ମାଡ଼ିଚାଲିଛି ଚକଡ଼ା, ଗଣ୍ଠି ପୋକ: କୀଟନାଶକ ସିଞ୍ଚନ ପରେ ବି ହେଉନି ଫସଲ ନିୟନ୍ତ୍ରଣ
ଭେଡ଼େନ,୨୯।୧୦(ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ବ୍ଲକର ଚାଷୀ ଓ ଚାଷକୁ ପ୍ରାକୃତିକ ବିପର୍ଯ୍ୟୟ ପିଛା ଛାଡୁନାହିଁ। କେତେବେଳେ ବର୍ଷା ଅଭାବ ତ’ ବିଦ୍ୟୁତ୍ ବିଭ୍ରାଟ ସାଙ୍ଗକୁ ରୋଗପୋକ ଦାଉରୁ ଫସଲ ବଞ୍ଚାଇବା ପାଇଁ ଚାଷୀ ସଂଘର୍ଷ ଜାରି ରଖିଛି...