ଭଦ୍ରକ

ବର୍ଷା ଆରମ୍ଭରୁ ଧସିଲା ଗାର୍ଡ୍‌ଓ୍ବାଲ୍‌ : ନିର୍ମାଣ ନ ସରୁଣୁ ସ୍ଥିତି ବେହାଲ

ଭଦ୍ରକ ଅଫିସ, ୧୭ା୬- ନିର୍ମାଣ କାର୍ଯ୍ୟ ନ ସରୁଣୁ ସ୍ଥିତି ବେହାଲ ହୋଇପଡ଼ିଛି। ବର୍ଷା ଆରମ୍ଭରୁ ଗାର୍ଡଓ୍ବାଲ୍‌ (ସୁରକ୍ଷା ପ୍ରାଚରୀ) ଧସି ଯାଇଛି। ଏଭଳି ଘଟଣା ଦେଖିବାକୁ…

4 years ago

ଗାଡ଼ି ଧକ୍କାରେ ମେଡିକାଲ ଛାତ୍ର ଗୁରୁତର : ଚାଳକଙ୍କ ନାମରେ ମାମଲା ରୁଜୁ

ବନ୍ତ,୧୬।୬(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଧୀନ କେନ୍ଦୁଆପଦା ଛକସ୍ଥିତ ଭାରତ ପେଟ୍ରୋଲ ପମ୍ପ ସମ୍ମୁଖ ରାସ୍ତାରେ ବାଇକ୍‌ରେ ଆସୁଥିବା ଜଣେ ମେଡିକାଲ ଛାତ୍ରଙ୍କୁ ଏକ ଟାଟା ଏସି…

4 years ago

ବୁରୁଜାଲ ଗାଁରେ ଗୋଷ୍ଠୀ ସଂଘର୍ଷ: ୬ ଆହତ

ଚାନ୍ଦବାଲି,୧୭।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଉତୁକୁଡ଼ା ପଞ୍ଚାୟତର ବୁରୁଜାଲ ଗାଁରେ ବୁଧବାର ସକାଳେ ଦୁଇ ରାଜନୈତିକ ଦଳର ସମର୍ଥକଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି…

4 years ago

ସଙ୍ଗରୋଧ କେନ୍ଦ୍ରରୁ ଚୋରି ଘଟଣା: ୩ କୋର୍ଟ ଚାଲାଣ, ଚୋରି ସାମଗ୍ରୀ ଉଦ୍ଧାର

ଭଦ୍ରକ ଅଫିସ,୧୭ା୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ତୋରଣପଦା ସଙ୍ଗରୋଧ କେନ୍ଦ୍ରରୁ ଚଳିତ ମାସ ୫ ତାରିଖ ରାତିରେ କବାଟ ଭାଙ୍ଗି ଚୋରି ହୋଇଥିଲା। ସଙ୍ଗରୋଧ କେନ୍ଦ୍ରରେ…

4 years ago

ନପଙ୍ଗ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭଣ୍ଡାରିପୋଖରୀ,୧୭ା୬(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ନପଙ୍ଗ ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ସୋମବାର କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ପଞ୍ଚାୟତର ଚଣ୍ଡୀମାତା ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ…

4 years ago

ଋଷ୍ୟଶୃଙ୍ଗ-ଶାନ୍ତାକୁମାରୀଙ୍କ ବିବାହ

ବାସୁଦେବପୁର, ୧୬ା୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ପଢ଼ୁଁଆ ପଞ୍ଚାୟତ ସରପୋଖରୀଆଡ଼ିଠାରେ ଋଷ୍ୟଶୃଙ୍ଗ ସାଂସ୍କୃତିକ ଅନୁଷ୍ଠାନ ଆନୁକୂଲ୍ୟରେ ଋଷ୍ୟଶୃଙ୍ଗ-ଶାନ୍ତାକୁମାରୀଙ୍କ ବିବାହ ଉତ୍ସବ ୩ଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଏହି…

4 years ago

ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତ ପଡୋଶୀ ଯୁବକ ଗିରଫ

ଚାନ୍ଦବାଲି,୧୬।୬(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନସ୍ଥ ଚଡଦିଆ ଗ୍ରାମ ପଞ୍ଚାୟତର ଚଡଦିଆ ଗାଁର ଜଣେ ୫ ବର୍ଷର ନାବାଳିକା ବଳାତ୍କାର ଅଭିଯୋଗରେ ପଡୋଶୀ ଘରର ଜଣେ ଯୁବକକୁ…

4 years ago

ସଙ୍ଗରୋଧ କେନ୍ଦ୍ରରୁ ଚୋରି ଘଟଣା:୨ ଅଟକ, ଚୋରି ସାମଗ୍ରୀ ଜବତ

ଭଦ୍ରକ ଅଫିସ/ପଦ୍ମପୁର,୧୬।୬(ଡି.ଏନ୍‌.ଏ.): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଗୋରାମାଟି ପଞ୍ଚାୟତର ତୋରଣପଦା ସଙ୍ଗରୋଧ କେନ୍ଦ୍ରରୁ ଗତ ୫ ତାରିଖରେ ଚୋରି ହୋଇଥିଲା। ଏହି ଘଟଣାରେ ମଙ୍ଗଳବାର ଗ୍ରାମାଞ୍ଚଳ…

4 years ago

ପୂର୍ବ ଶତ୍ରୁତାରୁ ଅଗ୍ନିକାଣ୍ଡ: ରାତିରେ ଶୋଇଥିବା ବେଳେ ଘରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ,୧୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବାଉଦପୁର ଗାଁରେ ୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ପୂର୍ବ ଶତ୍ରୁତାରୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ଫେରାର…

4 years ago

ରଜରେ ଆମ୍ବ ଖାଇବାକୁ ନ ଦେବାରୁ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କଲେ ସ୍ବାମୀ

ଭଦ୍ରକ ଅଫିସ,୧୬।୬: ରଜରେ ଆମ୍ବ ଖାଇବା ପାଇଁ ନଦେବାରୁ ସ୍ତ୍ରୀଙ୍କୁ ବାଉଁଶରେ ପିଟି ହତ୍ୟା କଲେ ନିଶାସକ୍ତ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

4 years ago