ଭଦ୍ରକ

ତଳମୁଣ୍ଡରେ ପହଞ୍ଚତ୍ପାରୁନି ପାଣି: ଦିନରେ ଖୋଲା ରାତିରେ ବନ୍ଦ

ତିହିଡ଼ି,୩୧।୭ (ସଞ୍ଜିତ ବଳ): ଦଶମୌଜା କେନାଲରେ ୫ ଦିନ ହେଲା ପାଣି ଛଡ଼ା ଗଲାଣି। କିନ୍ତୁ ଏଯାଏ ତଳମୁଣ୍ଡରେ ଟୋପାଏ ବ ପାଣି ପହଞ୍ଚି ପାରିଲାନି। ଏହାର ମୁଖ୍ୟ କାରଣ ହେଉଛି ଉପରମୁଣ୍ଡରେ ଥିବା କେନାଲ ଫାଟକ ଦିନରେ ଖୋଲା...

ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

ତିହିଡ଼ି,୨୪।୭(ସଞ୍ଜିତ ବଳ): ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବାକୁ ସରକାରୀସ୍ତରରେ ଉଦ୍ୟମ କରାଯାଉଛି। ମାତ୍ର ତିହିଡ଼ି ବ୍ଲକ୍‌ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଶ୍ୟାମସୁନ୍ଦରପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ସ୍କୁଲରେ ଶ୍ରେଣୀଗୃହର ଅଭାବ ଯୋଗୁ ଛାତ୍ରୀଛାତ୍ର ବାରଣ୍ଡାରେ ବସି ପାଠ ପଢ଼ିବା ସରକାରୀ...

ଅସ୍ତିତ୍ୱ ହରାଇଲାଣି କାଡ଼ାନାଳ

ତିହିଡ଼ି,୨୩ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକର ବିଭିନ୍ନ ମୌଜାରେ ଥିବା କାଡ଼ାନାଳ ସବୁ ଅସ୍ତିତ୍ୱ ହରାଇଲାଣି। ଯାହାଦ୍ୱାରା ତଳମୁଣ୍ଡରେ ଥିବା ଚାଷଜମି ଜଳସେଚିତ ହୋଇପାରୁ ନାହିଁ। କେତେକ ଚାଷୀଙ୍କ କାରଣରୁ ଅଧିକାଂଶ ଚାଷୀ ଏଥିପାଇଁ ବହୁ ସମସ୍ୟାର ସମ୍ମୁଖୀନ...

କର୍ମଚାରୀ ଅଭାବରୁ ଝୁଲୁଛି ତାଲା

ଭଣ୍ଡାରିପୋଖରୀ,୧୭।୭(ରାଜେନ୍ଦ୍ର ଶତପଥୀ): ବୈତରଣୀ ନଦୀର ବନ୍ୟା ନିୟନ୍ତ୍ରଣରେ ସହଯୋଗିତା ପାଇଁ ଜଳସେଚନ ବିଭାଗର ଭୁବନେଶ୍ୱରସ୍ଥିତ ଜଳ ଘନତ୍ୱ ମାପ ବିଭାଜନର ପୁରାତନ ଆଖୁଆପଦା ସେକ୍ସନରେ କର୍ମଚାରୀ ଅଭାବରୁ ତାଲା ପଡ଼ିଛି। ଭଣ୍ଡାରିପୋଖରୀ ବ୍ଲକର ଆଖୁଆପଦାରେ ବୈତରଣୀ ନଦୀରେ ଆନିକଟ ଥିବାରୁ...

ଅଚାନକ୍‌ ଆହାର କେନ୍ଦ୍ରରେ ପହଞ୍ଚିଗଲେ ବିଧାୟକ, ପରେ….

ଭଦ୍ରକ, ୧୭।୭ (ସନାତନ ରାଉତ): ଭଦ୍ରକ ବିଧାୟକ ସିତାଂଶୁ ଶେଖର ମହାପାତ୍ର ପୌରପାଳିକାର ବିଭିନ୍ନ ୱାର୍ଡ ଓ ବ୍ଲକର ବିଭିନ୍ନ ପଞ୍ଚାୟତ ଗସ୍ତ କରି ଲୋକଙ୍କ ସମସ୍ୟା ବୁଝୁଛନ୍ତି। ସୋମବାର ଅଚାନକ ଭଦ୍ରକ ସହରର ଦକ୍ଷିଣେଶ୍ୱରୀ କାଳୀ ମନ୍ଦିର ନିକଟରେ...

ବିଦ୍ୟାଳୟରେ ବିବାହ ଉତ୍ସବ ପାଇଁ ଅନୁମତି ଦେଇ ଅଡ଼ୁଆରେ ପ୍ରଧାନ ଶିକ୍ଷକ

ଭଣ୍ଡାରିପୋଖରୀ,୧୬ା୭(ରାଜେନ୍ଦ୍ର ଶତପଥୀ):ବିଦ୍ୟାଳୟ ପରିସରରେ ଏକ ବିବାହ ଉତ୍ସବକୁ ଅନୁମତି ଦେଇ ଅଡ଼ୁଆରେ ପଡ଼ିଛନ୍ତି ପ୍ରଧାନ ଶିକ୍ଷକ। ଏନେଇ ଅଭିଯୋଗ ପରେ ବ୍ଲକ ଶିକ୍ଷା ଅଧିକାରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ବନ୍ଦାଳୋ-ମଢ଼ିଆଳି ପଞ୍ଚାୟତର...

ଅନାବନା ଗଛରେ ପରିପୂର୍ଣ୍ଣ ବିଇଓଙ୍କ କାର୍ଯ୍ୟାଳୟ

ବାସୁଦେବପୁର,୧୩।୭(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଓ ପୌରପାଳିକା ଅଞ୍ଚଳରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ନିୟମିତ ଭାବେ ସଫେଇ କାର୍ଯ୍ୟ ହେଉ ନ ଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସହ ବିଷଧର ସାପ ଭୟ ସୃଷ୍ଟି ହେଉଛି।...

ଛାତ୍ରୀଙ୍କ ସାଇକେଲ ଚୋରି ବେଳେ ଧରିଲେ ଲୋକେ

ତିହିଡ଼ି,୬ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାର ସହ ବିଭିନ୍ନ ଅଞ୍ଚଳରୁ ସାଇକେଲ ଚୋରି କରୁଥିବା ଜଣେ ଯୁବକଙ୍କୁ ତିହିଡ଼ି ପୋଲିସ ଶନିବାର ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଯୁବକ ହେଲେ ବାଂଶଡ଼ା ଥାନା ଅଧୀନ ନୂଆଗାଁ ଗ୍ରାମର...

ସ୍କୁଲ ଆସୁ ନାହାନ୍ତି ଶିକ୍ଷୟିତ୍ରୀ, ଶିକ୍ଷକ: ୪ଦିନ ହେଲା ଝୁଲୁଛି ତାଲା

ଭଦ୍ରକ,୬।୭: ଭଦ୍ରକ ଜିଲା ବାସୁଦେବପୁରସ୍ଥିତି ଦଧିବାମନପୁର ସ୍କୁଲରେ ୪ଦିନ ହେଲା ତାଲା ଝୁଲୁଛି। ଫଳରେ ଛାତ୍ରୀଛାତ୍ରଙ୍କ ପାଠ ପଢା ବନ୍ଦ ରହିଛି। ଏନେଇ ଅଭିଭାବକ ମହଳରେ ଅସନ୍ତୋଷ ପ୍ରକାଶ ପାଇବା ସହ ତୁରନ୍ତ ଜିଲା ପ୍ରଶାସନ ସମସ୍ୟାର ସମାଧାନ କରି...

ମୁଖ୍ୟମନ୍ତ୍ରୀ ସଡ଼କ ୨ ବର୍ଷରେ ଦୁଇ ଫାଳ

ଭଦ୍ରକ,୬ା୭ (ସନାତନ ରାଉତ):ଭଦ୍ରକ ବ୍ଲକ୍‌ କଲେଇ ପଞ୍ଚାୟତ ବିଭୁତିପୁର ଗ୍ରାମରେ ନବନିର୍ମିତ ମୁଖ୍ୟମନ୍ତ୍ରୀ ସଡ଼କ ୨ ବର୍ଷରେ ଦୁଇ ଫାଳ ହୋଇଥିବା ଦେଖାଯାଇଛି। ଫଳରେ ଯାତାୟାତରେ ବିପଦ ସୃଷ୍ଟି ହୋଇଛି । ୨୦୨୨ ଡିସେମ୍ବରରେ ସମ୍ପୂର୍ଣ୍ଣ ହୋଇଥିବା ଏହି ସଡ଼କ...

ପ୍ରସବ ପରେ ମହିଳାଙ୍କ ମୃତ୍ୟୁକୁ ନେଇ ହସ୍ପିଟାଲରେ ଭଙ୍ଗାରୁଜା

ଭଦ୍ରକ, ୪।୭: ଭଦ୍ରକ ଗେଲପୁରସ୍ଥିତ ମାତୃ ଓ ଶିଶୁ ମଙ୍ଗଳ ହସ୍ପିଟାଲରେ ଗୁରୁବାର ପ୍ରସବ ପରେ ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ଭଙ୍ଗାରୁଜା ସହ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ମିଳିଥିବା ସୂଚନା ମୁତାବକ, ମହିଳାଙ୍କ ପ୍ରସବ ବେଦନା ହେବାରୁ...

ଠିକାଦାରଙ୍କ ଉପରେ ରହୁନି ଅଧିକାରୀଙ୍କ କର୍ତ୍ତୃତ୍ୱ

ବାସୁଦେବପୁର,୩।୭(ନାରାୟଣ ପ୍ରସାଦ ବାରିକ୍‌): ବାସୁଦେବପୁରରେ ଗତ କିଛିବର୍ଷ ଧରି ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କର୍ମଚାରୀ ଓ ଅଧିକାରୀଙ୍କ ସଂଖ୍ୟା କମି କମି ଯାଉଥିବା ବେଳେ ବିଭାଗ ଅଧୀନରେ ଆସୁଥିବା କାର୍ଯ୍ୟକୁ ତଦାରଖ କରାଯାଇପାରୁ ନାହିଁ। ଏହାର ଏକ ଜ୍ୱଳନ୍ତ ଉଦାହରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri