ବରଗଡ଼

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ବରଗଡ଼ ଅଫିସ୍‌,୧୨।୩ ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଭୋର୍‌ରୁ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଭୋର୍‌ ୫ଟାରୁ ଝଡ଼ବର୍ଷା ହୋଇ ପ୍ରାୟ ୪୫ ମିନିଟ୍‌ ଧରି ଲାଗି ରହିଥିଲା। ପ୍ରବଳ ବେଗରେ ପବନ ବହିବାରୁ ବରଗଡ଼ ସହର ଉପକଣ୍ଠ...

ବସନ୍ତରେ ବୈଶାଖ ତାତି

ବରଗଡ଼ ଅଫିସ୍‌,୧୧।୩: ବସନ୍ତ ସରିନାହିଁ। ହେଲେ ବୈଶାଖର ତାତି ପରିଲକ୍ଷିତ ହେଲାଣି। ଦିନ ୧୧ଟାରୁ ତାତିର ପ୍ରକୋପ ଜଣାପଡୁଛି। ରାସ୍ତାଘାଟରେ ଲୋକଙ୍କ ଯାତାୟାତ କମିଯାଉଛି। ଗତପ୍ରାୟ ସପ୍ତାହକ ପୂର୍ବରୁ ବରଗଡ଼ ଜିଲାରେ ଏଭଳି ଅନୁଭୂତ ହେଉଛି। ତାତି ଯୋଗୁ ଲୋକେ...

ପୋଲିସ ଭୟରେ ପଳାଉଥିବା ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବରଗଡ଼ ଅଫିସ୍‌,୮।୩: ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ସାନ ପିପିଲିପାଲି ଗ୍ରାମରେ ରବିବାର ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୋଲିସ ଭୟରେ ଦୌଡ଼ି ପଳାଉଥିବା ବେଳେ ଆନନ୍ଦ ପ୍ରଧାନ(୩୫)ଙ୍କ ମୃତ୍ୟୁକୁ ନେଇ ସୋମବାର ଉତ୍ତେଜନା ପ୍ରକାଶ ପାଇଛି। ପଞ୍ଚନାମା...

ପୋଲିସ ଭୟରେ ଦୌଡ଼ି ପଳାଉଥିବା ବେଳେ ଜୀବନଗଲା

ବରଗଡ଼ ଅଫିସ୍‌,୭।୩: ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ସାନ ପିପିଲିପାଲି ଗ୍ରାମରେ ରବିବାର ଏକ ନିଛାଟିଆ ସ୍ଥାନରେ ଚାଲିଥିବା ଜୁଆ ଆଡ୍ଡାରେ ପୋଲିସ ଚଢ଼ାଉ ବେଳେ ଭୟରେ ଦୌଡି ପଲାଉଥିବା ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା...

ଛତିଶଗଡ଼ ସୀମାନ୍ତ ଗ୍ରାମରେ ହେବ ଓଡ଼ିଶା ସରକାରଙ୍କ କ୍ୟାମ୍ପ

ପଦ୍ମପୁର,୬।୩: ଛତିଶଗଡ଼ ସୀମାନ୍ତବର୍ତ୍ତୀ ବରଗଡ଼ ଜିଲା ଚରଦାପାଲ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଶନିବାର ଗସ୍ତ କରିଥିଲେ। ଏହି ସମୟରେ ସେ ଗ୍ରାମବାସୀଙ୍କଠାରୁ ସୁବିଧା ଅସୁବିଧା, ସରକାରୀ ଯୋଜନାର ରୂପାୟନ ଉପରେ ପଚାରି ବୁଝିଥିଲେ । ଜିଲାପାଳ...

ସନ୍ଥବାବାଙ୍କୁ ହତ୍ୟା ଘଟଣା: ଅର୍ଥଲୋଭରେ ମାରିଥିଲେ ଅଭିଯୁକ୍ତ

ଅତାବିରା,୫।୩: ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ରେଙ୍ଗାଲିକ୍ୟାମ୍ପଠାରୁ ପ୍ରାୟ ୫୦୦ ମିଟର ଦୂରରେ ଥିବା ବାଳ ଯୋଗେଶ୍ବରୀ ଆଶ୍ରମରୁ ଜଣେ ସନ୍ଥବାବା ସ୍ବାମୀ ଦାମୋଦର ସଦା ବାବା(୭୫)ଙ୍କୁ ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି । ପୋଲିସ ଏହି ମାମଲାରେ...

ଡେଥ୍‌ ସାର୍ଟିଫିକେଟ ପିଛା ୬୦୦ ଟଙ୍କା ଦାବି କରୁଥିଲେ କିରାଣି

ବରଗଡ଼ ଅଫିସ୍‌,୪।୩: ବରଗଡ଼ ବ୍ଲକ ଅଧୀନ କଟାପାଲି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି)ରେ ଭି.ଏସ୍‌(ଭାଇଟାଲ ଷ୍ଟାଟିଷ୍ଟିକ୍‌) କିରାଣି ଭାବେ କାର୍ଯ୍ୟରତ ମନୋଜ କୁମାର ସ୍ବାଇଁ ଗୁରୁବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ମୃତ୍ୟୁକାଳୀନ ପ୍ରମାଣପତ୍ର (ଡେଥ୍‌ ସାର୍ଟିଫିକେଟ୍‌)...

ସୀମାନ୍ତବାସୀଙ୍କୁ ଭେଟି ସମସ୍ୟା ବୁଝିଲେ ଜିଲାପାଳ

ବରଗଡ଼ ଅଫିସ,୨୮।୨- ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ରବିବାର ପଡୋଶୀ ଛତିଶଗଡ଼ ରାଜ୍ୟକୁ ଲାଗି ରହିଥିବା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଶିକାରିପାଲି, ଭଏଁଷାଦର୍ହା, ବଡ଼ ଅନକି ଆଦି ସୀମାନ୍ତବର୍ତ୍ତୀ ଗାଁ ଗସ୍ତ କରିଥିଲେ। ଏହି ଅବସରରେ ଜିଲାପାଳ ସୀମାନ୍ତବାସୀଙ୍କୁ ଭେଟି...

ପ୍ରଶାସନ ନ ଶୁଣିବାରୁ ଛତିଶଗଡ଼ ମୁହାଁ ହେଲେ ସୀମାନ୍ତବାସୀ

ବରଗଡ଼ ଅଫିସ୍‌,୨୮।୨: ଛତିଶଗଡ଼ ସୀମାନ୍ତ ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଚର୍ଦ୍ଦାପାଲି ଗ୍ରାମକୁ ମୌଳିକ ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଅଞ୍ଚଳବାସୀଙ୍କୁ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଆଦି ସେବା ଠିକ୍‌ ଭାବେ ମିଳିପାରୁନାହିଁ। ଏଭଳି ଅଭିଯୋଗ ନେଇ ବାରମ୍ବାର...

କୃଷି ଆଇନକୁ ବିରୋଧ, ଉଲଗୁଲାନ୍‌ ଶପଥ ଯାତ୍ରାରେ ଭୁବନେଶ୍ବର ବାହାରିଲେ ଚାଷୀ

ବରଗଡ଼ ଅଫିସ,୨୮।୨: କେନ୍ଦ୍ରସରକାରଙ୍କ ୩ ନୂଆ କୃଷି ଆଇନ୍‌କୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ବିରୋଧ ଜାରି ରହିଛି। ଏହି କ୍ରମରେ ରବିବାର ବୀର ସୁରେନ୍ଦ୍ର ସାଏଙ୍କ ବଳିଦାନ ଦିବସ ଅବସରରେ ପଶ୍ଚିମ ଓଡ଼ିଶା କୃଷକ ସଂଗଠନ ସମନ୍ବୟ ସମିତିର...

କାଳିଆ ପରେ ବଳରାମ ଯୋଜନାରେ ମିଳିବ ଟଙ୍କା

ବରଗଡ଼ ଅଫିସ୍‌,୨୫।୨: ରାଜ୍ୟ ସରକାରଙ୍କ ବଳରାମ ଯୋଜନା ଗୁରୁବାର ବରଗଡ଼ ଜିଲାରେ ଆରମ୍ଭ ହୋଇଛି। ଅତାବିରା ସମବାୟ କେନ୍ଦ୍ର ବ୍ୟାଙ୍କ ଶାଖାରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଅତାବିରା ବ୍ଳକ ଅନ୍ତର୍ଗତ ମନାପଡ଼ା ଗ୍ରାମର ମହାଲକ୍ଷ୍ମୀ ଯୁଗ୍ମଦେୟ ଗୋଷ୍ଠିକୁ ୧ ଲକ୍ଷ...

ଧାନ ବିକ୍ରି ସମସ୍ୟା, ଜିଲାପାଳଙ୍କୁ ଫେରାଦ ହେଲା ଏଏପି

ବରଗଡ ଅଫିସ,୨୫।୨: ବରଗଡ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ତୁଟି ନାହିଁ। ଅନ୍ୟପଟେ ୧୫ ଦିନ ହେଲା, ଧାନ ଉଠାଣ ଦାବିରେ ପଦ୍ମପୁରରେ ଚାଷୀ ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳନ ଯୋଗୁ ପଦ୍ମପୁର ଉପଜିଲାପାଳ, ତହସିଲ, ବ୍ଲକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri