ତିହିଡ଼ି,୭।୩(ଡି.ଏନ୍.ଏ.): ଭଦ୍ରକ-ଚାନ୍ଦବାଲି ରାସ୍ତାର ନନ୍ଦପୁର ବଜାରରେ ଏକ ଯାତ୍ରୀବାହୀ ବସ୍ରେ ଶନିବାର ନିଆଁ ଲାଗିଛି। ବ୍ୟାଟେରି ଜଳିଯିବାରୁ ଜଣେ ଯୁବତୀ ସାମାନ୍ୟ ଆହତ ହୋଇଛନ୍ତି। ତାଙ୍କୁ ତିହିଡ଼ି ଗୋଷ୍ଠୀ ଚିକିତ୍ସାଳୟକୁ ନିଆଯାଇଛି। ଓମ ବାବା ଟ୍ରାଭେଲ୍ସ ନାମକ ବସ୍ଟି ସକାଳେ...
ବାସୁଦେବପୁର,୬।୩(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ସମିଆ ଗ୍ରାମରେ ୩ଟି ମୋବାଇଲ ଟାୱାର ବସାଇବା ନାଁରେ ୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଥିବା ସାମ୍ନାକୁ ଆସିଛି। ଟାୱାର ବସାଇବାକୁ ଟଙ୍କା ଦେଇ ଠକାମିର ଶିକାର ହୋଇଥିବା ଗ୍ରାମର ଲକ୍ଷ୍ମୀଧର ଘୋଷ...
ବନ୍ତ, ୬।୩(ସ୍ବ.ପ୍ର.): ଭଦ୍ରକ ଜିଲା ଚାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ଗୃହ ନିର୍ମାଣ ପାଇଁ ସ୍ଥାନ ନିରୂପଣ ଦାବିରେ ଚକ୍ରାପାଢୀ ଗ୍ରାମବାସୀ ଗୁରୁବାରଠାରୁ ଅସ୍ଥାୟୀ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଥିଲେ। ତେବେ ପ୍ରତିଶ୍ରୁତି ପରେ ଶୁକ୍ରବାର ଗ୍ରାମବାସୀ ଅନଶନ ଭଙ୍ଗିଛନ୍ତି। ଅନଶନର...
Archives
Model This Week
ପିଲାଙ୍କ ଧରିତ୍ରୀ