କୋଶଳ ସଂଗଠନର ଆମରଣ ଅନଶନ: ସମ୍ବଲପୁରୀ ଭାଷାରେ ହେଉ ଧନୁଯାତ୍ରା
ବରଗଡ,୧୬।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ମାସ ୩ ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପି ଜାନୁଆରୀ ମାସ ୧୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଧନୁଯାତ୍ରା ମହୋତ୍ସବକୁ ସମ୍ବଲପୁରୀ/କୋଶଳ ଭାଷାରେ...