ବରଗଡ଼

ପୁଣି ବିବାଦରେ ଛନ୍ଦିହେଲେ ବରଗଡ଼ ଧନୁଯାତ୍ରାର କଂସ ହୃଷୀକେଶ ଭୋଇ, ଲାଞ୍ଚ ନେଇ…

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ଆଉମାତ୍ର ଅଢ଼େଇ ମାସ ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଏହି ମହୋତ୍ସବ ଆରମ୍ଭ ହେବ। ତେବେ ଧନୁଯାତ୍ରା ମହୋତ୍ସବର ଅବ୍ୟବହିତ ପୂର୍ବରୁ କଂସ ଅଭିନେତା ହୃଷୀକେଶ ଭୋଇ...

ମାଁ ପଁରାପାଟ ଦେବୀଙ୍କ ପାର୍ବଣ ମହୋତ୍ସବ: ଯୁଗାରଯାତ୍ରାରେ ସାମିଲ ହେଲେ ଶତାଧିକ ଶ୍ରଦ୍ଧାଳୁ

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ ମାଁ ପଁରାପାଟ ମନ୍ଦିରରେ ପାର୍ବଣ ମହୋତ୍ସବ ଚାଲିଛି। ଏହି କ୍ରମରେ ବୁଧବାର ଯୁଗାରଯାତ୍ରା ହୋଇଥିଲା। ବରାହଗୋଡ଼ା, ଆମସଢ଼ା, ତିଲପାଲି ଗ୍ରାମରୁ ସମୁଦାୟ ୨୧ଟି ଯୁଗାର ଧରି ଶତାଧିକ ଶ୍ରଦ୍ଧାଳୁ ଶୋଭାଯାତ୍ରାରେ ଦେବୀଙ୍କ...

ଅମଳ ପୂର୍ବରୁ ଧାନ ଫସଲରେ ରୋଗପୋକ

ବରଗଡ଼,୧୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଅଧିକ ଧାନଚାଷ ଯୋଗୁ କୃଷି ପ୍ରଧାନ ଜିଲା ଭାବେ ମଧ୍ୟ ଏହି ଜିଲା ପରିଚିତ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ସମାଧାନ ହୋଇପାରୁନାହିଁ। ଫସଲ ଅମଳ ପରେ ଧାନର...

ସଡ଼କ ଦୁର୍ଘଟଣାରେ କଲରାପତରିଆ ବାଘ ମୃତ

ବରଗଡ଼,୧୫।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରୁ ମଙ୍ଗଳବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ବାଘର ମୃତଦେହକୁ ବନବିଭାଗ ଜବତ କରିଛି। ମୃତଦେହକୁ ଭଟଲି ରେଞ୍ଜ ଅଫିସରେ ରଖାଯାଇଛି। ବୁଧବାର ମୃତବାଘର...

୭ ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଲେ ଆଶାକର୍ମୀ

ବରଗଡ଼,୧୪ା୧୦(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ, ବରଗଡ଼ ଜିଲା ଶାଖା ପକ୍ଷରୁ ୭ ଦଫା ଦାବି କରାଯାଇଛି। ଏହି ଦାବି ନେଇ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସଂଘର କର୍ମକର୍ତ୍ତା ଏବଂ...

ମା’ ସମଲେଶ୍ବରୀଙ୍କ ଅନ୍ନପୂର୍ଣ୍ଣା ବେଶ: ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ବରଗଡ଼,୧୨।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶନିବାର ମା’ ସମଲେଶ୍ବରୀ ଅନ୍ନପୂର୍ଣ୍ଣା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ...

ସିଦ୍ଧିଦାତ୍ରୀ ବେଶରେ ମା ସମଲେଶ୍ବରୀ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶୁକ୍ରବାର ମା ସମଲେଶ୍ବରୀ ସିଦ୍ଧିଦାତ୍ରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର...

ସରକାରୀ ବସ୍‌ଷ୍ଟାଣ୍ଡ: ସେବାଠୁ ଦୂରରେ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ସରକାରୀ ବସ୍‌ଷ୍ଟାଣ୍ଡ ସର୍ବ ପୁରାତନ। ଅନ୍ୟ ବସ୍‌ଷ୍ଟାଣ୍ଡଗୁଡ଼ିକର ନବୀକରଣ, ରୂପାନ୍ତରୀକରଣ ହେଉଛି। କିନ୍ତୁ ବରଗଡ଼ ସହରର ମୁଖ୍ୟ ପେଣ୍ଠସ୍ଥଳୀରେ ରହିଥିବା ଏହି ବସ୍‌ଷ୍ଟାଣ୍ଡରେ ତାହା ହେଉନାହିଁ। ଅପରପକ୍ଷେ ରାଜ୍ୟର ଏହି ପ୍ରମୁଖ ବସ୍‌ଷ୍ଟାଣ୍ଡ ଦିନକୁ ଦିନ ତା’ର...

ମା’ ସମଲେଶ୍ବରୀଙ୍କ ମହାଗୌରୀ ବେଶ: ପ୍ରବଳ ଭକ୍ତଙ୍କ ସମାଗମ

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଗୁରୁବାର ମା’ ସମଲେଶ୍ବରୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ...

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରି ୧୪ ବର୍ଷ ଜେଲ୍‌ଦଣ୍ଡ ଭୋଗିବେ ଅଭିଯୁକ୍ତ

ବରଗଡ଼,୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ରେଙ୍ଗାଲି କ୍ୟାମ୍ପ ଅଞ୍ଚଳରେ୨୦୧୪ ନଭେମ୍ବରରେ ସଂଘଟିତ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଏବଂ ଗର୍ଭପାତ ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ବରଗଡ଼ ପୋକ୍ସୋ ବିଚାରପତି ଏହି ମାମଲାର ରାୟ ପ୍ରକାଶ କରି...

ବରଗଡ଼ ଜିଲା କାରାଗାରରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ବରଗଡ଼,୯।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ରହିଥିବା ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ଘଟିଛି। ମୃତକ ହେଲେ, ଅମ୍ବାଭୋନା ଥାନା ପ୍ରକାଶପୁର ଗ୍ରାମର ମନୋଜ ପାଇକ(୨୬) । ମନୋଜ ଚୋରାମଦ କାରବାରରେ ଗିରଫ ହୋଇ କାରାଗାରରେ...

କଟକଣା ବିଜ୍ଞପ୍ତି ବଦଳାଇଲେ ଆର୍‌ଟିଓ

ବରଗଡ଼,୯।୧୦(ପ୍ରେମାନନ୍ଦ ଖମାରୀ): ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ପ୍ରାୟ ମାସେ ରହିଛି। ଏଭଳି ସ୍ଥଳେ ବରଗଡ଼ ଆଞ୍ଚଳିକ ପରିବହନ ଅଧିକାରୀ (ଆର୍‌ଟିଓ) ସାବୁଆ ମାଝି ସୋମବାର ଏକ ପ୍ରେସ ବିଜ୍ଞପ୍ତି (ନଂ-୨୩୮୪, ତା-୭।୧୦।୨୪) ପ୍ରକାଶ କରିଥିଲେ। ଧାନ ପରିବହନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri