‘ଓଡ଼ିଶାରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ବିଜୁବାବୁଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବରଗଡ଼,୫ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ବିଜେଡି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଦଳର ଜିଲା କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ର ଅଧ୍ୟକ୍ଷତା...