ଅତାବିରାରେ ପହଞ୍ଚିଲେ ମହାନଦୀ ଟ୍ରିବ୍ୟୁନାଲ ଟିମ୍
ସରଣ୍ଡା,୨୧ା୫(ଡି.ଏନ୍.ଏ.): ଛତିଶଗଡ଼ ପରେ ଓଡ଼ିଶାରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍ ପହଞ୍ଚିଛନ୍ତି। ଏହି ଟିମ୍ ଜଳବିବାଦ ମାମଲାରେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଏହି ଟିମ୍ରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଅଛନ୍ତି। ଟ୍ରିବ୍ୟୁନାଲର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ବିଚାରପତି...