ବରଗଡ଼

ବରଗଡ଼ରେ ଯୋଗଦେଲେ ନୂତନ ଅତିରିକ୍ତ ଜିଲାପାଳ

ବରଗଡ଼ ଅଫିସ,୨୩।୯ : ବରଗଡ଼ର ନୂତନ ଅତିରିକ୍ତ ଜିଲାପାଳ ଭାବେ ସୋମବାର ମିର୍ଦ୍ଧା ଟପ୍ପୋ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ଭବାନୀପାଟଣା ଉପଜିଲାପାଳ ଭାବେ କାର୍ଯ୍ୟରତ ଥିଲେ। ଏହା ସହିତ ୨୦୦୪ ମସିହାରେ ସେ ବରଗଡ଼ ରେଭିନ୍ୟୁ ଅଫିସର...

ବରଗଡ଼ ଧାନକିଣା ଦୁର୍ନୀତି: ଆର୍ଥିକ ଅପରାଧ ଶାଖା ତଦନ୍ତ ଦାବି କଲା ଆପ୍‌

ବରଗଡ଼ ଅଫିସ,୨୧।୯: ବରଗଡ଼ ଜିଲା ତୋରା ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ)ରେ ଗତ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଦୁର୍ନୀତିରେ ଖୋଦ୍‌ ସମବାୟ, ଯୋଗାଣ, ନିୟନ୍ତ୍ରିତ ବଜାର କମିଟି(ଆର୍‌ଏମ୍‌ସି), ରାଜସ୍ବ...

ଅଜଣା ରୋଗରେ ପରିବାରର ଦୁଇ ଶିଶୁ ମୃତ

ଭେଡ଼େନ,୨୧।୯(ଡି.ଏନ.ଏ.): ବରଗଡ଼ ଜିଲା ଭେଡ଼େନ ବ୍ଳକ ଅନ୍ତର୍ଗତ ଚିଚିଣ୍ଡା ଗ୍ରାମ ପଞ୍ଚାୟତର ଚମାର ପଡ଼ାର ଗୋଟିଏ ପରିବାରର ଦୁଇ ଜଣ ଶିଶୁଙ୍କ ଅଜଣା ରୋଗରେ ଶୁକ୍ରବାର ମୃତ୍ୟୁ ହୋଇଛି। ଚମାର ପଡ଼ାର ଫକିର ମିରିଗ ଓ ପୂର୍ଣ୍ଣିମା ମିରିଗଙ୍କ ବଡ଼...

ହମ୍ପସ୍‌ରେ ପଡି ଜଣେ ଛାତ୍ର ମୃତ , ଜଣେ ଗୁରୁତର

ସୋହେଲା,୨୦।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ପୂରୁଣା ଚେକ୍‌ଗେଟ ନିକଟ ୬ ନମ୍ବର ଜାତୀୟ ରାଜପଥରେ ଏକ ସାଇକେଲ ଯୋଗେ ଯାଉଥିବା ସମୟରେ ହମ୍ପସ୍‌ରେ ପଡ଼ି ସୋହେଲା ଡିଗ୍ରୀ କଲେଜର ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି।...

ଅବ୍ୟବସ୍ଥା ମଧ୍ୟରେ ଗତିଶ୍ୱର ମହାବିଦ୍ୟାଳୟ, ଆବଶ୍ୟକ ଶ୍ରେଣୀଗୃହ, ସାଇକେଲ ଷ୍ଟାଣ୍ଡ୍‌ ନାହିଁ

ନୂଆଗାଁ,୨୦ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତରେ ଥିବା ଗତିଶ୍ୱର ମହାବିଦ୍ୟାଳୟରେ ବହୁବିଧ ସମସ୍ୟା ଲାଗିରହିଛି। କଲେଜରେ ଆବଶ୍ୟକ ଶ୍ରେଣୀଗୃହ ନ ଥିବାବେଳେ ସାଇକେଲ ଷ୍ଟାଣ୍ଡ୍‌ ମଧ୍ୟ ନାହିଁ। ନଳକୂପ ଥିଲେ ମଧ୍ୟ ସେଥିରୁ ବାହାରୁଥିବା ପାଣି...

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ କରୁଥିଲେ ବ୍ଲାକ୍‌ମେଲିଂ, ଅଭିଯୁକ୍ତଙ୍କୁ ଗିରଫ କଲା ସୋହେଲା ପୋଲିସ

ବରଗଡ଼ ଅଫିସ,୧୯।୯- ଗ୍ରାମ୍ୟ ଉନ୍ନୟନ ତଥା ଶ୍ରମମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ ବ୍ଲାକମେଲିଂ କରି ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଧମକ ଦେଇ ଟଙ୍କା ଆଦାୟ ଅଭିଯୋଗରେ ବରଗଡ଼ ଜିଲା ସୋହେଲା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ...

ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦକୁ ନେଇ ପ୍ରତିବାଦ: ଜିଲାପାଳ ଅଫିସ ଆଗରେ ଧାରଣା

ବରଗଡ଼ ଅଫିସ, ୧୮।୯: ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗାସ୍ଥିତ ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦ ପ୍ରତିବାଦରେ ବୁଧବାର ବୁଗବୁଗା ଗ୍ରାମବାସୀ ଜିଲାପାଳ ଅଫିସ ଆଗରେ ଧାରଣା ଦେଇଛନ୍ତି। ଧାରଣାରେ ଶତାଧିକ ଗ୍ରାମବାସୀ ସାମିଲ ହୋଇ ବ୍ୟାଙ୍କ ଉଚ୍ଛେଦ ନ...

ବରଗଡ଼ରେ ଲଜ୍ଜା: ଲୁଚକାଳି ଖେଳିବାକୁ ଡାକି ନାବାଳିକାଙ୍କୁ ବଳାତ୍କାର

ବରଗଡ଼ ଅଫିସ,୧୭।୯: ବରଗଡ଼ ଜିଲା ପାଇକମାଲ ଥାନା ଅଧୀନ ଏକ ଗ୍ରାମରେ ସୋମବାର ଜଣେ ୯ ବର୍ଷର ନାବାଳିକାଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ପୀଡିତା ନାବାଳିକା ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ଯୋଗୁ ତାଙ୍କୁ ଚିକିତ୍ସା ପାଇଁ ଭୀମସାର, ବୁର୍ଲା...

ବରଗଡ଼ ପଞ୍ଚାୟତ କଲେଜରେ ଛାତ୍ର ଆନ୍ଦୋଳନ: ପ୍ରତିଶ୍ରୁତି ନ ମିଳିବା ପର୍ଯ୍ୟନ୍ତ ଜାରିରହିବ

ବରଗଡ଼ ଅଫିସ, ୧୬।୯: ବରଗଡ଼ ପଞ୍ଚାୟତ କଲେଜ ଛାତ୍ରୀଛାତ୍ର ବିଭିନ୍ନ ଦାବିନେଇ ସୋମବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। କଲେଜ ଫାଟକରେ ତାଲା ପକାଇବା ସହିତ ଦାବିନେଇ ନାରାବାଜି କରୁଛନ୍ତି। ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ପୂରଣ, କଲେଜକୁ ସ୍ବୟଂଶାସିତ ମାନ୍ୟତା, ପାନୀୟ...

ମହାନଦୀରୁ ମିଳିଲା ବିରଳ ପ୍ରଜାତିର ମାଛ, କଇଁଛ

ଗଣ୍ଡତୁରୁମ, ୧୫।୯ (ଡି.ଏନ.ଏ):ବରଗଡ ଜିଲା ଭେଡେନ ବ୍ଲକ ଅଞ୍ଚଳରେ ପ୍ରବାହିତ ମହାନଦୀରେ ବିରଳ ପ୍ରକାର ମାଛ ଓ କଇଁଛ ଦେଖିବାକୁ ମିଳିଛି । ରବିବାର ବ୍ରାହ୍ମଣତୁରୁମ ଗ୍ରାମର ପ୍ରେମସାଗର ତରିଆ ନଦୀରେ ମାଛ ମାରୁଥିବା ସମୟରେ ଏହି ମାଛ ଓ...

ଅନନ୍ତବ୍ରତ ପାଇଁ ବିଜେପୁର ଉତ୍ସବମୁଖର

ବିଜେପୁର, ୧୩।୯ (ଡି.ଏନ.ଏ): ବିଜେପୁର ସହର ପ୍ରସିଦ୍ଧ ଅନନ୍ତବ୍ରତ ମହୋତ୍ସବ ପାଇଁ ଶୁକ୍ରବାର ଉତ୍ସବ ମୁଖରିତ ହୋଇଉଠିଛି । ପୂଜା ମଣ୍ଡପରେ ହୋମ, ଆଳତୀ, ଶଙ୍ଖ, ଘଣ୍ଟ, ପୁରୋହିତଙ୍କ ବେଦମନ୍ତ୍ର ଧ୍ୱନିରେ ଭକ୍ତିଭାବମୟ ପରିବେଶ ସୃଷ୍ଟି ହେଉଛି । ରଙ୍ଗବେରଙ୍ଗ...

ପଦ୍ମପୁରରେ ଶ୍ରମ କମିଶନର

ପଦ୍ମପୁର, ୧୩।୯ (ଡି.ଏନ.ଏ): ରାଜ୍ୟ ଶ୍ରମ କମିଶନର ନିରଞ୍ଜନ ସାହୁ ଶୁକ୍ରବାର ଦିନିକିଆ ପଦ୍ମପୁର ଗସ୍ତରେ ଆସି ଦାଦନ ଶ୍ରମିକ ସମ୍ପର୍କିତ ଏକ ସମୀକ୍ଷା ବୈଠକରେ ଯୋଗଦାନ କରଥିଲେ। ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image