ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା
ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ ଭେଟକୁ ନେଇ ଚର୍ଚ୍ଚା ହେଉଛି। Dharitri – Odisha’s No.1 Odia Daily
ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ
ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ ବିଶିଷ୍ଟ ବ୍ୟକ୍ତି ଓ ରାଜନୈତିକ ବ୍ୟକ୍ତି ବିଶେଷ ଫୁଲତୋଡ଼ା ଓ ନେଇ ଯାଇଥାନ୍ତି...
ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା
ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା ବେଳେ ମଙ୍ଗଳବାର ସକାଳେ ଗୋଟିଏ ଗୋଷ୍ଠୀର ୪ ଜଣ କିନ୍ନରଙ୍କୁ ଆକ୍ରମଣ ସହ...
ଚୋରକୁ କାବୁ କରି ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…
ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ ହସ୍ତାନ୍ତର କରିଛନ୍ତି। ଏପରି ଘଟଣା ଘଟିଛି ଭଦ୍ରକ ପୁରୁଣା ବଜାର ଥାନା ସନ୍ଥିଆ...
୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍ ତଥ୍ୟ
ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ ଭୁଲ୍ ତଥ୍ୟ ଦିଆଯାଇଛି। ପୃଷ୍ଠା ସଂଖ୍ୟା-୩୧ର ପାରା-୩ ଓ ପାରା-୫ରେ ଭାରତ ଛାଡ଼...
ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ
ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ ଅଟକି ରହିଥିବାରୁ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି । ସୂଚନା...
ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍ ନୋଟ୍ ଲେଖି ନେଲେ ଏମିତି ନିଷ୍ପତ୍ତି…
ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ ୩ଦିନ ଧରି ନିଅଁା ଜଳୁଛି। ଏହି ତାତି ଥମି ନ ଥିବାବେଳେ ଆଉ...
ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…
ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ନାବାଳିକା ଗଣମାଧ୍ୟମ ଆଗରେ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି।...
କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ
ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି ସହର ଅଶାନ୍ତ କରିଛି। ଚାନ୍ଦବାଲି ବଜାର ମଧୁବାବୁ ଛକ, ପୁରୁଣା ବସ୍ଷ୍ଟାଣ୍ଟ, ତାରିଣୀ...
ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍ରେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି ଦେଇଛନ୍ତି l ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ଏହି ଘଟଣାରେ କଡ଼ା...
ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…
ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି ଦେଇଛନ୍ତି l ମଙ୍ଗଳବାର ୭ଟାରେ କିଛି ଲୋକ...
ପୋଲିସ ସାମ୍ନାରେ ଉଗ୍ରରୂପ ନେଲା ୨ କିନ୍ନର ଗୋଷ୍ଠୀ ବିବାଦ: ୪ ଜଣଙ୍କ ପ୍ରତି ଏପରି ଅଭିଯୋଗ ଆଣି…
ଭଦ୍ରକ,୨୩ା୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଦୁଇ କିନ୍ନର ଗୋଷ୍ଠୀ ବିବାଦ ଉଗ୍ରରୂପ ନେଇଛି। ଗୋଟିଏ ଗୋଷ୍ଠୀର କିନ୍ନରଙ୍କ ଉପରେ ଆକ୍ରମଣ ଅଭିଯୋଗ ପରେ ଅନ୍ୟ କିନ୍ନର ଗୋଷ୍ଠୀ ୪ ଜଣ କିନ୍ନରଙ୍କୁ ଭଦ୍ରକ ସହରାଞ୍ଚଳ ଥାନା ରେ ଜିମା ଦେଇଛନ୍ତି...
Archives


