ବରଗଡ଼

ବରଗଡ଼ରେ ସାଧାରଣ ଲୋକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଅଭିଯୋଗପତ୍ର ଗ୍ରହଣ କଲେ, ଆଶ୍ୱାସନା ଦେଲେ

ଭୁବନେଶ୍ୱର,୧୮।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମଙ୍ଗଳବାର ବରଗଡ଼ରେ ପିଏମ୍‌ କିଶାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଯୋଗ ଦେବାପରେ ବରଗଡ଼ ସର୍କିଟ ହାଉସରେ ସାଧାରଣ ଲୋକଙ୍କ ସହିତ ମିଶିଛନ୍ତି। ବିଭିନ୍ନ ସ୍ଥାନୀୟ କୃଷକ ସଂଗଠନ, ସାମାଜିକ ସଂଗଠନର ପ୍ରତିନିଧିମାନଙ୍କ ସହିତ...

ହାତୀ ଆକ୍ରମଣରେ ଗୋଟିଏ ପରିବାରର ଚାଲିଗଲା ୩ ଜୀବନ

ଝାରବନ୍ଧ,୧୮।୬(ଦେବେନ୍ଦ୍ର ସାହୁ):ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଗୋଠୁଗୁଡା ପଞ୍ଚାୟତର ସଲଡିହି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ମାନେ ହେଲେ, ଉକ୍ତ ଗ୍ରାମର ବିପିନ ବରିହାଙ୍କ ସ୍ତ୍ରୀ ପାନ(୨୮), ଝିଅ ସୁନନ୍ଦା...

ଆଜି ଏତିକି ବେଳେ ଚାଷୀଙ୍କ ଆକାଉଣ୍ଟକୁ ଆସିବ ପ୍ରଧାନମନ୍ତ୍ରୀ କିସ୍ତି ଟଙ୍କା

ଭୁବନେଶ୍ୱର,୧୮ା୬ (ଅନିଲ ଦାସ):କେନ୍ଦ୍ର ସରକାର ଚାଷୀଙ୍କୁ ଜୁନ୍‌ ୧୮ରେ ପିଏମ୍‌-କିଷାନ ଯୋଜନାରେ ୧୭ତମ କିସ୍ତି ପ୍ରଦାନ କରିବାକୁ ଯାଉଛନ୍ତି। ସାରା ଦେଶରେ ଏହି ଦିନକୁ ପିଏମ୍‌-କିଷାନ ଉତ୍ସବ ଦିବସ ଆକାରରେ ପାଳନ କରାଯାଉଛି। ଓଡ଼ିଶାରେ ମଧ୍ୟ ମଙ୍ଗଳବାର ଅପରାହ୍ନ ୪ଟା...

ବରଗଡ଼ରେ ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ)): ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିଥିବା ଯୋଗୁ ବରଗଡ ଜିଲା ସ୍କୁଲଗୁଡ଼ିକରେ ଖରାଛୁଟିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଶିକ୍ଷା ବିଭାଗ ଏଭଳି ନିଷ୍ପତ୍ତି...

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ

ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ ଥିବା ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉପସ୍ଥିତ ରହିବେ। ମିଳିଥିବା ସୂଚନାନୁଯାୟୀ,...

ପାଣ୍ଡିଆନଙ୍କୁ ଟାର୍ଗେଟ୍‌ କରି ପ୍ରଦୀପଙ୍କ ବିସ୍ଫୋରକ ବୟାନ: ସନ୍ନ୍ୟାସ ନୁହେଁ, ଗୋଟିଗୋଟି କରି ହିସାବ ଦେବ, ନଚେତ୍‌…

ବରଗଡ଼,୧୫ା୬(ପ୍ରେମାନନ୍ଦ ଖମାରୀ): ସନ୍ନ୍ୟାସ ନୁହେଁ, ଯେଉଁମାନେ ବିଜେଡି ସରକାରଙ୍କ ୫-ଟି ଯୋଜନା ଜରିଆରେ ରାଜ୍ୟର ଖଣି, ଖାଦାନର ଶହଶହ କୋଟି ସମ୍ପତ୍ତି ହରିଲୁଟ୍‌ କରିଛନ୍ତି, ରାଜକୋଷରେ ରହିଥିବା ପଇସା ଲୁଟିଛନ୍ତି, ଭାଜପା ସରକାର ସେସବୁର ଗୋଟିଗୋଟି କରି ହିସାବ କରିବ...

ଆନ୍ତଃଜିଲା ଚୋର ଗ୍ୟାଙ୍ଗ ଠାବ, ୮ଗିରଫ

ବରଗଡ଼,୧୫।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପୋଲିସ ଏକ ଆନ୍ତଃରାଜ୍ୟ ଚୋରିଗ୍ୟାଙ୍ଗଙ୍କୁ ଗିରଫ କରିଛି। ପୋଲିସ ସମୂଦାୟ ୮ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରୁ ୬ ଅଭିଯୁକ୍ତ ଚୋରିଗ୍ୟାଙ୍ଗର ହୋଇଥିବାବେଳେ ଅନ୍ୟ ୨ଜଣ ଚୋରି ସାମଗ୍ରୀ ଗ୍ରହଣ କରି ଗିରଫ ହୋଇଛନ୍ତି।...

ମନ୍ତ୍ରୀଶୂନ୍ୟ ବରଗଡ଼, ଜିଲାବାସୀ ନିରାଶ

ବରଗଡ଼,୧୨ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ପ୍ରଥମଥର ପାଇଁ ସଂଖ୍ୟା ଗରିଷ୍ଠତା ହାସଲ କରି ଭାଜପା ସରକାର ଗଠନ କରିଛି। ଏହିକ୍ରମରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ୨ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ୮ କ୍ୟାବିନେଟ ମନ୍ତ୍ରୀ...

ଅତାବିରା ବିଧାନସଭା: ଭାଜପା ୭୯୦୦ ଭୋଟରେ ଆଗୁଆ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ):ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ଚାଲିଛି। ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡ ସୁଦ୍ଧା ଭାଜପା ୭୯୦୦ ଭୋଟରେ ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦଙ୍କୁ ୨୧ହଜାର ୪୧୯ ଭୋଟ ମିଳିଥିବା ବେଳେ...

ଅତାବିରାରେ ଭାଜପା ଆଗୁଆ

ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍‌ ଗଣତି ଚାଲିଛି। ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡ ସୁଦ୍ଧା ଭାଜପା ୭୯୦୦ ଖଣ୍ଡ ଭୋଟ୍‌ରେ ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦଙ୍କୁ ୨୧ହଜାର ୪୧୯ ଭୋଟ୍‌...

ବରଗଡ଼ ବିଧାନସଭା: ୪ର୍ଥ ରାଉଣ୍ଡରେ ଭାଜପାକୁ ପଛରେ ପକାଇଲା ବିଜେଡି

ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍‌ ଗଣତି ଜାରି ରହିଛି। ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡରେ ବିଜେଡି ନିକଟତମ ପ୍ରତିଦ୍ବନ୍ଦ୍ୱୀ ଭାଜପାକୁ ପଛରେ ପକାଇଛି। ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟଙ୍କୁ ୧୯ହଜାର...

କେନ୍ଦ୍ରାପଡ଼ାରେ ଏମ୍‌ପିରେ ଭାଜପା, ବିଧାନସଭାରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍‌ ଗଣତି ଚାଲିଛି। ମଙ୍ଗଳବାର ସକାଳ ୮ଟାରୁ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଆରମ୍ଭ ହୋଇଥିବା ଏହି ଗଣତିରେ ଜିଲାର ଏମ୍‌ପି ଆସନରେ ଭାଜପା ଓ ବିଧାନସଭାରେ ବିଜେଡି ପ୍ରାର୍ଥୀମାନେ ଆଗୁଆ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri