କଂସ ଅଭିନେତାଙ୍କ ଅଡୁଆ ବଢ଼ିଲା, ମହାପ୍ରୟାଣ ଗାଡ଼ି ବାବଦ ଟଙ୍କା ନେବା ପଡ଼ିଲା ମହଙ୍ଗା
ବରଗଡ଼,୧୮।୧୦(ପ୍ରେମାନନ୍ଦ ଖମାରୀ): ମହାପ୍ରୟାଣ ଗାଡ଼ିରେ ମୃତଦେହ ପରିବହନ ବାବଦକୁ ମୃତକଙ୍କ ସମ୍ପକୀୟଙ୍କଠାରୁ ଟଙ୍କା ନେବା ଘଟଣା ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ଡ୍ରାଇଭର ତଥା ବରଗଡ଼ ଧନୁଯାତ୍ରା ମହୋତ୍ସବର କଂସ ଅଭିନେତା ହୃଷୀକେଶ ଭୋଇଙ୍କୁ ମହଙ୍ଗା ପଡ଼ିଛି। ଏ...