ଚିଖିଲିକୁ ପଶିଲା ବନ୍ୟାଜଳ: ଚାଷଜମି ଜଳମଗ୍ନ
ବରଗଡ଼,୧୬।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ମହାନଦୀର ଜଳପତ୍ତନ ବୃଦ୍ଧି ସାଙ୍ଗକୁ ହୀରାକୁଦ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇଛି । ଏଭଳିସ୍ଥଳେ ହୀରାକୁଦ ଜଳଭଣ୍ଡାରର ସୀମାବର୍ତ୍ତୀ ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ଗ୍ରାମକୁ...