ବରଗଡ଼

ରାଜଦରବାରରେ ପୁରୁଷ ହକି ବିଶ୍ୱକପ୍‌ ଟ୍ରଫିକୁ ସ୍ବାଗତ

ମଥୁରାନଗରୀ,୩।୧ :ପୁରୁଷ ହକି ବିଶ୍ୱକପ୍‌ ଟ୍ରଫି ମଙ୍ଗଳବାର ସନ୍ଧ୍ୟାରେ ମଥୁରାନଗରୀ (ବରଗଡ଼)ରେ ପହଞ୍ଚିବା ପରେ ଟ୍ରଫିକୁ ନିଆରା ଭାବେ ସ୍ବାଗତ କରାଯାଇଛି। ଧନୁଯାତ୍ରା ଚାଲିଥିବାବେଳେ ଟ୍ରଫିକୁ କଂସ ଦରବାର(ରାଜ ଦରବାର)କୁ ନିଆଯାଇଥିଲା। ସେଠାରେ କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ଗହଣରେ...

ବରଗଡ଼ ଧନୁଯାତ୍ରା: ରାଧାକୃଷ୍ଣଙ୍କ ନାବକେଳି

ମଥୁରାନଗରୀ,୨।୧: ବରଗଡ଼ ଧନୁଯାତ୍ରାର ସୋମବାର ସପ୍ତମ ଦିବସରେ ମଥୁରାଧିପତି କଂସ ମହାରାଜଙ୍କ ପରାକ୍ରମ, ଧନୁଯାତ୍ରା ଆୟୋଜନ ଏବଂ ରାଧାକୃଷ୍ଣଙ୍କ ନାବକେଳି ଦୃଶ୍ୟାଭିନୟ ଦେଖିବାକୁ ମିଳିଥିଲା। ରାଧାକୃଷ୍ଣଙ୍କୁ ନେଇ ଗୋପବାସୀ ଶୋଭାଯାତ୍ରାରେ ମନାବନ୍ଧ ଅଭିମୁଖେ ବାହାରିଥିଲେ। ବାଟରେ ପ୍ରତିଘର ସମ୍ମୁଖରେ ପୂର୍ଣ୍ଣକଳସ...

କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା

ମଥୁରାନଗରୀ/ଗୋପପୁର,୨।୧:ବରଗଡ଼ ଧନୁଯାତ୍ରା ମହୋତ୍ସବର ରବିବାର ଷଷ୍ଠ ଦିବସରେ ମଥୁରାନଗରୀ ରାଜ ଦରବାରରେ କଂସ ମହାରାଜଙ୍କ ରଙ୍ଗସଭା ଏବଂ ଗୋପପୁରରେ ବସ୍ତ୍ରହରଣ ଦୃଶ୍ୟାଭିନୟ ହୋଇଥିଲା। ଏହାକୁ ଦେଖିବା ପାଇଁ ଉଭୟ ମଥୁରା ଏବଂ ଗୋପପୁରରେ ଦର୍ଶକଙ୍କ ପ୍ରବଳ ସମାଗମ ହୋଇଥିଲା। ଅପରାହ୍ନରେ...

ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା, କଂସ ମର୍ମାହତ

ମଥୁରାନଗରୀ/ଗୋପପୁର,୩୧।୧୨: ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଚତୁର୍ଥ ଦିବସର ଦୃଶ୍ୟାଭିନୟ ବେଶ୍‌ ଚିତ୍ତାକର୍ଷକ ଥିଲା। ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳାରେ ଗୋପପୁର ଉତ୍ସବମୁଖର ହୋଇପଡିଛି। ଅନ୍ୟପକ୍ଷେ କଂସ ପ୍ରେରିତ ରାକ୍ଷସୀ ରାକ୍ଷସଙ୍କ ବଧରେ କଂସ ମର୍ମାହତ ହୋଇପଡିଛନ୍ତି। ଗୋପପୁରକୁ ପ୍ରେରିତ ରାକ୍ଷସୀ ରାକ୍ଷସ...

ମିଳୁନି ମୂଳଧନ, କ୍ଷତିରେ ଚାଷୀ

ପଦ୍ମପୁର,୨୯।୧୨(ଡି.ଏନ.ଏ.): ପନିପରିବାର ଦାମ୍‌ ଆଶାତୀତ କମିଯିବାରୁ ଚାଷୀମୁଣ୍ତରେ ଚଡ଼କ ପଡିଛି। ଅକ୍ଲାନ୍ତ ପରିଶ୍ରମ ପରେ ଚଳିତ ବର୍ଷ ପନିପରିବା ଚାଷ ଭଲ ହୋଇଥିଲା। ଚାଷୀ କିଛି ଲାଭ ପାଇବ ବୋଲି ଆଶା କରିଥିଲେ। କିନ୍ତୁ ଅମଳ ସମୟରେ ପରିବା ଦର...

କନ୍ଧମାଳର ଡାକୁଲ ନୃତ୍ୟରେ ପ୍ରକମ୍ପିତ ହେଲା ବରଗଡ଼

ବାଲିଗୁଡା,୨୯।୧୨:(ଡି.ଏନ.ଏ.): ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରାର ଉଦ୍‌ଘାଟନ ଉତ୍ସବରେ ଆୟୋଜିତ ସାଂସ୍କୃତିକ ଶୋଭାଯାତ୍ରାରେ ଯୋଗଦେଇ ଦର୍ଶକଙ୍କ ମନମୋହିଲେ କନ୍ଧମାଳ କଳାବିକାଶ କେନ୍ଦ୍ର ବାଲିଗୁଡାର କଳାକାର l କନ୍ଧମାଳ କଳା ବିକାଶ କେନ୍ଦ୍ରର ସମ୍ପାଦକ ପ୍ରମୋଦ କୁମାର ଦଣ୍ଡସେନା, ଜଗନ୍ନାଥ ବିଶୋଇ,...

ଧାନ ଉଠୁନି, ଜିଲାପାଳଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୨୭।୧୨: ବରଗଡ଼ ଜିଲାରେ ଧାନ ବିକ୍ରିବଟା ସମସ୍ୟା ଲାଗି ରହିଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ ଧାନ ଆଣୁଛନ୍ତି। ମାତ୍ର ତାହା ବିକ୍ରି ହୋଇ ନ ପାରି ଦୀର୍ଘଦିନ ଧରି ମଣ୍ଡିରେ ପଡ଼ି ରହୁଛି। ଏଭଳି ଅଭିଯୋଗ ନେଇ...

ରାତି ପାହିଲେ ବରଗଡ଼ ଧନୁଯାତ୍ରା

ବରଗଡ଼ ଅଫିସ୍‌,୨୬।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହା ୧୧ଦିନ ବ୍ୟାପୀ ଚାଲିବ। ବରଗଡ଼ ସହର ମଥୁରାନଗରୀ, ସହର ଉପକଣ୍ଠ ଅମ୍ବାପାଲି ଗୋପପୁର ଏବଂ ଜିରା ନଦୀ ଯମୁନା ପାଲଟିବ। କୋଭିଡ୍‌ କଟକଣା...

୨୪ ଲକ୍ଷ ଠକେଇ: ୨ ଗିରଫ, ଜଣେ ଫେରାର

ବରଗଡ଼ ଅଫିସ୍‌,୨୫।୧୨: ଏକ ଔଷଧ କମ୍ପାନୀର ପରିଚୟ ଦେଇ ୨୪ ଲକ୍ଷ ଠକେଇ ଘଟଣାରେ ବରଗଡ଼ ଟାଉନ ଥାନା ପୋଲିସ ୨ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ବରଗଡ଼ ସଦର ଥାନା ଅନ୍ତର୍ଗତ ଖଣ୍ଡହଥା ଗ୍ରାମର...

ସୁନା ବ୍ୟବସାୟ ଆଳରେ ସାଇବର କ୍ରାଇମ୍‌

ବରଗଡ଼ ଅଫିସ୍‌,୨୩।୧୨: ସୁନା ବ୍ୟବସାୟ ଆଳ ଦେଖାଇ ବରଗଡ଼ରେ ଏକ ସାଇବର କ୍ରାଇମ ଘଟଣା ସାମ୍ନାକୁ ଆସିଛି। ନକଲି ସୁନା ଦେଇ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ-୧୮ ବାନ୍ଦୁଟିକ୍ରା ନିବାସୀ ପ୍ରତିମାରାଣୀ ପ୍ରଧାନଙ୍କଠାରୁ ୧୩ଲକ୍ଷ ୭୨ହଜାର ଟଙ୍କା...

ଫସଲ ବଢ଼ିଆ, ଚାଷୀ କାନ୍ଦୁଛି

ବରଗଡ ଅଫିସ/ରସୁଲପୁର (ଡି.ଏନ୍‌.ଏ.),୨୦ା୧୨:ରାଜ୍ୟରେ ସମ୍ପ୍ରତି କ୍ଷେତଗୁଡ଼ିକରେ ଧାନ, ପରିବା ଭରିଯାଇଛି। ହେଲେ ଶୀତଳଭଣ୍ଡାର ନ ଥିବାରୁ ସେଗୁଡ଼ିକୁ ସାଇତି ରଖି ଉପଯୁକ୍ତ ମୂଲ୍ୟରେ ବିକ୍ରି କରିବା ସମ୍ଭବ ହୋଇପାରୁନାହିଁ। ଏଥିଯୋଗୁ ଚାଷୀଙ୍କ କଷ୍ଟୋପାର୍ଜିତ ଫସଲର ମୂଲ୍ୟ ଅତି ନଗଣ୍ୟ ହୋଇଯାଇଛି।...

ଜିରା ନଦୀପଠାରେ ହେବ ମେଳା

ବରଗଡ଼ ଅଫିସ୍‌,୧୭।୧୨: ମହାମାରୀ କରୋନା ଯୋଗୁ ୨ବର୍ଷ ଧରି ବରଗଡ଼ ଧନୁଯାତ୍ରା ମହୋତ୍ସବ ବନ୍ଦ ରହିଥିଲା। କରୋନା କଟକଣା ହଟିବା ପରେ ଏଥର ଧନୁଯାତ୍ରା ପାଇଁ ବରଗଡ଼ରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ମହୋତ୍ସବ ୭୫ବର୍ଷରେ ପଦାର୍ପଣ କରୁଥିବାବେଳେ ଅନ୍ୟବର୍ଷ ତୁଳନାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri