେ ଟ୍ରାନ୍ସଫର୍ମର

ଜାମଟିକ୍ରା, ୧୨।୮ (ଡି.ଏନ୍‌.ଏ.):  ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ଜାମଟିକ୍ରା ଗଁାର ମୁଖିଆ ଛକ୍‌ରେ ମୁକଲା ହେଇ ବିପଦ୍‌ ଅବସ୍‌ତାରେ ଗୁଟେ ଟ୍ରାନ୍ସଫର୍ମର ପଡ଼ି ରହିଛେ। ଇ ରାସ୍‌ତାରେ ସବୁବେଲେ ଜନସାଧାରନ ସମେତ ଛୋଟ ଛୋଟ ଛୁଆମାନେ...

ସ୍ବାଧୀନତା ସଂଗ୍ରାମୀ ଦୟାନିଧି ନାୟକଙ୍କ ପରଲୋକ

ବରଗଡ଼ ଅଫିସ/ସୋହେଲା,୧୦।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ପାଣିମୋରା ଗ୍ରାମର ସ୍ବାଧୀନତା ସଂଗ୍ରାମୀ ଦୟାନିଧି ନାୟକଙ୍କ ଶନିବାର ସକାଳେ ପରଲୋକ ଘଟିଛି। ସେ ସକାଳୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିବା ବେଳେ ତାଙ୍କୁ ବରଗଡ଼ ସହର ଉପକଣ୍ଠ ଏକ ହସ୍ପିଟାଲକୁ...

ମୂର୍ତ୍ତି ଲାଗି ମାଏଟ୍‌ ଅଭାବ, ଚିନ୍‌ତାରେ କାରିଗର

ଜାମଟିକ୍ରା, ୧୦।୮ (ଡି.ଏନ୍‌.ଏ.): ଏହେଦ୍‌କା ଶରାବନ୍‌ ମାସର ତୁରତୀଅ ହପ୍‌ତା ଚାଲିଛେ। ଇତାର ପରେ ଭୁଦୋ ମାସ ଆରମ୍‌ରୁ ପରବ୍‌ ପରବାନୀ ଆରମ୍‌ ହେଇଯିବା। ଭୁଦୋରେ ଗଣେଶ ପୂଜାନୁ ଆରମ୍‌ କରି ବିଶ୍ୱକର୍ମା, ଖୁଦୁରୁକୁନୀ, ଦଶହରା, କାଳୀପୂଜା ଆର ଗୋବର୍ଦ୍ଧନ...

ଚାଷୀକୁଁ ସବ୍‌ସିଡିରେ ଦିଆଯିବା ଉଷୋକଷା

ବିଜେପୁର, ୧୦।୮ (ଡି.ଏନ୍‌.ଏ.):ବରଗଡ ଜିଲା ବିଜେପୁର ଅଂଚଲ୍‌ରେ ମୁଗ୍‌ଫଲି ଫସଲରେ ରୋଗ୍‌ପୋକ୍‌ ଲାଗି ଚାଷୀ ଅଥାଥାଲି ହେଇଯାଉଥିଲେ। ଯେତେ ଉଷୋକଷା ଝିଁଟ୍‌ଲେ ବି କାମ୍‌ ନାଇଁ କରୁଥିବାର ଅଭିଯୋଗ୍‌ ହେଇଥିଲା। ଇ ବାବ୍‌ଦେ ଗଲା ବୁଧବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ...

ଜୀବିତ ଲୋକଙ୍କୁ ବ୍ୟବଚ୍ଛେଦ ପାଇଁ ପଠାଇଲା ପୋଲିସ

ବରଗଡ଼ ଅଫିସ/ଅତାବିରା,୮ା୮: ଜଣେ ଜୀବିତ ଲୋକଙ୍କୁ ପୋଲିସ ମୃତ ଭାବିବା ଓ ବ୍ୟବଚ୍ଛେଦ ପାଇଁ ପଠାଇବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ବ୍ୟବଚ୍ଛେଦ ଗୃହରେ ସମ୍ପୃକ୍ତ ବ୍ୟକ୍ତି ଜୀବିତ ଥିବା ଜଣାପଡିବା ପରେ ତାଙ୍କୁ ତୁରନ୍ତ ଡାକ୍ତରଖାନାକୁ ନିଆଯାଇଥିଲା...

ପଞ୍ଚାୟତ ଭବନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ

ବରଗଡ଼ ଅଫିସ,୮।୮: ବରଗଡ଼ ପଞ୍ଚାୟତ ସମିତି ପରିସରରେ ଗୁରୁବାର ପଞ୍ଚାୟତ ଭବନର ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ମଞ୍ଜୁ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri