ଭଦ୍ରକ

ମାସ୍କ ପିନ୍ଧି ନ ଥିବାରୁ ଜରିମାନା

ଭଣ୍ଡାରିପୋଖରୀ, ୧।୫(ଡି.ଏନ.ଏ.)-ଭଣ୍ଡାରିପୋଖରୀ ପୋଲିସ ବ୍ଲକର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ବିନା ମାସ୍କରେ ଯାତାୟାତ କରୁଥିବା ୮ ଜଣଙ୍କ ଠାରୁ ୧୬୦୦ ଟଙ୍କା ଜରିମାନା ଆଦାୟ କରିଛି।…

4 years ago

କୋଟାରେ ଫସିଛନ୍ତି ଛାତ୍ରୀଛାତ୍ର, ଫେରାଇ ଆଣିବାକୁ ଭଦ୍ରକ ବିଧାୟକଙ୍କୁ ଭେଟିଲେ ପରିବାର

ଭଦ୍ରକ ଅଫିସ, ୧।୫: ରାଜସ୍ଥାନର କୋଟାରେ ଫଶିଥିବା ଭଦ୍ରକର ଛାତ୍ରୀଛାତ୍ରମାନଙ୍କୁ ଫେରାଇ ଆଣିବାକୁ ଅଭିଭାବକମାନେ ଶୁକ୍ରବାର ବିଧାୟକ ସଞ୍ଜୀବ ମଲିକଙ୍କ ସହ ଆଲୋଚନା କରିଛନ୍ତି। ଶୁକ୍ରବାର ସକାଳେ…

4 years ago

ଭଦ୍ରକରେ ରାପିଡ୍‌ ରେସ୍‌ପନ୍ସ ଟିମ୍‌

ଭଦ୍ରକ ଅଫିସ,୧।୫ - ଭଦ୍ରକ ଜିଲାରେ କେନ୍ଦ୍ରର ୩ ଜଣିଆ ରାପିଡ୍‌ ରେସ୍‌ପନ୍ସ ଟିମ ପହଞ୍ଚି କାର୍ଯ୍ୟ ଆରମ୍ଭ କରିଛି। ଏହି ଟିମ ପ୍ରଥମେ ଭଦ୍ରକ ରେ…

4 years ago

କରୋନା ହଟ୍‌ସ୍ପଟ୍‌ ତାଲିକା: ରେଡ୍‌ ଜୋନ୍‌ରେ ଭଦ୍ରକ

ଭଦ୍ରକ ଅଫିସ,୧।୫: କରୋନା ହଟ୍‌ସ୍ପଟ୍‌ ଜୋନରେ ଓଡ଼ିଶାର ୩ଟି ଜିଲା ରହିଛି। ସେଗୁଡ଼ିକ ହେଉଛି ଯାଜପୁର, ଭଦ୍ରକ ଓ ବାଲେଶ୍ୱର। ସେହିପରି ଅରେଞ୍ଜ ଜୋନରେ ରାଜ୍ୟର ୬ଟି…

4 years ago

ମାଛ ଧରା କଣ୍ଟା ଗିଳିଲା ବଉଳା କୁମ୍ଭୀର, ଉଦ୍ଧାର ପରେ କରାଗଲା ଅସ୍ତ୍ରୋପଚାର

ପଦ୍ମପୁର/ବାସୁଦେବପୁର,୧।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପୁର ଗ୍ରାମ ପଞ୍ଚାୟତର ସାରଙ୍ଗପୁର ଗ୍ରାମରୁ ଶୁକ୍ରବାର ସକାଳେ ଏକ ବଉଳା କୁମ୍ଭୀର ଉଦ୍ଧାର କରାଯାଇଛି। ଗ୍ରାମର କିଛି…

4 years ago

ଘରେ ଘରେ ମାସ୍କ ବଣ୍ଟନ

ବନ୍ତ,୩୦।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଯେନାସାହିରେ ସ୍ବେଚ୍ଛାସେବୀ ସଂସ୍ଥା ସିଏଫଡବ୍ଲ୍ୟୁଏସ୍‌ଡି ପକ୍ଷରୁ ଘରେ ଘରେ ମାସ୍କ ବଣ୍ଟନ କରାଯାଇଛି। ସରପଞ୍ଚ ବନମାଳୀ ବେହେରାଙ୍କ ଉପସ୍ଥିତିରେ ସଂସ୍ଥାର…

4 years ago

୯୧ କରୋନା ଯୋଦ୍ଧାଙ୍କ ନମୁନା ସଂଗ୍ରହ

ଭଣ୍ଡାରିପୋଖରୀ, ୩୦।୪ (ଡି.ଏନ.ଏ.)-କରୋନାର ମୁକାବିଲା ପାଇଁ ଦିନ ରାତି ଏକ କରି ନିୟୋଜିତ ଥିବା ଯୋଦ୍ଧା ମାନଙ୍କୁ ସୁରକ୍ଷିତ ରଖିବା ପାଇଁ ସେମାନଙ୍କ ସ୍ବାବ ନମୁନା ପରୀକ୍ଷଣ…

4 years ago

ମୁଖ୍ୟମନ୍ତ୍ରୀ ରିଲିଫି ପାଣ୍ଠିକୁ ସହାୟତା

ଭଣ୍ଡାରିପୋଖରୀ, ୩୦।୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧୀନ କାର୍ଯ୍ୟରତ ସମସ୍ତ କର୍ମଚାରୀ, ଶିକ୍ଷୟିତ୍ରୀଶିକ୍ଷକ ଓ ସିଆରସିସି ମାନେ ସ୍ବେଚ୍ଛାକୃତ ଭାବେ ସେମାନଙ୍କ ମାର୍ଚ୍ଚ ମାସ ବେତନରୁ ଗୋଟିଏ…

4 years ago

କ୍ବାରାଣ୍ଟାଇନ କେନ୍ଦ୍ରରେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଦାବି

ଭଣ୍ଡାରିପୋଖରୀ,୩୦।୪ (ଡି.ଏନ.ଏ.)-ବାହାର ରାଜ୍ୟରେ କର୍ମଜୀବୀ ଭାବେ ବାସ କରୁଥିବା ଲୋକ ମାନେ ଘରବହୁଡା ହୋଇ ଓଡିଶାକୁ ଆସୁଛନ୍ତି ସେମାନଙ୍କ ପାଇଁ ୧୪ ଦିନିଆ କ୍ବାରାଣ୍ଟାଇନ ବ୍ୟବସ୍ଥା କରାଯାଇଛି।…

4 years ago

କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ ସ୍ବାବ ପରୀକ୍ଷା

ଭଦ୍ରକ ଅଫିସ,୩୦।୪: ଭଦ୍ରକ ସହରରେ କାର୍ଯ୍ୟରତ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିଙ୍କ ଗୁରୁବାର ସ୍ବାବ ସଂଗ୍ରହ କରାଯାଇଛି। ସହରର ବିଜୁ କଲ୍ୟାଣ ମଣ୍ଡପ ପରିସରରେ ଏହି ସ୍ବାବ ସଂଗ୍ରହ…

4 years ago