ଡେଙ୍ଗୁକୁ ଡାକୁଛି ଡାକ୍ତରଖାନା
ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ)ରାଜ୍ୟର ବିଭିନ୍ନ ସ୍ଥାନରେ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ଡେଙ୍ଗକୁ ନେଇ ସବୁଆଡ଼େ ଭୟ ଘାରିଛି। ଏଥିରୁ ବରଗଡ଼ ଜିଲା ମଧ୍ୟ ବାଦ୍ ପଡ଼ିନାହିଁ। ଇତିମଧ୍ୟରେ ଜିଲାରେ ଜଣେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ସେ ସମ୍ପୂର୍ଣ୍ଣ ସୁସ୍ଥ...