ବରଗଡ଼

ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ: ହସ୍ପିଟାଲ ଆସି ରୋଗୀ ହଟହଟା

ବରଗଡ଼, ୨୬।୯( ପ୍ରେମାନନ୍ଦ ଖମାରୀ): ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରୁଛନ୍ତି। ବରଗଡ଼ ଜିଲାରେ କାର୍ଯ୍ୟରତ କର୍ମଚାରୀମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ଫଳରେ ଜିଲାରେ ସ୍ବାସ୍ଥ୍ୟସେବା ବ୍ୟାହତ ହୋଇପଡିଛି। ଜିଲା ମୁଖ୍ୟ ଚିକିତ୍ସାଳୟ...

ପୌରପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ: କ୍ୟାଶିୟର ଗିରଫ, ଏବେ ବି ଫେରାର ଅଛନ୍ତି ୨ ମାଷ୍ଟରମାଇଣ୍ଡ୍‌

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌରପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ ମାମଲାରେ ସ୍ଥାନୀୟ ଟାଉନ୍‌ ଥାନା ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବୁଧବାର ପୋଲିସ ପୌରପରିଷଦରେ କାର୍ଯ୍ୟରତ କ୍ୟାଶିୟର ଦେବାନନ୍ଦ ରଣାଙ୍କୁ ଗିରଫ କରିଛି। ତାଙ୍କୁ କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର...

ମାଲକାନଗିରିକୁ ହରାଇଲା ସମ୍ବଲପୁର, ବରଗଡ଼-କେନ୍ଦୁଝର ମ୍ୟାଚ୍‌ ଅମୀମାଂସିତ

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ଷ୍ଟାଡିୟମ୍‌ରେ ବୁଧବାର ୬୩ତମ ଆନ୍ତଃଜିଲା ସାହାଣୀ କପ୍‌ ଫୁଟବଲ ପ୍ରତିଯୋଗିତା(ସାହାଣୀ କପ୍‌) ଉଦ୍‌ଘାଟିତ ହୋଇଯାଇଛି। ଫୁଟ୍‌ବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା(ଫାଓ) ଏବଂ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା...

ୟୁଜର୍ସ ଫି’ କେଳେଙ୍କାରୀରେ ବଡ଼ବଡ଼ିଆଙ୍କ ହାତ: ପୌରାଧ୍ୟକ୍ଷାଙ୍କ ଦାବି ପରେ କାର୍ଯ୍ୟାନୁଷ୍ଠାନ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ ହଇଚଇ ସୃଷ୍ଟି କରିଛି। ବିଭାଗୀୟ କର୍ମଚାରୀମାନେ ୟୁଜର୍ସ ଫି’ ଅସୁଲି ପାଇଁ ଉଦ୍ଦିଷ୍ଟ ରସିଦ୍‌ ବହିକୁ ଟାମ୍ପରିଂ କରି ବ୍ୟାପକ ଅନିୟମିତତା କରିଛନ୍ତି। ଅସୁଲି ହୋଇଥିବା ୟୁଜର୍ସ ଫି’ର ସମୁଦାୟ...

ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଗୁରୁତ୍ୱ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଭଟଲି ବିଧାୟକ ଇରାଶିଷ ଆଚ୍ଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଭଟଲି ବିଧାନସଭା ନିର୍ବାଚନମଣ୍ଡଳୀ ବିକାଶ କମିଟି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଧାୟକ ଆଚ୍ଚାର୍ଯ୍ୟ ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ଜଙ୍ଗଲ, ଉଦ୍ୟାନ, ପୂର୍ତ୍ତ, ରାଜସ୍ବ,...

ପୋଲିସକୁ ବଡ଼ ସଫଳତା: ୪୪୭୫ ବୋତଲ କଫ୍‌ ସିରପ୍‌ ଜବତ, ୧୭ ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ବରଗଡ଼ ସହର ଉପକଣ୍ଠ ପୁରୁଣା ରିଜର୍ଭ ସମ୍ମୁଖ ରାସ୍ତାରେ ଅତର୍କିତ ଚଢ଼ାଉ କରି ପୋଲିସ ୪୪୭୫ ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏହି...

କମାଲ୍‌ କଲେ ଶିଶୁ ବୈଜ୍ଞାନିକ ଦିବ୍ୟାଶା

ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ କେଶାଇପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ଦିବ୍ୟାଶା ପ୍ରଧାନଙ୍କ ପ୍ରକଳ୍ପ ମଲ୍ଟି ପରପୋଜ୍‌ କେରିୟର ଇନ ଟୁ ହ୍ବିଲର ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ...

କ୍ୟାନ୍‌ସର ହସ୍‌ପିଟାଲ ସମସ୍ୟା ଅସମାହିତ

ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଖେଦାପାଲିଠାରେ ନିର୍ମିତ କ୍ୟାନସର ହସ୍‌ପିଟାଲରେ ବହୁବିଧ ସମସ୍ୟା ଲାଗି ରହିଛି। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ ଦେଖାଯାଇଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ସିଟିଜେନ ଫୋରମର ଏକ ପ୍ରତିନିଧି ଦଳ ଜିଲା ମୁଖ୍ୟ...

ପୌର ପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ

ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦରେ ୟୁଜର୍ସ ଫି ଅସୁଲିରେ ହୋଇଥିବା ଏକ ବଡ଼ କେଳେଙ୍କାରୀ ସାମ୍ନାକୁ ଆସିଛି। ବିଭାଗୀୟ କର୍ମଚାରୀମାନେ ୟୁଜର୍ସ ଫି ଅସୁଲି ପାଇଁ ଉଦ୍ଦିଷ୍ଟ ରସିଦ୍‌ ବୁକ୍‌କୁ ଟାମ୍ପରିଂ କରି ବ୍ୟାପକ ଅନିୟମିତତା କରିଥିବା ଜଣାପଡ଼ିଛି।...

ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ…

ଅତାବିରା,୧୮ା୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଲରମ୍ଭା ଅମସ୍ତଲାରେ ବିଷାକ୍ତ ସାପ କାମୁଡ଼ାରେ ବୁଧବାର ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଚତୁର୍ଭୁଜ ନନ୍ଦଙ୍କ ଝିଅ ଆରତି(୧୧)। ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ନାବାଳିକା ଜଣକ ଶୋଇଥିବା...

ନିରାଶରେ ଘରକୁ ଫେରିଲେ ….

ଅତାବିରା,୧୬।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ବ୍ଲକ ଶିକ୍ଷା ବିଭାଗ ଆନୁକୂଲ୍ୟରେ ଚାଲିଥିବା କବାଡ଼ି ପ୍ରତିଯୋଗିତାରେ ଜଣେ ଛାତ୍ରୀ ସବ୍‌ବ୍ଲକସ୍ତରରେ ଉନ୍ନୀତ ହେବା ଏବଂ ଓଜନ ବୃଦ୍ଧି ଦର୍ଶାଇ ବ୍ଲକସ୍ତର ପ୍ରତିଯୋଗିତାରେ ଭାଗନେବାକୁ ଅଯୋଗ୍ୟ ଘୋଷିତ ହେବା ଘଟଣା ଚର୍ଚ୍ଚାର...

ଝାଟିମାଟି କୁଡ଼ିଆର ପଲିଥିନ ତଳେ ଅସହାୟ ବୃଦ୍ଧା

ବରଗଡ଼,୧୫।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଉପାନ୍ତ ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ବୁଙ୍ଗାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଶନିବାର ସାମ୍ନାକୁ ଆସିଛି। ଗ୍ରାମର ଚତୁର୍ଭୁଜ ମହାନନ୍ଦ(୭୦)ଙ୍କ ଶୁକ୍ରବାର ସନ୍ଧ୍ୟାରେ ଦେହାନ୍ତ ପରେ ମୃତଦେହ ସତ୍କାର ପାଇଁ ତାଙ୍କୁ ଚାରିକାନ୍ଧ ମିଳି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri