ବରଗଡ଼

ମନ୍ତ୍ରୀଶୂନ୍ୟ ବରଗଡ଼, ଜିଲାବାସୀ ନିରାଶ

ବରଗଡ଼,୧୨ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ପ୍ରଥମଥର ପାଇଁ ସଂଖ୍ୟା ଗରିଷ୍ଠତା ହାସଲ କରି ଭାଜପା ସରକାର ଗଠନ କରିଛି। ଏହିକ୍ରମରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ୨ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ୮ କ୍ୟାବିନେଟ ମନ୍ତ୍ରୀ...

ଅତାବିରା ବିଧାନସଭା: ଭାଜପା ୭୯୦୦ ଭୋଟରେ ଆଗୁଆ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ):ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ଚାଲିଛି। ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡ ସୁଦ୍ଧା ଭାଜପା ୭୯୦୦ ଭୋଟରେ ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦଙ୍କୁ ୨୧ହଜାର ୪୧୯ ଭୋଟ ମିଳିଥିବା ବେଳେ...

ଅତାବିରାରେ ଭାଜପା ଆଗୁଆ

ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍‌ ଗଣତି ଚାଲିଛି। ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡ ସୁଦ୍ଧା ଭାଜପା ୭୯୦୦ ଖଣ୍ଡ ଭୋଟ୍‌ରେ ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦଙ୍କୁ ୨୧ହଜାର ୪୧୯ ଭୋଟ୍‌...

ବରଗଡ଼ ବିଧାନସଭା: ୪ର୍ଥ ରାଉଣ୍ଡରେ ଭାଜପାକୁ ପଛରେ ପକାଇଲା ବିଜେଡି

ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍‌ ଗଣତି ଜାରି ରହିଛି। ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡରେ ବିଜେଡି ନିକଟତମ ପ୍ରତିଦ୍ବନ୍ଦ୍ୱୀ ଭାଜପାକୁ ପଛରେ ପକାଇଛି। ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟଙ୍କୁ ୧୯ହଜାର...

କେନ୍ଦ୍ରାପଡ଼ାରେ ଏମ୍‌ପିରେ ଭାଜପା, ବିଧାନସଭାରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍‌ ଗଣତି ଚାଲିଛି। ମଙ୍ଗଳବାର ସକାଳ ୮ଟାରୁ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଆରମ୍ଭ ହୋଇଥିବା ଏହି ଗଣତିରେ ଜିଲାର ଏମ୍‌ପି ଆସନରେ ଭାଜପା ଓ ବିଧାନସଭାରେ ବିଜେଡି ପ୍ରାର୍ଥୀମାନେ ଆଗୁଆ...

ବରଗଡ଼ ବିଧାନସଭା: ପ୍ରଥମ ରାଉଣ୍ଡରେ ଭାଜପା ଆଗୁଆ

ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମଙ୍ଗଳବାର ଭୋଟ୍‌ ଗଣତି ଚାଲିଛି। ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଥମ ରାଉଣ୍ଡରେ ଭାଜପା ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ଅଶ୍ବିନୀ କୁମାର ଷଡ଼ଙ୍ଗୀ ଆଗୁଆ ଅଛନ୍ତି। ଅଶ୍ବିନୀଙ୍କୁ ୫୫୧୪ ଭୋଟ୍‌ ମିଳିଥିବା...

ବରଗଡ଼ରେ ଭୋଟ୍‌ ଗଣତି ଆରମ୍ଭ: ଏତିକି ରାଉଣ୍ଡରେ ସରିବ ଗଣତି

ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମଙ୍ଗଳବାର ଭୋଟ୍‌ ଆରମ୍ଭ ହୋଇଛି। ଏହି କ୍ରମରେ ବରଗଡ଼ ଜିଲାରେ ସଂସଦୀୟ କ୍ଷେତ୍ର ଅଧୀନ ୫ ନିର୍ବାଚନ ମଣ୍ଡଳୀର ଭୋଟ୍‌ ଗଣତି କଡ଼ା ସୁରକ୍ଷା ବ୍ୟବସ୍ଥାରେ ଆରମ୍ଭ ହୋଇଛି। ବରଗଡ଼ ପଞ୍ଚାୟତ କଲେଜ...

କାଳସାଜିଲା କାଳବୈଶାଖୀ:ଧାନ ଶୁଖାଇବାକୁ ପକ୍କା ରାସ୍ତା ଭରସା

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଚାଷୀଙ୍କ ଦୁଃଖ ସରୁନି। ବର୍ତ୍ତମାନ ରବି ଧାନ ଅମଳ ସହିତ ଧାନ କିଣାବିକା ଚାଲିଥିବାବେଳେ ଚାଷୀଙ୍କୁ କାଳବୈଶାଖୀ କାଳ ସାଜିଛି। ଅମଳ ଧାନ କ୍ଷେତ, ଖଳାରେ ପଡିଛି। ସେହିପରି ବିକ୍ରି ଅପେକ୍ଷାରେ ଜିଲାର ବିଭିନ୍ନ ମଣ୍ଡିରେ...

ଥମୁନି ତାତି,ବଢୁଛନ୍ତି ଅଂଶୁଘାତ ରୋଗୀ

ବରଗଡ଼,୩୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ବଢ଼ି ଚାଲିଛି । ଜିଲାରେ ତାତି ଥମିବାର ନାଁ ନେଉ ନାହିଁ । ଅନ୍ୟବର୍ଷ ତୁଳନାରେ ଏଥର ତାପମାତ୍ରା ସର୍ବାଧିକ ରହୁଛି ବୋଲି ସ୍ଥାନୀୟ ଲୋକେ କହୁଛନ୍ତି । ଜିଲାରେ ଗତ...

ବରଗଡ଼ରେ ଅଂଶୁଘାତ ନେଲା ଜୀବନ

ବରଗଡ଼,୩୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଅଂଶୁଘାତରେ ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣକ ବରଗଡ଼ ହାଟପଦାର ସୁବଳ ବେହେରା (୩୧) ବୋଲି ଜିଲା ଜରୁରୀକାଳୀନ ଅଧିକାରୀ ସୂଚନା ଦେଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସୁବଳଙ୍କ ମୃତ୍ୟୁ...

ନୂଆ ଜୀବନ ପାଇଲେ ଜୀବନ: ଆହତ ନାବାଳକଙ୍କ ଶରୀରରୁ କଢାଗଲା ଲୁହାରଡ

ବରଗଡ଼,୩୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ରଥପଡାରେ ଶୁକ୍ରବାର ସକାଳୁ ପିଲାକଳିରୁ ଜଣେ ନାବାଳକଙ୍କ ଶରୀର ଭିତରକୁ ପଶି ଯାଇଥିବା ଲୁହାରଡକୁ ବାହାର କରାଯାଇଛି। ଭୀମସାର୍‌, ବୁର୍ଲା ଡ଼ାକ୍ତରଖାନାର ଡାକ୍ତରଙ୍କ ସଫଳ ଅସ୍ତ୍ରୋପଚାର ପରେ ଆହତ ନାବାଳକ ଜୀବନ ପାତିକାର(୯) ନୂଆ...

ପିଲାଙ୍କ କଳି: ନାବାଳକଙ୍କ ପିଠିରେ ଲୁହାରଡ୍‌ ଭୁସିଦେଲେ ଆଉ ଜଣେ ନାବାଳକ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟ୍‌ଲି ରଥପଡ଼ାରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ୨ ନାବାଳକଙ୍କ ମଧ୍ୟରେ କଳିଗୋଳ ହେବାରୁ ଜଣେ ନାବାଳକଙ୍କ ପିଠିରେ ଅନ୍ୟଜଣେ ନାବାଳକ ଏକ ଲୁହାରଡ୍‌ ଭୁସି ଦେଇଛନ୍ତି। ଫଳରେ ଲୁହାରଡ୍‌ଟି ନାବାଳକଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri