ବରଗଡ଼

ମଥୁରାନଗରୀରେ ହତ୍ୟାକାଣ୍ଡ:ଶାଳକଙ୍କ ଛୁରାମାଡରେ ଗଲା ଭିଣୋଇଙ୍କ ଜୀବନ

ମଥୁରାନଗରୀ,୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର (ମଥୁରାନଗରୀ)ରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ମଙ୍ଗଳା ଝୁମ୍ପୁଡିରେ ଏହି ହତ୍ୟାକାଣ୍ଡ ଘଟିଛି। ଶାଳକଙ୍କ ଛୁରାମାଡରେ ଭିଣୋଇଙ୍କ ଜୀବନ ଯାଇଛି। ମୃତକଙ୍କ ନାମ ଶଙ୍କର ଦାସ ବୋଲି ସୂଚନା ମିଳିଛି। ଗୋଟିଏ...

ଧନୁଯାତ୍ରାରେ ରଙ୍ଗସଭା: କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା

ମଥୁରାନଗରୀ,୮ା୧(ପ୍ରେମାନନ୍ଦ ଖମାରୀ): ବୃ଼ହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ରାଜ ଦରବାରରେ ଅନୁଷ୍ଠିତ କଂସଙ୍କ ଜନତା ଦରବାର (ରଙ୍ଗସଭା) ବେଶ ଚିତ୍ତାକର୍ଷକ ଥିଲା। ଏହି ଜନତା ଦରବାରରେ ବରଗଡ଼ ଜିଲାପାଳଙ୍କ ସମେତ ପୋଲିସ, ସ୍ବାସ୍ଥ୍ୟ, ଯୋଗାଣ, ବିଦ୍ୟୁତ୍‌...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ଗୋପପୁରରେ ସରିଲା ବସ୍ତ୍ରହରଣ ଦୃଶ୍ୟାଭିନୟ

ଗୋପପୁର,୮।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ଷଷ୍ଠ ଦିବସରେ ଗୋପପୁର ଦୃଶ୍ୟାଭିନୟ ବେଶ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଭିଡ଼ ହୋଇଥିଲା। ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ ମଧ୍ୟ...

ମୀନାବଜାର ପଡ଼ିଆରେ ଧନୁଯାତ୍ରା ଏନ୍‌ଫୋର୍ସମେଣ୍ଟ କମିଟିର ଚଢ଼ାଉ

ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବ ସମିତିର ଏନ୍‌ଫୋର୍ସମେଣ୍ଟ କମିଟିର ଏକ ପ୍ରତନିଧି ଦଳ ମଙ୍ଗଳବାର ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଲାଗିଥିବା ମୀନାବଜାର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅତର୍କିତ ଚଢ଼ାଉ କରିଥିଲା। ମାଜିଷ୍ଟ୍ରେଟ ଦାୟିତ୍ୱରେ ରହିଥିବା ବିଡ଼ିଓ ବି. ଡୁଙ୍ଗଡୁଙ୍ଗଙ୍କ...

କଂସ ଅଭିନୟରୁ ବିରତି ନେବେ ଭୁବନେଶ୍ୱର

ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚଳିତଥର ବରଗଡ଼ ବ୍ଲକ ଅନ୍ତର୍ଗତ ସର୍ଲା ଗ୍ରାମର ଭୁବନେଶ୍ୱର ପ୍ରଧାନ କଂସ ଅଭିନୟ କରୁଛନ୍ତି। ଏହାପୂର୍ବରୁ ମଧ୍ୟ ସେ ବରଗଡ଼ ସମେତ ଅନେକ ସ୍ଥାନରେ କଂସ ଭୂମିକାରେ ଚିତ୍ତାକର୍ଷକ ଅଭିନୟ କରି ନିଜ ଦକ୍ଷତା...

ବିନା ଟେଣ୍ଡରରେ ଜାଗା ଆବଣ୍ଟନ:ବଡ଼ ଡିଲ୍‌ ଅଭିଯୋଗ

ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବିଶ୍ୱପ୍ରସିଦ୍ଧ ଭାବେ ପରିଗଣିତ। ଏହି ମହୋତ୍ସବକୁ ମିଳୁଥିବା ସରକାରୀ ଅନୁଦାନକୁ ଏଥର ନୂଆ ଭାଜପା ସରକାର ୧୦ଲକ୍ଷ ଟଙ୍କାରୁ ୧କୋଟିକୁ ବୃଦ୍ଧି କରିଛନ୍ତି। କେବଳ ସେତିକି ନୁହେଁ, ଅନ୍ୟ ବର୍ଷ...

ରାକ୍ଷସୀ, ରାକ୍ଷସ ନିଧନରେ କଂସ ମର୍ମାହତ

ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ମଙ୍ଗଳବାର ପଞ୍ଚମ ଦିବସରେ ଗୋପପୁରରେ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ଏବଂ ମଥୁରାନଗରୀରେ ମଥୁରାଧିପତି କଂସଙ୍କ ଦୃଶ୍ୟାଭିନୟ ବେଶ୍‌ ଚିତ୍ତାକର୍ଷକ ଥିଲା। ଅନ୍ୟଦିନ ଭଳି କଂସ ମହାରାଜ ରାଜମହଲରୁ ବାହାରି ମଥୁରା ପରିଭ୍ରମଣ...

ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ

ବରଗଡ଼,୭।୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ ଦେଇଛନ୍ତି। ମଥୁରା ନଗରବାସୀଙ୍କୁ ଅଧିକ ମାସକର ଅଧିକ ଚାଉଳ ଯୋଗାଇ ଦେବା ସହିତ ଆଳୁ ଚାଷକୁ ପ୍ରୋତ୍ସାହନ...

କୃଷ୍ଣଙ୍କ ବାଲ୍ୟଲୀଳା, କଂସ ବିଚଳିତ

ମଥୁରାନଗରୀ/ଗୋପପୁର,୬।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଚତୁର୍ଥ ଦିବସ। କୃଷ୍ଣଙ୍କ ବାଲ୍ୟଲୀଳା ଦୃଶ୍ୟାଭିନୟ ଦେଖିବା ପାଇଁ ମଥୁରା ନଗରୀ ଭଳି ଗୋପପୁରରେ ମଧ୍ୟ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ନନ୍ଦରାଣୀ, ନନ୍ଦରାଜା ମେଳାଣି...

ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ ନିର୍ଦ୍ଦୋଷ ସାବ୍ୟସ୍ତ

ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିରେ ଗତ ୨୦୧୮ ମସିହାରେ ସଂଘଟିତ ଏକ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ବର୍ତ୍ତମାନର ଭଟଲି ବିଧାୟକ ଇରାସିସ୍‌ ଆଚର୍ଯ୍ୟଙ୍କ ସମେତ ଅନ୍ୟ ୩ଜଣ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଛନ୍ତି।...

ଯୁବକଙ୍କୁ ଚାପିଦେଲା ଧାନ ବୋଝେଇ ଟ୍ରକ୍‌, ମୃତଦେହ ରଖି ଆନ୍ଦୋଳନ କଲେ ଗ୍ରାମବାସୀ

ପାଇକମାଳ,୬ା୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳରୁ ୮କିଲୋମିଟର ଦୂର ଚୂହାପାଲିଠାରେ ସୋମବାର ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା। ଗୋଟିଏ ଧାନବସ୍ତା ଲୋଡିଂ ଟ୍ରକ୍‌ ବ୍ରିଜ୍‌ ଅତିକ୍ରମ କରି ଚୂହାପାଲିଠାରେ ଜଣେ ୧୮ ବର୍ଷର ଯୁବକଙ୍କୁ ଧକ୍କା ଦେଇ ପଳାଇଯାଉ ଥିବା...

ବରଗଡ଼ରେ ହେବ ବାଲ୍‌ ଧନୁଯାତ୍ରା

ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ତେବେ ଏହି ମହୋତ୍ସବ ଚାଲିଥିବା ବେଳେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଆଉ ଏକ ୩ଦିନିଆ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image