ଭଦ୍ରକ

ଆଇସୋଲେଶନରେ ରହୁନାହାନ୍ତି ବିଦେଶ ଫେରନ୍ତା: ଗ୍ରାମବାସୀ ଭୟଭୀତ

ବନ୍ତ,୩୦।୩(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ବିଦେଶ ଏବଂ ଅନ୍ୟ ରାଜ୍ୟରୁ ଆସୁଥିବା ବ୍ୟକ୍ତିମାନଙ୍କୁ ଆଇସୋଲେଶନରେ ରହିବା ପାଇଁ ପରାମର୍ଶ ଦେଉଥିଲେ ମଧ୍ୟ ତାହାକୁ ଲୋକେ ସଠିକ୍‌…

4 years ago

୩ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ବାନ୍ଧିନେଲା ପୋଲିସ

ଭଣ୍ଡାରିପୋଖରୀ,୨୯।୩(ଡି.ଏନ୍‌.ଏ): କରୋନା ସଂକ୍ରମଣକୁ ରୋକିବା ଲାଗି ସାରା ଦେଶକୁ ଲକ୍‌ଡାଉନ ଘୋଷଣା କରାଯାଇଛି। ଏ ନେଇ ପୋଲିସ ପ୍ରଶାସନ ଯାଞ୍ଚକୁ କଡ଼ାକଡି କରିଛି। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ…

4 years ago

କରୋନା ସଚେତନତା କଲା ଯୁବକ ସଂଘ

ବନ୍ତ,୨୯।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକସ୍ଥିତ ନିଳକଣ୍ଠେଶ୍ୱର ୟୁନାଇଟେଡ୍‌ ୟୁଥ୍‌ କ୍ଲବର ସଦସ୍ୟମାନେ ଗ୍ରାମ ପରିକ୍ରମା କରି ଲୋକମାନଙ୍କୁ କରୋନା ସଚେତନତା କରାଇଥିବାର ଦେଖାଯାଇଛି। ବରିଷ୍ଠ…

4 years ago

ବୃତ୍ତ ଚିହ୍ନରେ ରହି ହାଟ ସାମଗ୍ରୀ କିଣିଲେ ଲୋକେ

ବନ୍ତ,୨୯।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ରବିବାର ସାପ୍ତାହିକ ହାଟରେ ଲୋକେ ଧଳା ଗୋଲେଇ ଭିତରେ ରହି ସାମଗ୍ରୀ କିଣୁଥିବାର ଦେଖାଯାଇଛି। ସାମାଜିକ ଦୂରତା ପାଳନ କରିବା ଉଦ୍ଦେଶ୍ୟରେ…

4 years ago

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ତଦାରଖ କଲେ ଅତିରିକ୍ତ ଜିଲାପାଳ

ବନ୍ତ,୨୯।୩(ଡି.ଏନ୍‌.ଏ.): ଅତିରିକ୍ତ ଜିଲାପାଳ(ରାଜସ୍ବ) ଅରୁଣ କୁମାର ମହାପାତ୍ର ରବିବାର ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ତଦାରଖ କରିଛନ୍ତି। ନିଳୋକ ହାଇସ୍କୁଲସ୍ଥିତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ…

4 years ago

କରୋନା ସମୟରେ କଳାକାରଙ୍କୁ ଭତ୍ତା ଦେବାକୁ ଭୁଲିଗଲେ ସରକାର

ଧାମନଗର,୨୯।୩(ଡି.ଏନ୍‌.ଏ.): କରୋନା କବଳରୁ ମୁକ୍ତି ପାଇଁ ସରକାରଙ୍କ ପ୍ରଚେଷ୍ଟା ଜାରି ରହିଥିବାବେଳେ ଗୃହବନ୍ଦୀ କରାଯାଇ ଜନସାଧାରଣଙ୍କୁ ଖାଦ୍ୟପେୟ ଯୋଗାଇ ଦିଆଯାଉଛି। ଗରିବ ବୃଦ୍ଧା,ବୃଦ୍ଧ, ବିଧବା, ଭିନ୍ନକ୍ଷମଙ୍କୁ ଅଗ୍ରୀମ…

4 years ago

‘ଘରେ ଯୋଗାଇ ଦିଆଯିବ ରାଶନ, ଖାଦ୍ୟ’ ନିର୍ଦ୍ଦେଶନାମା ଜାରି କଲା ପ୍ରଶାସନ

ଭଦ୍ରକ ଅଫିସ, ୨୯ା୩- ଲକ୍‌ଡାଉନ୍‌ ପରିସ୍ଥିତିରେ ଜନସାଧାରଣଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବାକୁ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ନେହେରୁ ଷ୍ଟାଡିୟମରେ ପରିବା ଦୋକାନରେ…

4 years ago

ଜଳିଗଲା ୩ ବଖରା

ବନ୍ତ, ୨୯ା୩(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ପଦିପାଟଣା ଗ୍ରାମରେ ଶନିବାର ଅଗ୍ନିକାଣ୍ଡ ଘଟି ୩ ବଖରା ଘର ସହ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି। ବିଦ୍ୟୁତ…

4 years ago

ରାଜ୍ୟ ବାହାରୁ ଆସିଥିବା ଲୋକଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା

ବନ୍ତ, ୨୯ା୩(ସ୍ବ.ପ୍ର.)-ବନ୍ତ ବ୍ଲକ ଆଗରପଡା ଥାନା ପୁରୁଷଣ୍ଢ ଗ୍ରାମରେ ବାହାର ରାଜ୍ୟରୁ ଆସି ଆଶ୍ରୟ ନେଇଥିବା ଲୋକଙ୍କ ପାଇଁ ବନ୍ତ ବ୍ଲକ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ…

4 years ago

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୫୦୦୦ ଟଙ୍କା ପ୍ରଦାନ

ଭଣ୍ଡାରିପୋଖରୀ,୨୮।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବିଜୁ ଯୁବ ଜନତା ଦଳ ପକ୍ଷରୁ ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ସ୍ଥାନୀୟ ବିଡିଓ ଉମେଶ ଚନ୍ଦ୍ର ମଲିକଙ୍କ…

4 years ago