ଭଦ୍ରକ

ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଛୁଇଁଲା ୩୮୧

ଭଦ୍ରକ ଅଫିସ, ୨୦।୭: ରାଜ୍ୟରେ ସୋମବାରୁ ୬୭୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲାରୁ ରହିଛନ୍ତି ୫୮ଜଣ। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭଦ୍ରକ ଜିଲାରେ ମୋଟ ସଂଖ୍ୟା ପହଞ୍ଚିଛି ୩୮୧ରେ। ଜିଲାରେ ଦିନକୁ ଦିନ ଆକ୍ରାନ୍ତଙ୍କ...

ଅନ୍‌ଲାଇନ୍‌ ଚାଟଶାଳୀ

ଭଦ୍ରକ ଅଫିସ, ୨୦।୭-ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସ୍କୁଲ, କଲେଜ, ଆଶ୍ରମ ସ୍କୁଲ ଏଭଳିକି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ରମାନେ ଶିକ୍ଷାଠାରୁ ଧୀରେ ଧୀରେ ଦୂରେଇ ଯାଉଛନ୍ତି। ହେଲେ ବହୁ ଶିକ୍ଷାନୁଷ୍ଠାନ ଅନ୍‌ଲାଇନ...

ବଢ଼ିଛି ସଂକ୍ରମଣ, କମିଛି ଅପରାଧ ପରିସଂଖ୍ୟାନ

ଭଦ୍ରକ ଅଫିସ,୨୦।୭- ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ୩୨୩ ଛୁଇଁଛି ଆକ୍ରାନ୍ତଙ୍କ ସଂଖ୍ୟା। ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୨୫ରୁ ଊର୍ଦ୍ଧ୍ୱ ହେଲାଣି। ଭଦ୍ରକ ପୌରାଞ୍ଚଳ ଓ ଧାମନଗର, ବାସୁଦେବପୁର ସହରାଞ୍ଚଳରୁ...

ବାସୁଦେବପୁର ବ୍ଲକର ୨ ପଞ୍ଚାୟତରୁ ଉଠିଲା କଣ୍ଟେନମେଣ୍ଟ

ପଦ୍ମପୁର,୧୯।୭(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁରଓ ବିନାୟକ ପଞ୍ଚାୟତରେ ଗତ ୩ ତାରିଖରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଥିଲା । ଶନିବାର ସନ୍ଧ୍ୟାରେ ଭଦ୍ରକ ଜିଲାପାଳ ଜ୍ଞାନ ରଞ୍ଜନ ଦାସ କପାଗିଆ, ଠାକୁର ବାଡ଼ିଓ, ବାଗଡ଼ା,  ବିନାୟକପୁର...

ଶିକ୍ଷକଙ୍କୁ ଟ୍ୟୁଶନ କରିବା ପଡ଼ିଲା ମହଙ୍ଗା

ପଦ୍ମପୁର,୧୯।୭(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆରୁହା ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷକ କୋଭିଡ ନିୟମ ଉଲ୍ଲଂଘନ କରି ଟ୍ୟୁଶନ କରିଥିବା ଅଭିଯୋଗ ହୋଇଛି। ଏ ନେଇ ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀ ରବିବାର ବାସୁଦେବପୁର ଥାନାରେ ଲିଖିତ ଅଭିଯୋଗ...

୩୧ ଯାଏ ଭଦ୍ରକ-ଧାମନଗର ଲକ୍‌ଡାଉନ୍‌

ଭଦ୍ରକ ଅଫିସ,୧୯।୭ – ଭଦ୍ରକ ପୌରାଞ୍ଚଳ ଓ ଧାମନଗର ଏନ୍‌ଏସି ଅଞ୍ଚଳକୁ ରବିବାର ଜିଲାପାଳ ଡା. ଜ୍ଞାନ ରଞ୍ଜନ ଦାସ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ୨୦ ତାରିଖଠାରୁ ୩୧ ତାରିଖ ପର୍ଯ୍ୟନ୍ତ ଏହି ଲକ୍‌ଡାଉନ କଟକଣା ଲାଗୁ ହେବ ।...

୨ ଦିନ ହେଲା ଜଳ ଯୋଗାଣ ବନ୍ଦ

ଆରଡି, ୧୯ା୭, (ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଆରଡି ଅଞ୍ଚଳରେ ଏବେ ମେଗା ଜଳପ୍ରକଳ୍ପ ନିର୍ମାଣାଧୀନ କାର୍ଯ୍ୟକୁ ନେଇ ସଙ୍କଟ ଉପୁଜିଛି। ଆଖଣ୍ଡଳ ମଣି – ଭଦ୍ରକ, ଆଖଣ୍ଡଳମଣି-ଯାଜପୁର ରାସ୍ତା ପାର୍ଶ୍ୱ ଏବେ ଠିକାଦାର ନିଜ ଇଚ୍ଛା ଅନୁସାରେ ଖୋଳି...

ଭିଜିଲାନ୍ସ ଜାଲରେ ବାସୁଦେବପୁର ସିଡିପିଓ

ବାସୁଦେବପୁର, ୧୮ା୭(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ସିଡିପିଓ ଜାନକୀ ଦାସ ନିଜ କାର୍ଯ୍ୟାଳୟର ଅସ୍ଥାୟୀ ଡ୍ରାଇଭର ରାଜକିଶୋର ନାୟକଙ୍କଠାରୁ ୪ ମାସର ଦରମା କରାଇ ଦେବାକୁ କହି ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଅପରାହ୍ନରେ ଭିଜିଲାନ୍ସ...

ବିନା ବେଦୀ, ମନ୍ତ୍ର ପାଠରେ ଆଦର୍ଶ ବିବାହ

ଭଦ୍ରକ ଅଫିସ,୧୭ା୭-ଭଦ୍ରକ ସହରର ଗାନ୍ଧୀପଡ଼ିଆସ୍ଥିତ ସୀତାରାମ କଲ୍ୟାଣମଣ୍ଡପରେ ବୁଧବାର ଏକ ଆଦର୍ଶ ବିବାହ ଅନୁଷ୍ଠିିତ ହୋଇଯାଇଛି। ଏହି ବାହାଘରରେ ନା ଥିଲା ଯୌତୁକ ନେଣଦେଣ, ନା ଥିଲା ଜାତକ ମେଳାପ, ଶୁଭି ନ ଥିଲା ବ୍ରାହ୍ମଣଙ୍କ ମନ୍ତ୍ରପାଠ। କନ୍ୟା ଓ...

ଅବରୋଧ ଯୋଗୁ ନିଷ୍କାସିତ ହୋଇପାରୁନି ଜଳ -ଶହେ ଏକର ଜମି ପଡ଼ିଆ ପଡ଼ିବା ଆଶଙ୍କା

ବନ୍ତ,୧୭।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ ଛୟାଳସିଂହ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନ ଶାଳକଣିଆ,ବାଙ୍ଗୋରପଦୀ, ସଖିପାଟଣା ମୌଜାର ସରକାରୀ ଚକ ରାସ୍ତା ଓ ସରକାରଙ୍କ ଦ୍ୱାରା ଚିହ୍ନିତ ଜଳସେଚନ ନାଳକୁ କେତେକ ଚାଷୀ ଅବରୋଧ କରିଛନ୍ତି। ଫଳରେ ଚାଷଜମିରୁ ବାଙ୍ଗୋରପଦୀ...

୧୪ ଦିନ ପାଇଁ ଭଦ୍ରକ ପୌରପାଳିକା କାର୍ଯ୍ୟାଳୟ ବନ୍ଦ

ଭଦ୍ରକ ଅଫିସ, ୧୬ା୭- ଭଦ୍ରକ ପୌରପାଳିକା କାର୍ଯ୍ୟାଳୟ ଆଗାମୀ ୧୪ ଦିନ ପାଇଁ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। କରୋନା ସଂକ୍ରମଣ ବଢ଼ୁଥିବା କାରଣରୁ ପୌରପାଳିକା ପକ୍ଷରୁ ଏହି ଘୋଷଣା କରାଯାଇଛି। ଏହି ୧୪ ଦିନ ମଧ୍ୟରେ କାର୍ଯ୍ୟାଳୟ...

ଧାମନଗର ଏନ୍‌ଏସି ୩ ଦିନ ଶଟ୍‌ଡାଉନ୍‌, ଜାଣନ୍ତୁ ଏସବୁ ସେବା ଚାଲୁ ରହିବ

ଧାମନଗର,୧୬ା୭(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବାକୁ ଧାମନଗର ଏନ୍‌ଏସିକୁ ୩ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜିଲାପାଳ ଏପରି ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ସକାଳ ୫ଟାରୁ ଏହି ଶଟ୍‌ଡାଉନ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri