ଭଦ୍ରକ

ବନ୍ଧା ପଡିଛି ମଣିଷ ପଣିଆ: ଆହାରକେନ୍ଦ୍ର ଶେଷ ଠିକଣା

ଚାନ୍ଦବାଲି,୬ା୧୧(ଡି.ଏନ.ଏ.)-ଆଖିକୁ ଭଲ ଦେଖାଯାଉ ନ ଥିବା ଜଣେ ୯୦ ବର୍ଷର ବୃଦ୍ଧାଙ୍କୁ କେହି ଆଣି ଭଦ୍ରକ ଜିଲା ଚାନ୍ଦବାଲି ଏନଏସି ଆହାର କେନ୍ଦ୍ର ବାରଣ୍ଡାରେ ସୋମବାର ସକାଳେ…

5 years ago

ଭଦ୍ରକ କଲେଜରେ ଛାତ୍ର ଅଶାନ୍ତି ଜାରି

ଭଦ୍ରକ ଅଫିସ,୫ା୧୧- ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି ଜାରି ରହିଛି। ମଙ୍ଗଳବାର ଛାତ୍ର ଆନ୍ଦୋଳନର ୨ୟ ଦିନରେ ଶତାଧିକ ଛାତ୍ରୀଛାତ୍ର ପାଠପଢା ବର୍ଜନ କରି…

5 years ago

ବିଦ୍ୟୁତ୍‌ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଧାରଣା

ଧାମନଗର,୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କଲ୍ୟାଣି ଗ୍ରାମର ଜଣେ ଯୁବକ ବିଦ୍ୟୁତ୍‌ ଆଘାତରେ ପ୍ରାଣ ହରାଇଛନ୍ତି। ମୃତକ ହେଲେ ଭାସ୍କର ବେହେରା। ସୋମବାର ରାତିରେ ଭାସ୍କର…

5 years ago

ଭଦ୍ରକ କଲେଜରେ ଛାତ୍ର ଅଶାନ୍ତି, କ୍ଲାସ ବର୍ଜନ କରି ଫାଟକ ସମ୍ମୁଖରେ ଧାରଣା

ଭଦ୍ରକ ଅଫିସ,୪।୧୧: ଭଦ୍ରକ କଲେଜରେ ଥିବା ବିଭିନ୍ନ ସମସ୍ୟା ପ୍ରତି ଦୀର୍ଘବର୍ଷ ଧରି ଅଣଦେଖା କରାଯାଉଥିବାରୁ ଛାତ୍ର ଅଶାନ୍ତି ଦେଖାଦେଇଛି। ଫଳରେ ଛାତ୍ରୀଛାତ୍ର କ୍ଲାସ ବର୍ଜନ କରି…

5 years ago

ପୂଜାପାଠ ଆଳରେ ମହିଳାଙ୍କୁ ମଶାଣିକୁ ନେଇ ଅସଦାଚରଣ: ଛେଚା ଖାଇ ଗିରଫ ହେଲେ ଭଣ୍ଡବାବା

ବାସୁଦେବପୁର, ୪।୧୧ (ଡି.ଏନ.ଏ.) - ଜଣେ ଭଣ୍ଡବାବା ଶନିବାର ନିଶାର୍ଦ୍ଧରେ ଜଣେ ନିଃସନ୍ତାନ ମହିଳାଙ୍କୁ ମଶାଣିକୁ ନେଇ ପୂଜାପାଠ କରିବା ଆଳରେ ତାଙ୍କୁ ଅସଦାଚରଣ କରିବା ଭଳି…

5 years ago

ପୁଅଙ୍କ ଶାବଳ ମାଡ଼ରେ ଆହତ ବାପାଙ୍କ ଜୀବନଗଲା

ଧାମନଗର,୩।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଅସୁରାଳୀ ହଂସପୁର ଗ୍ରାମରେ ପୁଅଙ୍କ ଶାବଳ ମାଡ଼ରେ ଆହତ ବାପାଙ୍କର ରବିବାର ସକାଳେ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,ଅକ୍ଟୋବର ୨୨ ତାରିଖରେ…

5 years ago

ଅବ୍ୟବସ୍ଥାରେ ଚାଲିଛି ପରୀକ୍ଷା

ଆରଡ଼ି, ୩।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ମଠଡିହ ଓ ପହଣା କ୍ଲଷ୍ଟର, ଧାମନଗର ବ୍ଲକର ବାପୁଜୀ ଓ ସାଅଁ।ଳପୁର କ୍ଲଷ୍ଟରରେ ଥିବା ସ୍କୁଲଗୁଡ଼ିକରେ ହେଉଥିବା…

5 years ago

ପ୍ରଧାନମନ୍ତ୍ରୀ ଆବାସ ଅନିୟମିତତା ନେଇ ତଦନ୍ତ

ତିହିଡ଼ି,୨।୧୧ (ଡି.ଏନ.ଏ.) : ଭଦ୍ରକ ଜିଲା ତିହିଡ଼ି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ନେଇ ଅଭିଯୋଗ ହୋଇଥିଲା। ଜଣେ ଯୁବତୀଙ୍କୁ ବିଧବା ଦର୍ଶାଇ…

5 years ago

ସପ୍ତମାତୃକା ବେଶର ଅନ୍ତିମ ଦିବସ: ମହାଲକ୍ଷ୍ମୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୨ା୧୧: ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଶନିବାର ଅନ୍ତିମ ଦିବସ। ଶେଷ ଦିନରେ ମା’ ମହାଲକ୍ଷ୍ମୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ସକାଳୁ…

5 years ago

ଚାକିରି କରାଇଦେବାକୁ କହି ଲକ୍ଷେ ଲାଞ୍ଚ: ଜିଲା ପ୍ରାଣୀ ଚିକିତ୍ସାଳୟ କିରାଣି ଗିରଫ

ଭଦ୍ରକ ଅଫିସ, ୨।୧୧ - ଚାକିରି କରାଇଦେବା ନଁାରେ ବ୍ୟାଙ୍କ ଆକାଉଣ୍ଟ ମାଧ୍ୟମରେ ୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ହରଡ଼ଘଣାରେ ପଡ଼ିଛନ୍ତି ଭଦ୍ରକ ଜିଲା ପ୍ରାଣୀ…

5 years ago