ବରଗଡ଼

ଅଭାବରୁ ଅନ୍ୟ ହାତରେ ଟେକିଦେଲେ ଶିଶୁପୁତ୍ର, ଆଉ ତା’ ପରେ…

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଭାବ ଅନଟନରୁ ନିଜର ୧୭ ଦିନର ଏକ ଶିଶୁପୁତ୍ରକୁ ଅନ୍ୟ ପରିବାରକୁ ଟେକିଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଖବର ପାଇ ଶନିବାର...

ଧନୁଯାତ୍ରା ମହୋତ୍ସବକୁ ମିଳିନି ସରକାରୀ ଅନୁଦାନ, ବୈଠକରେ ଗତବର୍ଷ ଆୟ ବ୍ୟୟର ସୂଚନା

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଏହି ମହୋତ୍ସବକୁ ଆଉ ପ୍ରାୟ ଅଢ଼େଇ ମାସ ବାକି ରହିଥିବା ବେଳେ ଶନିବାର ମହୋତ୍ସବ ସମିତିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ...

୨୦ରୁ ସି. କେ. ନାଇଡୁ ଟ୍ରଫି:ବରଗଡ଼ରେ ଓଡ଼ିଶା ଏବଂ ମହାରାଷ୍ଟ୍ର ଦଳ

ବରଗଡ଼,୧୯।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଆସନ୍ତା ୨୦ରୁ ୨୩ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଏବଂ ମହାରାଷ୍ଟ୍ର ମଧ୍ୟରେ ୨୩ବର୍ଷରୁ କମ୍‌ ସି. କେ. ନାଇଡୁ କ୍ରିକେଟ ଟ୍ରଫି ଅନୁଷ୍ଠିତ ହେବ। ଶୁକ୍ରବାର କ୍ରୀଷ୍ଣା ବିକାଶ ସ୍କୁଲରେ ଅନୁଷ୍ଠିତ ଏକ ଖବରଦାତା...

ଅଢ଼େଇ ମାସ ପରେ ବରଗଡ଼ ଧନୁଯାତ୍ରା:କଂସ ଅଭିନେତାଙ୍କ ବିରୋଧରେ ବଢୁଛି ବିତର୍କ

ବରଗଡ଼,୧୯।୧୦(ପ୍ରେମାନନ୍ଦ ଖମାରୀ):ଆଉ ଅଢ଼େଇ ମାସ ପରେ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଶନିବାର ସନ୍ଧ୍ୟାରେ ଧନୁଯାତ୍ରା ମହୋତ୍ସବ ସମିତି କାର୍ଯ୍ୟକାରିଣୀ ବୈଠକ ବସିବ। କିନ୍ତୁ ଏହା ପୂର୍ବରୁ ମହାପ୍ରୟାଣ ଗାଡ଼ିରେ ମୃତଦେହ ପରିବହନ ବାବଦକୁ ଟଙ୍କା ଆଣିବା ନେଇ ଧନୁଯାତ୍ରା କଂସ...

ପ୍ରେମିକାଙ୍କୁ ହତ୍ୟା ଅଭିଯୋଗରେ ଜେଲ ଗଲେ ପ୍ରେମିକ ଯବାନ

ଅତାବିରା଼,୧୮।୧୦(ହୃଷୀକେଶ ଖମାରୀ): ହତ୍ୟା ଅଭିଯୋଗରେ ବରଗଡ଼ ଜିଲା ଭେଡ଼େନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଭେଡ଼େନ ଥାନା କଦଳୀପାଲି ଗ୍ରାମର ଶମ୍ଭୁ ମଟାରୀ(୨୪)। ସେ ଆସାମ ପାରା ମିଲିଟାରିରେ କାର୍ଯ୍ୟରତ ଥିଲେ। ଗିରଫ...

କଂସ ଅଭିନେତାଙ୍କ ଅଡୁଆ ବଢ଼ିଲା, ମହାପ୍ରୟାଣ ଗାଡ଼ି ବାବଦ ଟଙ୍କା ନେବା ପଡ଼ିଲା ମହଙ୍ଗା

ବରଗଡ଼,୧୮।୧୦(ପ୍ରେମାନନ୍ଦ ଖମାରୀ): ମହାପ୍ରୟାଣ ଗାଡ଼ିରେ ମୃତଦେହ ପରିବହନ ବାବଦକୁ ମୃତକଙ୍କ ସମ୍ପକୀୟଙ୍କଠାରୁ ଟଙ୍କା ନେବା ଘଟଣା ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ଡ୍ରାଇଭର ତଥା ବରଗଡ଼ ଧନୁଯାତ୍ରା ମହୋତ୍ସବର କଂସ ଅଭିନେତା ହୃଷୀକେଶ ଭୋଇଙ୍କୁ ମହଙ୍ଗା ପଡ଼ିଛି। ଏ...

ବ୍ୟବଚ୍ଛେଦ ପରେ ବାଘର ମୃତଦେହକୁ ପୋଡ଼ିଦେଲେ ବନ କର୍ମଚାରୀ

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରେ ମଙ୍ଗଳବାର ଉଦ୍ଧାର ହୋଇଥିବା ମୃତ ବାଘର ବୁଧବାର ଶବ ବ୍ୟବଚ୍ଛେଦ ହୋଇଛି। ଭଟଲି ବ୍ଲକ ପଶୁଧନ ଚିକିତ୍ସାଳୟର ଡା. ଜିତେନ୍ଦ୍ର ମୋହନ ପଣ୍ଡା ଏବଂ ଅନ୍ୟ କର୍ମଚାରୀମାନେ...

ପୁଣି ବିବାଦରେ ଛନ୍ଦିହେଲେ ବରଗଡ଼ ଧନୁଯାତ୍ରାର କଂସ ହୃଷୀକେଶ ଭୋଇ, ଲାଞ୍ଚ ନେଇ…

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ଆଉମାତ୍ର ଅଢ଼େଇ ମାସ ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଏହି ମହୋତ୍ସବ ଆରମ୍ଭ ହେବ। ତେବେ ଧନୁଯାତ୍ରା ମହୋତ୍ସବର ଅବ୍ୟବହିତ ପୂର୍ବରୁ କଂସ ଅଭିନେତା ହୃଷୀକେଶ ଭୋଇ...

ମାଁ ପଁରାପାଟ ଦେବୀଙ୍କ ପାର୍ବଣ ମହୋତ୍ସବ: ଯୁଗାରଯାତ୍ରାରେ ସାମିଲ ହେଲେ ଶତାଧିକ ଶ୍ରଦ୍ଧାଳୁ

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ ମାଁ ପଁରାପାଟ ମନ୍ଦିରରେ ପାର୍ବଣ ମହୋତ୍ସବ ଚାଲିଛି। ଏହି କ୍ରମରେ ବୁଧବାର ଯୁଗାରଯାତ୍ରା ହୋଇଥିଲା। ବରାହଗୋଡ଼ା, ଆମସଢ଼ା, ତିଲପାଲି ଗ୍ରାମରୁ ସମୁଦାୟ ୨୧ଟି ଯୁଗାର ଧରି ଶତାଧିକ ଶ୍ରଦ୍ଧାଳୁ ଶୋଭାଯାତ୍ରାରେ ଦେବୀଙ୍କ...

ଅମଳ ପୂର୍ବରୁ ଧାନ ଫସଲରେ ରୋଗପୋକ

ବରଗଡ଼,୧୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଅଧିକ ଧାନଚାଷ ଯୋଗୁ କୃଷି ପ୍ରଧାନ ଜିଲା ଭାବେ ମଧ୍ୟ ଏହି ଜିଲା ପରିଚିତ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ସମାଧାନ ହୋଇପାରୁନାହିଁ। ଫସଲ ଅମଳ ପରେ ଧାନର...

ସଡ଼କ ଦୁର୍ଘଟଣାରେ କଲରାପତରିଆ ବାଘ ମୃତ

ବରଗଡ଼,୧୫।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରୁ ମଙ୍ଗଳବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ବାଘର ମୃତଦେହକୁ ବନବିଭାଗ ଜବତ କରିଛି। ମୃତଦେହକୁ ଭଟଲି ରେଞ୍ଜ ଅଫିସରେ ରଖାଯାଇଛି। ବୁଧବାର ମୃତବାଘର...

୭ ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଲେ ଆଶାକର୍ମୀ

ବରଗଡ଼,୧୪ା୧୦(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ, ବରଗଡ଼ ଜିଲା ଶାଖା ପକ୍ଷରୁ ୭ ଦଫା ଦାବି କରାଯାଇଛି। ଏହି ଦାବି ନେଇ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସଂଘର କର୍ମକର୍ତ୍ତା ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri