ରୋଗପୋକ ଉଜାଡିଲା ଚାଷ : କୃଷି ଅଧିକାରୀଙ୍କୁ ଦେଖାଇଲେ ଧାନକେଣ୍ଡା
ଜାମଟିକ୍ରା, ୪।୧୧ (ଡି.ଏନ.ଏ): ଅତାବିରା ବ୍ଲକ ଅଞ୍ଚଳରେ ଧାନ ଫସଲରେ ଲାଗିଥିବା ରୋଗପୋକ ଯୋଗୁ ଚାଷ କ୍ଷତିଗ୍ରସ୍ତ ହୋଇଛି। ବଜାରରେ ମିଳୁଥିବା କୀଟନାଶକ ପ୍ରୟୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଫଳରେ ସୋମବାର ଚାଷୀମାନେ ଅତାବିରା କୃଷି ଓ...