ଭଦ୍ରକ

୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ: ଦୁଇ ଗିରଫ

ଭଦ୍ରକ ଅଫିସ,୨୩।୬: ଭଦ୍ରକ ଅବକାରୀ ଟିମ୍‌ ମଙ୍ଗଳବାର ବନ୍ତଛକ ପୋଲତଳୁ ଦୁଇ ଜଣ ବ୍ରାଉନ୍‌ ସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛନ୍ତି। ସେମାନେ ହେଲେ ଅବଦଲାପୁରର ପ୍ରଶାନ୍ତ କୁମାର…

4 years ago

ବ୍ୟବସାୟର ଢଙ୍ଗ ବଦଳିଛି, ମିଳୁନି ଆତ୍ମସନ୍ତୋଷ

ଭଦ୍ରକ ଅଫିସ, ୨୩ । ୬-ଠେଲାଗାଡି ବ୍ୟବସାୟୀଙ୍କ ଦାନାପାଣି ଛଡାଇ ନେଇଛି ମହାମାରୀ କରୋନା। ପ୍ରଶାସନିକ ସ୍ତରରେ ସେମାନଙ୍କୁ ଅନୁମତି ମିଳି ନ ଥିବାରୁ ସେମାନେ ଏବେ…

4 years ago

ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଲା

ଭଦ୍ରକ ଅଫିସ,୨୨ା୬: ଜିଲାରୁ ସୋମବାର ପୁଣି ୪ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧ରେ ପହଞ୍ଚିଛି। ଆଜି ଚିହ୍ନଟ…

4 years ago

ହାତରେ ଜୋତା, କାନ୍ଧରେ ସାଇକେଲ

ଭଣ୍ଡାରିପୋଖରୀ, ୨୨ା୬(ଡି.ଏନ.ଏ.)-ଏମିତି ରାସ୍ତା ରହିଛି ଯେଉଁଠି ପାଦରେ ଚପଲ ପିନ୍ଧି ଯିବା ଅସମ୍ଭବ। ଲୋକେ ହାତରେ ଜୋତା ଧରି କାନ୍ଧରେ ସାଇକେଲ ପକାଇ ଘରୁ ବାହାରିଥାନ୍ତି। ୩ଶହ…

4 years ago

ନାବାଳିକାଙ୍କୁ ବଳାତ୍କାର କରି ଯୁବକ କୋର୍ଟଚାଲାଣ

ପଦ୍ମପୁର,୨୦।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣୀଡିହି ପୋଲିସ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଶନିବାର ଜଣଙ୍କୁ କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ପୁରୁଷୋତ୍ତମପୁର ଗ୍ରାମର…

4 years ago

ଭଦ୍ରକରେ ୧୮୬ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୨୦।୬: ଭଦ୍ରକ ଜିଲାରେ ଶନିବାର ପୁଣି ୫ କରୋନା ପଜିଟଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୬ରେ ପହଞ୍ଚିଛି।…

4 years ago

୧୪ ଗୋରୁ ସହ ଭ୍ୟାନ୍‌ ଜବତ

ଭଦ୍ରକ ଅଫିସ, ୨୦ା୬- ଭଦ୍ରକ ଜିଲା ଚରମ୍ପା ବରାଳପୋଖରୀ ଅଞ୍ଚଳରୁ ଶୁକ୍ରବାର ବେଆଇନ ଗୋଚାଲାଣ ବେଳେ ଟାଉନ ଥାନା ପୋଲିସ ୧୪ଟି ଗୋରୁ ସହ ଏକ ପିକଅପ୍‌…

4 years ago

ଚାଇନା ସାମଗ୍ରୀ ବର୍ଜନ ପାଇଁ ଆହ୍ବାନ, ସ୍ବଦେଶୀ ସାମଗ୍ରୀ ବିକିବାକୁ ଅନୁରୋଧ

ଭଦ୍ରକ ଅଫିସ,୧୮ା୬: ସୀମାରେ ଚାଇନା-ଭାରତ ସଂଘର୍ଷ ପରେ ଦେଶବ୍ୟାପୀ ଆଲୋଡ଼ନ ଖେଳିଯାଇଛି। ସଂଘର୍ଷରେ ଭାରତର ଯବାନମାନେ ଶହୀଦ ହେବା ପରେ ଚାଇନା ବିରୋଧରେ ଅସନ୍ତୋଷ ବଢ଼ିବାରେ ଲାଗିଛି।…

4 years ago

ଭଦ୍ରକରେ ୩ କରୋନା ପଜିଟିଭ୍‌ ଚିହ୍ନଟ, ୧୮୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୮ା୬: ଭଦ୍ରକ ଜିଲାରେ ଗୁରୁବାର ଆଉ ୩ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧ରେ ପହଞ୍ଚିଛି। ଏହି ଆକ୍ରାନ୍ତମାନେ…

4 years ago

ଭିଜିଲାନ୍ସ ଜାଲରେ ଟେକ୍ନିକାଲ ଆସିଷ୍ଟାଣ୍ଟ

ଭଦ୍ରକ ଅଫିସ,୧୮।୬: ଭଦ୍ରକ ଡିପିସି ଅଫିସର ଟେକ୍ନିକାଲ ଆସିଷ୍ଟାଣ୍ଟଙ୍କ ଘରେ ଗୁରୁବାର ଭଦ୍ରକ ଓ ବାଲେଶ୍ୱର ଭିଜିଲାନ୍ସ ମିଳିତ ଭାବେ ଚଢ଼ାଉ କରଛନ୍ତି। ଆୟ ବର୍ହିଭୁତ ସମ୍ପତି…

4 years ago