ଭଦ୍ରକ

ଟ୍ରକ୍‌କୁ ପିଟିଲା ତୀର୍ଥଯାତ୍ରୀ ବସ୍‌: ୨ ମୃତ, ୧୫ ଗୁରୁତର

ଭଦ୍ରକ ଅଫିସ, ୧୨।୨: ଜାତୀୟ ରାଜପଥ କଡରେ ଛିଡା ହୋଇଥିବା ଧାନ ବୋଝେଇ ଟ୍ରକକୁ ସାମ୍ନା ପଟୁ ପିଟଛି ଏକ ତୀର୍ଥଯାତ୍ରୀ ବସ୍‌। ଫଳରେ ୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଯାତ୍ରୀ ଗୁରୁତର ଓ ୨୦ ଜଣରୁ...

କଲ୍ୟାଣ ମଣ୍ଡପ ସ୍ଥାନ ନିରୂପଣ ନେଇ ବିବାଦ

ଧାମନଗର,୧୧।୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହି ପଞ୍ଚାୟତରେ କଲ୍ୟାଣ ମଣ୍ଡପ ନିର୍ମାଣ ଆରମ୍ଭ ହେବାକୁ ଥିବାବେଳେ ସ୍ଥାନ ନିରୂପଣ ନେଇ ବିବାଦ ସୃଷ୍ଟି ହୋଇଛି। ଏ ନେଇ ପୂର୍ବତନ ସରପଞ୍ଚ ସୁରଜିତ ପାତ୍ର ଶତାଧିକ ଦସ୍ତଖତ ସମ୍ବଳିତ ଦାବିପତ୍ର...

ଅଟୋ ଓଲଟି ଜଣେ ମୃତ: ୨ ଗୁରୁତର

ଚାନ୍ଦବାଲି,୧୧।୨(ଡି.ଏନ.ଏ.)-ଭଦ୍ରକ ଜିଲା ମତୋ-ନାନ୍ଦପୁର ପ୍ରଧାନମନ୍ତ୍ରୀ ଗ୍ରାମସଡ଼କର କରାଣ୍ଡିମାଳ ଛକ ନିକଟରେ ସୋମବାର ରାତିରେ ଏକ ଯାତ୍ରିବାହୀ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଅଟୋ ଓଲଟି ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ମାଧପୁର କଣ୍ଡିଆସାହି...

ଦିବ୍ୟାଙ୍ଗ ସୁକାନ୍ତଙ୍କ ଘରେ ପହଞ୍ଚିଲେ ଅଧିକାରୀ: ସହାୟତା ପ୍ରଦାନ ନେଇ ତଦନ୍ତ

ବନ୍ତ,୧୦।୨(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ଅଧୀନ ହାସିନପୁର ଗ୍ରାମର ଦିବ୍ୟାଙ୍ଗ ବ୍ୟକ୍ତି ସୁକାନ୍ତ ମୁଖୀଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ସହାୟତା ପ୍ରଦାନ କରାଯିବା ନେଇ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ତଦନ୍ତ କରାଯାଇଛି। ବ୍ଲକ ସାମାଜିକ ସୁରକ୍ଷା...

୧୧ କେଭି ବିଦ୍ୟୁତ ତାର ପଡ଼ି ଜଳିଗଲା ବାଇକ୍‌

ଚାନ୍ଦବାଲି,୧୦।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ନିକଟସ୍ଥ କଇଥଖୋଲା ବଜାରରେ ସୋମବାର ସକାଳେ ଏକ ଅଘଟଣ ଘଟିଛି। ସକାଳେ ୨ ଜଣ ବାଇକ୍‌ରେ ଯାଉଥିବା ସମୟରେ ୧୧ କେଭି ବିଦ୍ୟୁତ ତାର ସେମାନଙ୍କ ବାଇକ୍‌ ଉପରେ ଛିଡି ପଡିପଡ଼ିଥିଲା। ଏଥିରେ ବାଇକ୍‌...

ଗେଷ୍ଟ୍‌ ହାଉସ୍‌ରୁ ୨ ଚୋରଙ୍କୁ ଧରିଲା ପୋଲିସ

ଧାମନଗର,୧୦।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗରସ୍ଥିତ ଖାନକା ପରିସରରେ ଥିବା ଏକ ଗେଷ୍ଟ୍‌ହାଉସ୍‌ରେ ୧୦ଦିନ ଧରି ରହିଆସୁଥିବା ଦୁଇ ଚାଉଳ ଚୋରଙ୍କୁ ଝାରସୁଗୁଡ଼ା ଆର୍‌ପିଏଫ୍‌ ପୋଲିସ ସୋମବାର ଗିରଫ କରିଛି। ଉକ୍ତ ଦୁଇ ଅଭିଯୁକ୍ତଙ୍କ ମୋବାଇଲ ଟ୍ରାକିଂ କରି ପୋଲିସ ସୋମବାର...

ଜବରଦଖଲରେ ସରକାରୀ ଜମି

ଆରଡ଼ି,୧୦।୨ (ଡି.ଏନ.ଏ.)-ଜବରଦଖଲକାରୀଙ୍କ କବଳରେ ସରକାରୀ ଜମି। କାର୍ଯ୍ୟାନୁଷ୍ଠାନ ପାଇଁ ୨୦୧୪ରୁ ଗ୍ରାମବାସୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଜବରଦଖଲ ଉଚ୍ଛେଦ ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ତହସିଲ କାର୍ଯ୍ୟାଳୟର ଉଦାସୀନତା ପାଇଁ ତାହା କାର୍ଯ୍ୟକାରୀ ହୋଇପାରୁନି ବୋଲି ଅଭିଯୋଗ କରି...

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ଜଣେ ଅଟକ

ପଦ୍ମପୁର,୯।୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣିଡିହ ପୋଲିସ ଜନୈକା ୫ମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଜଣକୁ ଅଟକ ରଖିଛି। ଅଭିଯୋଗ ଅନୁଯାୟୀ, ଶୁକ୍ରବାର ସକାଳେ ଛାତ୍ରୀ ଜଣକ ସ୍ଥାନୀୟ ବିଦ୍ୟାଳୟକୁ ଯାଉଥିଲେ। ବର୍ଷା...

ଟ୍ରେନ୍‌ ଆଗକୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ମେସ୍‌ ମାଲିକ ଗିରଫ

ଭଦ୍ରକ ଅଫିସ,୯।୨: ଗତ କିଛିଦିନ ତଳେ ବାସୁଦେବପୁର ଅଞ୍ଚଳର ଜଣେ କଲେଜ ଛାତ୍ରୀ ଭଦ୍ରକ ଷ୍ଟେଶନରେ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ଏହି ଘଟଣାରେ ବାସୁଦେବପୁର ପୋଲିସ ମେସ୍‌ ମାଲିକ ପ୍ରତାପ ଡାଙ୍ଗୁଆଙ୍କୁ ରବିବାର ଗିରଫ କରିଛି। ସୂଚନାଯୋଗ୍ୟ,...

ଛାତ୍ରୀ ଆତ୍ମହତ୍ୟା ଘଟଣା: ଓଏଚ୍‌ଆର୍‌ସି ନିକଟରେ ଫେରାଦ ହେବ ରାଷ୍ଟ୍ରୀୟ ପରିଷଦ

ଭଦ୍ରକ ଅଫିସ, ୯।୨- ଟ୍ରେନ୍‌ ଆଗକୁ ଡେଇଁ ଛାତ୍ରୀ ଆତ୍ମହତ୍ୟା ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ପୋଲିସ ପକ୍ଷରୁ ଶୁକ୍ରବାର ରାତିରୁ ତଦନ୍ତ ଆରମ୍ଭ ହୋଇଥିଲେ ହେଁ ପୋଲିସ ନିଜ ଆଡୁ କାହିଁକି ଚୁପ୍‌ ରହିଥିଲା ସେ...

ସରୁନି ଅଙ୍ଗନୱାଡି ଗୃହ ନିର୍ମାଣ

ଭଦ୍ରକ ଅଫିସ,୯।୨- ଭଦ୍ରକ ଜିଲାରେ ସମନ୍ବିତ ଶିଶୁ ବିକାଶ ଯୋଜନା ମାଧ୍ୟମରେ ୩ ରୁ ୬ବର୍ଷର ପିଲାଙ୍କୁ ପୁଷ୍ଟିକର ଖାଦ୍ୟ ଓ ଶିକ୍ଷା ପ୍ରତି ମନୋନିବେଶ କରି ଅଙ୍ଗନଓ୍ବାଡି କେନ୍ଦ୍ରକୁ ଆଣିବା ପାଇଁ ହୋଇଥିବା ଉଦ୍ୟମ ଏକପ୍ରକାର ଫସର ଫାଟିଛି।...

ଆବାସ ନିର୍ମାଣ କାର୍ଯ୍ୟ ତଦାରଖ

ଭଣ୍ଡାରିପୋଖରୀ,୮।୨(ଡି.ଏନ.ଏ.): ଭଦ୍ରକ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ, ଭଣ୍ଡାରିପୋଖରୀ ବିଡିଓ ବନମାଳି ତରାଇ ଓ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ ମିଶ୍ର ଶନିବାର ଭଣ୍ଡାରିପୋଖରୀ ବ୍ଲକ ଅଧୀନ ସାନଶାସନ ପଞ୍ଚାୟତର ବାହାଦୁଲନଗର, ବିମ୍ବଳବର ଗ୍ରାମକୁ ଯାଇ ପ୍ରଧାନମନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri