ବରଗଡ଼

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ ଜଣେ କଂସ କଳାକାର(ବରଗଡ଼ ଧନୁଯାତ୍ରାର ନୁହେଁ) ସୁଶିଲ ମେହେରଙ୍କ ସଂଳାପ ଚର୍ଚ୍ଚାର ବିଷୟ...

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତାବିରା ବିଧାୟକ ପ୍ରାର୍ଥୀ ନିହାର ମହାନନ୍ଦ, ଏମ୍‌ପି ପ୍ରାର୍ଥୀ ପ୍ରଦୀପ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ରବିଋତୁ ଧାନ ସଂଗ୍ରହ ପାଇଁ ମଣ୍ଡିଗୁଡ଼ିକ ଖୋଲିବ।...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ ରଜାପଡ଼ାରେ ଥିବା ସ୍ବର୍ଗତଃ ବିଜୟ ରଞ୍ଜନ ସିଂ ବରିହାଙ୍କ ସମାଧିପୀଠରେ ମାଲ୍ୟାର୍ପଣ କଲା...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର ବିଶ୍ୱାଳ, ସଦସ୍ୟ ପବିତ୍ର ଦେହେରୀ, ଏମଡ଼ି ଅଲିମ ଏବଂ ଭୁବନେଶ୍ୱର ସାହୁ ।...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର ଭୁଏଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ପାଖରୁ ୩ କି.ଗ୍ରା. ୬୦୦ ଗ୍ରାମ୍‌...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ ଜାରି ରଖିଛି । ସମଗ୍ର ଜିଲାର କୋଣ ଅନୁକୋଣରେ ସ୍କୁଲ,କଲେଜ ଛାତ୍ରୀଛାତ୍ର ସଚେତନତା...

ଅତାବିରାରେ ଶକ୍ତି ବଢାଉଛି ଭାଜପା, ମିଶ୍ରଣ ପର୍ବରେ ସାମିଲ ହେଲେ ଯୁବ, ମହିଳା କର୍ମୀ

ଭେଡେନ,୨୨।୪(ସୁଦନ ମହାକୁର):  ବରଗଡ଼ ଜିଲା ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭେଡେନ ବ୍ଲକର ଡାଙ୍ଗପାଲିଠାରେ ସୋମବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ପପଙ୍ଗା ମଣ୍ଡଳ ସଭାପତି ଧନେଶ୍ୱର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ବିଭିନ୍ନ...

ବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁର

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ସୋମବାର ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ବିଜେଡି ଛାଡ଼ି ପୁଣି ଭାଜପାକୁ ଫେରିଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ମେଲ୍‌...

ଶକ୍ତି ବଢାଉଛି ବିଜେଡି: ମିଶ୍ରଣ ପର୍ବରେ ସାମିଲ ହେଲେ ଅନେକ ଯୁବ, ମହିଳାକର୍ମୀ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅନ୍ତର୍ଗତ ସ୍ଥାନୀୟ ଅନ୍ନପୂର୍ଣ୍ଣା ପ୍ୟାଲେସଠାରେ ରବିବାର ସନ୍ଧ୍ୟାରେ ବିଜେଡିର ଏକ ମହାମିଶ୍ରଣ ପର୍ବ ଅନୁଷ୍ଟିତ ହୋଇଯାଇଛି। ବରଗଡ଼ ଟାଉନ ବିଜେଡି ସଭାପତି କିଶୋର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ବିଭିନ୍ନ ସଙ୍ଗଠନର...

ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’  ୨୦ରେ ଏଠାରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ନିର୍ବାଚନ ଆଚରଣ ବିଧି ଲାଗୁ ବି ହୋଇସାରିଛି। ଏବେ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ ବର୍ଗର ଗରିବ ଲୋକେ ମହୁଲ ସଂଗ୍ରହକୁ ସେମାନଙ୍କ ଏକ ଜୀବିକାଭାବେ ଗ୍ରହଣ କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image