ଭଦ୍ରକ

ଚାଷୀଙ୍କୁ ସ୍ବାବଲମ୍ବୀ କରୁଛି ‘ମୋ ମାଛ ପୋଖରୀ’

ବାସୁଦେବପୁର, ୨୩।୯ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ। ମାଛ ଚାଷ ଓ ଉପତ୍ାଦନ କ୍ଷେତ୍ରରେ ଏହି ବ୍ଲକ ଅଞ୍ଚଳରେ ଆବଶ୍ୟକ ଭିତ୍ତିଭୂମି…

5 years ago

ନିର୍ମାଣାଧୀନ କୋଠାରୁ ମିଳିଲା ଝୁଲନ୍ତା ମୃତଦେହ

ଭଦ୍ରକ ଅଫିସ, ୨୨।୯- ଭଦ୍ରକ ଜିଲା ବନ୍ତ ଛକ ନିକଟ ଏକ ନିର୍ମାଣାଧୀନ କୋଠାର ୩ ମହଲାରୁ ରବିବାର ଅପରାହ୍ନରେ ଜଣେ ଅଚିହ୍ନା ଯୁବକଙ୍କ ଝୁଲନ୍ତା ଗଳିତ…

5 years ago

ଉଚ୍ଛେଦ ପରେ ଜବରଦଖଲ

ଭଦ୍ରକ ଅଫିସ,୨୨।୯ - ଭଦ୍ରକ ସହରକୁ ସ୍ମାର୍ଟସିଟି କରାଯିବା ପାଇଁ ମୁଖ୍ୟରାସ୍ତାଗୁଡ଼ିକୁ ଜବରଦଖଲମୁକ୍ତ ଲାଗି ଉଦ୍ୟମ କରାଯାଇଛି। ଗତ ଜୁନ୍‌ ଶେଷ ସପ୍ତାହରେ ମହତାବ ଛକଠାରୁ ଅପର୍ତ୍ତିବିନ୍ଧା…

5 years ago

ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ଜେଲ

ଭଦ୍ରକ ଅଫିସ, ୨୧।୯ - ଭଦ୍ରକ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ଅଦାଲତର ବିଚାରପତି ପ୍ରଣତି ସାହା ଶନିବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର…

5 years ago

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ବିଭାଗ ବନ୍ଦ କଲା ସମବାୟ ସମିତି ସଭାପତିଙ୍କ ବ୍ୟବସାୟିକ ଅନୁଷ୍ଠାନ

ପଦ୍ମପୁର,୨୧।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବରଣ୍ଡୁଆ ପଞ୍ଚାୟତ ସରପଞ୍ଚ ଓ ତାଙ୍କ ସ୍ବାମୀ ସମବାୟ ସମିତିର ସଭାପତିଙ୍କ ମାଲିକାନାରେ ଥିବା ବ୍ୟବସାୟିକ ପ୍ରତିଷ୍ଠାନଗୁଡିକୁ ଶନିବାର…

5 years ago

ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୫ ଜଣଙ୍କ ନଁ। ରେ ମାମଲା, ଅଭିଯୁକ୍ତ ଫେରାର

ଭଦ୍ରକ ଅଫିସ, ୨୧।୯ - ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଉତରାଗଡ଼ିଆ ପାଟଣାରେ ଗୁରୁବାର ରାତିରେ ବିଜୟ ବେହେରା ନାମକ ଜଣେ ଯୁବକଙ୍କୁ ଲୁହାରଡ୍‌ରେ ପିଟିପିଟି ହତ୍ୟା…

5 years ago

ନୟାହାଟରେ ମେଗା ପାନୀୟଜଳ ପ୍ରକଳ୍ପ ନିର୍ମାଣକୁ ବିରୋଧ

ଚାନ୍ଦବାଲି, ୨୦।୯ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ନୟାହାଟ ଗଁାରେ ଗ୍ରାମ୍ୟ ପାନୀୟଜଳ ଯୋଗାଣ ବିଭାଗର ପ୍ରସ୍ତାବିତ ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣକୁ…

5 years ago

ତିହିଡ଼ିରେ ବିଜେଡିର ନୂତନ ସଦସ୍ୟତା ଗ୍ରହଣ ଅଭିଯାନ, ଦଳକୁ ସୁଦୃଢ଼ କରିବାକୁ ପରାମର୍ଶ

ତିହିଡ଼ି,୨୦।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀର ୧୩ ପଞ୍ଚାୟତକୁ ନେଇ ତିହିଡ଼ି ବ୍ଲକ ଅଚକ ପଞ୍ଚାୟତ ଅଧୀନ ନନ୍ଦପୁର ବଜାରରେ ଶୁକ୍ରବାର ବିଜେଡିର ନୂତନ ସଦସ୍ୟତା ଗ୍ରହଣ…

5 years ago

ପିଟିପିଟି ଯୁବକଙ୍କୁ ହତ୍ୟା

ଭଦ୍ରକ ଅଫିସ୍‌, ୨୦-୯: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଉତରାଗଡ଼ିଆ ପାଟଣାରେ ଜଣେ ଯୁବକଙ୍କୁ ଲୁହା ରଡ୍‌ରେ ପିଟି ହତ୍ୟା କରାଯାଇଛି। ମୃତକ ହେଲେ ଉକ୍ତ ଗ୍ରାମର…

5 years ago

ଅନୁଦାନ ହାତେଇବାକୁ ଅଭିନବ ଉଦ୍ୟମ

ଭଦ୍ରକ ଅଫିସ, ୨୦।୯ - ଦୃଷ୍ଟିହୀନ, ମୁକ, ବଧିର ସ୍କୁଲରେ ସରକାରୀ ଅନୁଦାନ ହାତେଇବା ପାଇଁ ସୁସ୍ଥ ପିଲାଙ୍କୁ ରଖି ଅଭିନବ ଉପାୟରେ ଚାଲିଥିଲା ଶିକ୍ଷାନୁଷ୍ଠାନ। ଗୁରୁବାର…

5 years ago