ବିଜେପୁର ଆଶାୟୀ ଥିଲେ, ଅତାବିରା ପାଇଁ ପ୍ରାର୍ଥୀ ହେଲେ
ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ)-କଂଗ୍ରେସ ରବିବାର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ବରଗଡ଼ ଜିଲା ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ଅଭିଷେକ ସେଠଙ୍କୁ ଦଳୀୟ ପ୍ରାର୍ଥୀ କରିଛି। ଅଭିଷେକ ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀର ଜଳୀୟ...