ବରଗଡ଼

ପୋଲ ତଳକୁ ଖସିଲା ବରଯାତ୍ରୀ ଅଟୋ: ୨ ମୃତ

ବରଗଡ଼ ଅଫିସ,୧୭।୨: ବରଗଡ଼ ଜିଲା ବିଜେପୁର-ବରଗଡ଼ ରାସ୍ତାର ସର୍ଣ୍ଣାପାଲି ବ୍ରିଜ୍‌ରେ ବୁଧବାର ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିଜେପୁରରୁ ବରଗଡ଼ ବ୍ଲକ ଅନ୍ତର୍ଗତ ରୁହୁଣିଆଁକୁ ଫେରୁଥିବା ଏକ ବରଯାତ୍ରୀ ଗାଡ଼ି(ଅଟୋ) ସର୍ଣ୍ଣାପାଲି ପୋଲ ତଳକୁ ଖସି ପଡିବାରୁ...

ଫାସ୍‌ଟାଗ୍‌ ଲାଗୁ ହେଲେ ମଧ୍ୟରାତ୍ରରୁ ଆନ୍ଦୋଳନ

ବରଗଡ଼ ଅଫିସ୍‌,୧୫।୨: ସୋମବାର ମଧ୍ୟରାତିରୁ ସମସ୍ତ ଟୋଲପ୍ଲାଜା (ଟୋଲଗେଟ୍‌)ରେ ଫାସ୍‌ଟାଗ୍‌ ଲଗୁ କରିବାକୁ ଜାତୀୟ ରାଜପଥ ପ୍ରାଧିକରଣ ସଂସ୍ଥା (ଏନ୍‌ଏଚ୍‌ଆଇ) ନିଷ୍ପତ୍ତି ନେଇଛି । ତେବେ ବରଗଡ଼ ନ୍ୟାଶନାଲ ହାଇୱେ ୟୁଜର୍ସ ସଂଘ ଏନ୍‌ଏଚ୍‌ଏଆଇର ଏଭଳି ନିଷ୍ପତ୍ତିକୁ ବିରୋଧ କରିଛି...

ଉଦାହରଣ ପାଲଟିଲେ ଶିକ୍ଷକ

ବରଗଡ଼ ଅଫିସ୍‌,୧୫।୨: ବରଗଡ଼ ଜିଲା ପଦ୍ମପୁର-ସୋହେଲା ବିଜୁ ଏକ୍ସପ୍ରେସ ରାସ୍ତାର କନସିଂହା ଛକ ନିକଟରେ ସୋମବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାର ୨ଜଣ ଆହତକୁ ଉଦ୍ଧାର କରି ଡାକ୍ତରଖାନା ପଠାଇ ଶିକ୍ଷକ ଦିବସ କୁମାର ସାହୁ ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ...

ଆଧାର ସାଜିଲା ଅଡ଼ୁଆ, ରାଜ୍ୟ ବୃତ୍ତି ଯୋଜନା ଆବେଦନରୁ ବଞ୍ଚିତ ହେଲେ ୩ ଛାତ୍ରୀ

ବରଗଡ଼ ଅଫିସ୍‌,୧୫।୨: ବରଗଡ଼ ଜିଲା ବିଜେପୁର ବ୍ଲକ ମୁଣ୍ଡୋମହୁଲ ଗ୍ରାମର ୩ ଜଣ ଛାତ୍ରୀ ଲିଲି ତରିଆ, ପୂଜା ଷାଣ୍ଢ ଏବଂ ପ୍ରୀତି ଭୁଏ ରାଜ୍ୟ ଛାତ୍ରବୃତ୍ତି ଯୋଜନାରେ ଆବେଦନ କରିବାରୁ ବଞ୍ଚିତ ହୋଇଛନ୍ତି । ସେଥିରେ ଆଧାର ପ୍ର୍ରତିବନ୍ଧକ...

ବରଗଡ଼ରେ ଓଡ଼ିଶା ବନ୍ଦଡାକରାକୁ ସମର୍ଥନ

ବରଗଡ଼ ଅଫିସ,୧୫।୨: କେନ୍ଦ୍ର ସରକାରଙ୍କ ତୈଳ ଓ ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଦିଆଯାଇଥିବା ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ ଜିଲାରେ ସ୍ବତଃସ୍ଫୁର୍ତ୍ତ ସମର୍ଥନ ମିଳିଛି। ସୋମବାର ସକାଳ ୭ଟାରୁ ଜିଲାର...

ଆରମ୍ଭରୁ ସାର ଅଭାବ

ବରଗଡ଼ ଅଫିସ୍‌,୧୫।୨: ବରଗଡ଼ ଜିଲାରେ ରବି ଚାଷକାମ ଜୋର୍‌ ଧରିଛି। ଅଧିକାଂଶ ସ୍ଥାନରେ ଚାଷୀମାନେ ତଳିପକା, ଧାନ ବୁଣା ସାରିଦେଲେଣି। କେତେକ ସ୍ଥାନରେ ରୁଆକାର୍ଯ୍ୟ ମଧ୍ୟ ଶେଷ ହୋଇଛି। ବର୍ତ୍ତମାନ ସମୟରେ ଧାନ ଫସଲ ପାଇଁ ୟୁରିଆ ସାରର ଆବଶ୍ୟକତା...

ଧାନ ଉଠାଣ ଦାବିରେ ଭାଜପାର ଚକାଜାମ ଆନ୍ଦୋଳନ

ବରଗଡ଼ ଅଫିସ,୧୩।୨: ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ତିନି ମାସ ବିତିଯାଇଛି। ମାତ୍ର ପଶ୍ଚିମ ଓଡ଼ିଶାର ବରଗଡ଼ ସମେତ ବିଭିନ୍ନ ଜିଲାରେ ଧାନ କିଣାବିକା ନେଇ ସମସ୍ୟା ତୁଟି ନାହିଁ। ବହୁସଂଖ୍ୟକ ଚାଷୀଙ୍କ ପାଖରେ ଲକ୍ଷ, ଲକ୍ଷ ବସ୍ତା ଧାନ...

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ପରିବାରକୁ ଜଣାଇଲେ ସମବେଦନା

ସରଣ୍ଡା,୧୩।୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଗୁଣମଣି କର୍ମୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ କର୍ମୀଙ୍କ ପୁତ୍ର ବୁଲୁ କର୍ମୀଙ୍କୁ ମୁଖ୍ୟମନ୍ତ୍ରୀ ଶୁକ୍ରବାର ଫୋନ ଯୋଗେ ସମବେଦନା ଜଣାଇଥିଲେ। ସ୍ବର୍ଗତ ଗୁଣମଣି...

ଧାନ ବୋଝେଇ ଟ୍ରାକ୍ଟର ରଖି ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ପଦ୍ମପୁର,୧୧।୨(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ ମାସ ବିତି ଯାଇଛି । ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି...

ମଣ୍ଡିରୁ ଉଠୁନି ଧାନ, ବ୍ଲକ ଅଫିସରେ ଧାନ ଗଦାଇଲେ ଚାଷୀ

ବରଗଡ଼ ଅଫିସ,୯।୨: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ପ୍ରାୟ ତିନି ମାସ ବିତି ଗଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିଗୁଡିକୁ ବନ୍ଦ...

ପଣ୍ୟାଗାର କାର୍ଯ୍ୟକ୍ଷମ ଦାବି: ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଲେ ଶ୍ରମିକ

ବରଗଡ଼ ଅଫିସ,୯।୨: ବରଗଡ଼ ସହର ଉପକଣ୍ଠ କେନ୍ଦପାଲିସ୍ଥିତ ପଣ୍ୟାଗାର ଗତବର୍ଷ ଜୁନ ମାସରୁ ବନ୍ଦ ରହିଛି। ଫଳରେ ଏହି ପଣ୍ୟାଗାରରେ କାର୍ଯ୍ୟ କରି ପରିବାର ପୋଷଣ କରୁଥିବା ଶ୍ରମିକ (ହେମାଲି)ମାନେ ବେରୋଜଗାରକ୍ଷମ ହୋଇ ପଡିଛନ୍ତି। ଏ ନେଇ ସେମାନେ ଓଡ଼ିଶା...

ଫ୍ରିଜର ପୋଡି ସଂଗୃହିତ ୧୦ ୟୁନିଟ୍‌ ରକ୍ତ ନଷ୍ଟ

ବରଗଡ଼ ଅଫିସ୍‌,୭।୨: ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ରକ୍ତ ସଂରକ୍ଷଣ ବିଭାଗର ଫ୍ରିଜରରେ ରହିଥିବା ୧୦ ୟୁନିଟ୍‌ ସଂଗୃହିତ ରକ୍ତ ନଷ୍ଟ ହୋଇଛି। କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁ ଫ୍ରିଜର ଖରାପ ହେବାରୁ ଏଭଳି ହୋଇଥିବା ବିଭାଗୀୟ କର୍ତ୍ତୃପକ୍ଷ ସଫେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri